Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଗାମୀ ୩ ଦିନ ରାଜ୍ୟରେ ପ୍ରବଳ ବର୍ଷା

Sanchar Live by Sanchar Live
August 26, 2025
in ଓଡିଶା
0
ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର, ଆଜି ଏହି ୩ ଜିଲ୍ଲାରେ ପ୍ରବଳ ବର୍ଷିବ
0
SHARES
62
VIEWS
FacebookTwitter

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୃର୍ଣ୍ଣିବଳୟ ଆହୁରି ସକ୍ରିୟ ହୋଇଛି । ପ୍ରଭାବରେ ରାଜ୍ୟର ସବୁ ଜିଲ୍ଲାରେ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଆଗାମୀ ୩ ଦିନ ବର୍ଷା ସମ୍ଭାବନା ରହିଛି ।  ଏଥିପାଇଁ ରାଜ୍ୟର ୨୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୨ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ରାୟଗଡା ଓ ଗଜପତି ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି   । ଉଭୟ ରାୟଗଡ଼ା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ବିଜୁଳି ଓ ଘଡ଼ଘଡି ନେଇ ସର୍ତକତା ଜାରି କରିଛି ପାଣିପାଗ ବିଭାଗ । ୭୦ରୁ ୨୦୦ ମିଲିମିଟର ବର୍ଷା ସମ୍ଭାବନା ରହିଛି  । ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

ଆସନ୍ତାକାଲି ମିଳିବ ସିଏମ୍‌-କିଷାନ ଯୋଜନାର କିସ୍ତି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.