Sunday, April 19, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

ଆଜି ଅମିତାଭ ବଚ୍ଚନଙ୍କ ଜନ୍ମଦିନ

Sanchar Live by Sanchar Live
October 11, 2024
in ମନୋରଞ୍ଜନ
0
ଆଜି ଅମିତାଭ ବଚ୍ଚନଙ୍କ ଜନ୍ମଦିନ
0
SHARES
13
VIEWS
FacebookTwitter

ସଂଚାର ବ୍ୟୁରୋ: ୮୨ ବର୍ଷରେ ପାଦ ଥାପିଲେ ବଲିଉଡ ମହାନାୟକ ଅମିତାଭ ବଚ୍ଚନ । ୧୯୪୨ ମସିହା ଅକ୍ଟୋବର ମାସ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଅମିତାଭ । ସଂଘର୍ଷ, ଉତଥାନ ପତ୍ତନ ଦେଇ ସେ ସଫଳତାର ଶୀର୍ଷରେ ପହଞ୍ଚିଥିବା ମହାନାୟକ ହେଉଛନ୍ତି ବଲିଉଡର ଶେହନଶା ଅମିତାଭ ବଚ୍ଚନ । ୧୯୬୯ରେ ରିଲିଜ ଫିଲ୍ମ ସାତ ହିନ୍ଦୁସ୍ତାନୀରୁ ଆରମ୍ଭ କରିଥିଲେ ଅଭିନୟ ଜୀବନ । ତାପରେ ୨-୩ ଫ୍ଲପ୍ ସିନେମାରେ ନଜର ଆସିଥିଲେ । କାମ ପାଇ ନଥିଲେ ଅମିତାଭ । ଯେତେବେଳେ ବୟସ ୩୦ ହୋଇଥିଲା ସେତେବେଳକୁ ୧୨ଟି ଫିଲ୍ମରେ ଅଭିନୟ କରିଥିଲେ । ସେଥିରୁ ହିଟ୍ ହୋଇଥିଲା ମାତ୍ର ୨ଟି । ଗୋଟିଏ ବମ୍ବେ ଟୁ ଗୋଆ ଓ ଅନ୍ୟଟି ଆନନ୍ଦ ।

ଫିଲ୍ମ ଆନନ୍ଦରେ ତତ୍କାଳୀନ ସୁପରଷ୍ଟାର ରାଜେଶ ଖନ୍ନାଙ୍କ ସହ ସେ ଅଭିନୟ କରିଥିଲେ । ଏହି ଫିଲ୍ମ ପାଇଁ ତାଙ୍କୁ ମିଳିଥିଲା ଫିଲ୍ମ ଫେୟାର ଆଓ୍ଵାର୍ଡ । ଆନନ୍ଦ ପରେ ତାଙ୍କ ଅଭିନୀତ ବମ୍ବେ ଟୁ ଗୋଆକୁ ପସନ୍ଦ କରିଥିଲେ ଦର୍ଶକ । ୧୯୭୩ରେ ରିଲିଜ ଫିଲ୍ମ ଜଞ୍ଜିରରୁ ସଫଳତାର ସିଡି ଚଢ଼ିଥିଲେ ବିଗ୍ ବି । ନିର୍ଦ୍ଦେଶକ ପ୍ରକାଶ ମେହେରାଙ୍କ କ୍ରାଇମ୍ ଥ୍ରୀଲର୍ ଜଞ୍ଜିର ସିନେମାରେ ପୋଲିସ ଇନିସପେକ୍ଟର ବିଜୟ ଭୂମିକାରେ ଅଭିନୟ କରି ବଲିଉଡରେ ଆଙ୍ଗ୍ରି ୟଙ୍ଗମ୍ୟାନ୍ ଧାରା ସୃଷ୍ଟି କରିଥିଲେ । ରାତାରାତି ପାଲଟିଗଲେ ସୁପରଷ୍ଟାର୍ । ଜଞ୍ଜିର ପରେ ଆଉ ପଛକୁ ଫେରି ନାହାନ୍ତି ଅମିତାଭ ବଚ୍ଚନ । ବଲିଉଡକୁ ଦେଇ ଚାଲିଲେ ଗୋଟିଏ ପରେ ଗୋଟିଏ ହିଟ୍ ଫିଲ୍ମ । ଆଜି ବି ୱାର୍କ ଫ୍ରଣ୍ଟରେ ଆକ୍ଟିଭ ରହିଛନ୍ତି ଅମିତାଭ । ସବୁ ଦିନ ୧୫ ଘଣ୍ଟା ଯାଏ କାମ କରୁଛନ୍ତି ।

Tags: Amitabh bachhanbollywood
ShareTweetShareSend
Sanchar Live

Sanchar Live

Next Post
ମଣ୍ଡପ ବୁଲିବେ ନବୀନ- ମୋହନ

ମଣ୍ଡପ ବୁଲିବେ ନବୀନ- ମୋହନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜିଠୁ ଆରମ୍ଭ ଚାରିଧାମ ଯାତ୍ରା
  • ଅକ୍ଷୟ ତୃତୀୟ ପୂର୍ବରୁ ନଜର ପକାନ୍ତୁ ଆଜିର ସୁନା ଦର ଉପରେ…
  • ୨୩ ତାରିଖ ପର୍ଯ୍ୟନ୍ତ ଏହି ଜିଲ୍ଲାରେ ଶିକ୍ଷାନୁଷ୍ଠାନ ଛୁଟି
  • କିଏ ଜିତିବ ଆଜିର ମ୍ୟାଚ? PBKS VS LSG…
  • ମୋ ଜିଲ୍ଲା ମହୋତ୍ସବରେ ମୋତେ ଅପମାନ କରାଗଲା : ବଣ୍ଟି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.