Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଗକୁ ସୃଷ୍ଟି ହେବାକୁ ଯାଉଛି ଆଉ ଦୁଇଟି ଲଘୁଚାପ

Sanchar Live by Sanchar Live
October 11, 2024
in ଓଡିଶା
0
ଆସନ୍ତା ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ନାହିଁ ବଡ ବର୍ଷା
0
SHARES
16
VIEWS
FacebookTwitter

ସଂଚାର ବ୍ୟୁରୋ: ଆଗକୁ ସୃଷ୍ଟି ହେବାକୁ ଯାଉଛି ଦୁଇ ଦୁଇଟି ଲଘୁଚାପ ।  ଏନେଇ ସୂଚାଇଛନ୍ତି ଅନ୍ତର୍ଜାତୀୟ ପାଣିପାଗ ବିଜ୍ଞାନୀ ଜାସନ ନିକୋଲସ ।  ଉତ୍ତର ଲାକ୍ଷାଦ୍ବୀପରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରି ଆଗାମୀ କିଛି ଦିନରେ ଅବପାତର ରୂପ ନେଇପାରେ ।  ଏହାର ପ୍ରଭାବରେ ଆଗାମୀ ସପ୍ତାହ ଆରମ୍ଭରେ ଦକ୍ଷିଣ ଆରବିଆନ ପେନଜ୍ବାଲାରେ କିଛି ପରିମାଣର ବର୍ଷା ହୋଇପାରେ ବୋଲି ଚେତାଇଛନ୍ତି ନିକୋଲସ ।  ସେହିପରି MJO ଫ୍ୟାକ୍ଟର ଚତୁର୍ଥ ଏବଂ ପଞ୍ଚମ ଫେଜ୍ କୁ ଗତି କରୁଥିବାରୁ ଆଗାମୀ ସପ୍ତାହରେ ବଙ୍ଗୋପସାଗରରେ ଗୋଟିଏ ଲଘୁଚାପ ସୃଷ୍ଟି ହୋବାର ସମ୍ଭାବନା ଥିବା କହିଛନ୍ତି ଜାସନ ।

ଏପଟେ ମୌସୁମୀ ପ୍ରତ୍ୟାବର୍ତ୍ତନ ପାଇଁ ଅନୁକୁଳ ରହିଛି ପାଗ ।  ଆସନ୍ତା ଦୁଇ ଦିନ ମଧ୍ୟରେ ଲେଉଟାଣି ପ୍ରକ୍ରିୟା ଆରମ୍ଭ ହେବ।  ଓଡ଼ିଶା ସମେତ ପଶ୍ଚିମବଙ୍ଗ ଓ ସିକ୍କିମର କିଛି ଅଞ୍ଚଳରୁ ଆସନ୍ତା ଦୁଇ ଦିନ ମଧ୍ୟରେ ଫେରିବ ମୌସୁମୀ ।  ସେହିଭଳି ଗୁଜରାଟ, ମଧ୍ୟପ୍ରଦେଶ, ଝାଡ଼ଖଣ୍ଡ, ବିହାରର ବାକି ଅଞ୍ଚଳରୁ ମୌସୁମୀ ପ୍ରତ୍ୟାବର୍ତ୍ତନ କରିବ ।  ଏହି ସବୁ ରାଜ୍ୟରେ ପୂର୍ବରୁ ମୌସୁମୀ ପ୍ରତ୍ୟାବର୍ତ୍ତନ ପ୍ରକ୍ରିୟା ଆରମ୍ଭ ହୋଇ ସାରିଥିଲା ।

Tags: low pressureodishaweather report
ShareTweetShareSend
Sanchar Live

Sanchar Live

Next Post
ଯାଜପୁରରୁ ବିଜେଡିକୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ

ଦୁର୍ଗାପୂଜାରେ ମୁଖ୍ଯମନ୍ତ୍ରୀଙ୍କ ବଡ ଘୋଷଣା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.