Wednesday, May 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମହିଳା ଡାକ୍ତର ଓ ମହିଳା ଫାର୍ମାସିଷ୍ଟଙ୍କୁ ଅସଦାଚରଣ ଅଭିଯୋଗ

Sanchar Live by Sanchar Live
August 7, 2025
in ଅପରାଧ
0
୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
0
SHARES
54
VIEWS
FacebookTwitter

ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମହିଳା ଡାକ୍ତର ଓ ମହିଳା ଫାର୍ମାସିଷ୍ଟଙ୍କୁ ଅସଦାଚରଣ ଅଭିଯୋଗ । କଟକ ଜିଲ୍ଲା ବମ୍ଫକୁଦ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ମହିଳା ଡାକ୍ତର ଓ ମହିଳା ଫାର୍ମାସିଷ୍ଟଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ହୋଇଛି । ପବ୍ଲିକ ହେଲ୍ଥ ମ୍ୟାନେଜର ଏହି ଅସଦାଚରଣ କରିଥିବା ନେଇ ଅଭିଯୋଗ କରିଛନ୍ତି ଉଭୟ ମହିଳା ଡାକ୍ତର ଓ ଫାର୍ମାସିଷ୍ଟ। ଏ ନେଇ ଉଭୟ କଟକ ସଦର ଥାନାରେ ଏତଲା ଦେଇଛନ୍ତି। ପୋଲିସ ଏତଲା ରୁଜୁ କରି ସଂପୃକ୍ତ ପବ୍ଲିକ ହେଲ୍ଥ ମ୍ୟାନେଜରଙ୍କୁ ଅଟକ ରଖିବା ପରେ କୋର୍ଟ ଫରୁଆଡ କରିଛି । ଅନ୍ୟପଟେ ଏତଲା ଆଧାରରେ ପୋଲିସ ଆଇନ ଅନୁଯାୟୀତା କାର୍ଯ୍ୟ କରୁଛି । ଯେ ଦୋଷୀ ତାକୁ ଦଣ୍ଡ ମିଳିବା ଆବଶ୍ୟକ ବୋଲି କହିଛନ୍ତି କଟକ ମହାନଗର ନିଗମ ଜନ ସ୍ବାସ୍ଥ୍ୟ ଅଧିକାରୀ ସତ୍ୟବ୍ରତ ମହାପାତ୍ର । ସେପଟେ ଗତ ୪ ତାରିଖ ଦିନ  ଇସି ମିଟିଙ୍ଗ ହେଇଥିଲା ।  ଏହି ମିଟିଙ୍ଗ ପରେ ବାୟୋମେଟ୍ରିକ ଚେକ୍ ହୋଇଥିଲା । ଯେଉଁଥିରେ ଡକ୍ଟରଙ୍କ ଫାର୍ମାସିଷ୍ଟଙ୍କ ବାୟୋମେଟରିକରେ ଭୁଲ ତଥ୍ୟ ଆସିବାରୁ ଏହାକୁ ବିରୋଧ  କରିଥିଲେ । ଯେଉଁଥିପାଇଁ  ଏଭଳି ଅଭିଯୋଗ ୨ ମହିଳା ଆଣିଛନ୍ତି ବୋଲି କହିଛନ୍ତି ଅଭିଯୁକ୍ତ ପବ୍ଲିକ ହେଲ୍ଥ ମ୍ୟାନେଜର । ଏହା ସହ ନିଜକୁ ନିର୍ଦ୍ଦୋଷ ବୋଲି ମଧ୍ୟ ପ୍ରତିକ୍ରିୟା ଦେଇଛନ୍ତି।…..

Tags: crimecuttackodisha
ShareTweetShareSend
Sanchar Live

Sanchar Live

Next Post
ଜାତୀୟ ହସ୍ତତନ୍ତ ଦିବସର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

ଜାତୀୟ ହସ୍ତତନ୍ତ ଦିବସର ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ରାଜ୍ୟରେ ଆଜି ହୋଇପାରେ ଏକ ବଡ଼ ପରିବର୍ତ୍ତନ
  • ଆସ୍ଥା ଭୋଟ ଜିତିଲେ ବିଜୟ
  • ମାଡି ଆସୁଛି ବାତ୍ୟା!
  • ସହିଦ ନଗର ସବର ସାହିରେ ଛୁରା ମାଡ଼
  • ଟେବୁଲ ଟପ୍ପର ହେବାକୁ RCB ର ଲକ୍ଷ୍ୟ, ଆଗରେ କୋଲକାତା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.