Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Sanchar Live by Sanchar Live
August 25, 2024
in ଓଡିଶା
0
ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ
0
SHARES
40
VIEWS
FacebookTwitter

ସଂଚାର ବ୍ୟୁରୋ: ବଙ୍ଗୋପସାଗରରେ ଲଘୁଚାପର ରୂପ ନେଲା ଘୂର୍ଣ୍ଣିବଳୟ । ଉତ୍ତର ବଙ୍ଗୋପସାଗରରେ ଲଘୁଚାପଟି କେନ୍ଦ୍ରୀଭୂତ ହୋଇଛି । ପ୍ରଭାବରେ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ନିର୍ଧୁମ ବର୍ଷା ହେବା ନେଇ ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ବାଲେଶ୍ବର, ଭଦ୍ରକ, କେନ୍ଦୁଝର ଏବଂ ମୟୂରଭଞ୍ଜକୁ ସତର୍କ କରାଯାଇଛି । ସେହିପରି ପ୍ରବଳ ବର୍ଷା ନେଇ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ ଜିଲ୍ଲା କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ ଏବଂ ଝାରସୁଗୁଡାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭୦ ରୁ ୨୦୦ ମିଲିମିଟର ବର୍ଷା ହେବ । ୧୪ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଏଥିପାଇଁ କେନ୍ଦ୍ରାପଡା, ଜଗତସିଂହପୁର, ଭଦ୍ରକ, ବାଲେଶ୍ବର, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ଦେବଗଡ଼, ସମ୍ବଲପୁର, ବରଗଡ଼, ସୋନପୁର, ବଲାଙ୍ଗୀର, ନୂଆପଡାକୁ ସତର୍କତା ଜାରି ହୋଇଛି । ଏହି ସବୁ ଜିଲ୍ଲାରେ ୭୦ରୁ ୧୧୦ ମିଲିମିଟର ବର୍ଷା ନେଇ ଆକଳନ କରାଯାଇଛି । ୨୭ ତାରିଖରେ ବର୍ଷାର ପରିମାଣ କମି ୨୮ ରୁ ପୁଣି ଆରମ୍ଭ ହେବ ବର୍ଷା । ୨୯ ତାରିଖ ବେଳକୁ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଲଘୁଚାପ । ପ୍ରଭାବରେ ସେପ୍ଟେମ୍ବର ୩ ତାରିଖ ପର୍ଯ୍ୟନ୍ତ ବର୍ଷା ହେବ । ପ୍ରବଳରୁ ଅତି ପ୍ରବଳ ବର୍ଷା ସହ ସମୁଦ୍ର ମଧ୍ୟରେ ପବନର ବେଗ ଅଧିକ ରହିବ । ସମୁଦ୍ର ଅଶାନ୍ତ ହେଉଥିବାରୁ ଆସନ୍ତା ୪୮ ଘଣ୍ଟା ପର୍ଯ୍ଯନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ବାରଣ କରାଯାଇଛି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଖୋର୍ଦ୍ଧା ମକୁନ୍ଦପ୍ରସାଦରେ BNSS-163 ଧାରା ଜାରି

ଖୋର୍ଦ୍ଧା ମକୁନ୍ଦପ୍ରସାଦରେ BNSS-163 ଧାରା ଜାରି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.