Saturday, August 22, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ ପୁଣି ହେବ ରତ୍ନଭଣ୍ଡାର ଗଣତିମଣତି

Sanchar Live by Sanchar Live
August 22, 2026
in ଓଡିଶା
0
ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ ପୁଣି ହେବ ରତ୍ନଭଣ୍ଡାର ଗଣତିମଣତି
0
SHARES
6
VIEWS
FacebookTwitter

ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ ପୁଣି ହେବ ରତ୍ନଭଣ୍ଡାର ଗଣତିମଣତି । ଶ୍ରୀମନ୍ଦିରରେ ବିଭିନ୍ନ ପର୍ବପର୍ବାଣୀକୁ ଦୃଷ୍ଟିରେ ରଖି ତଥା କମାଣ୍ଡରଙ୍କ ପରାମର୍ଶ ଅନୁଯାୟୀ ପରବର୍ତ୍ତୀ ରତ୍ନଭଣ୍ଡାର ଗଣତି ଆସନ୍ତା ଅଗଷ୍ଟ ୩୧ ଓ ସେପ୍ଟେମ୍ବର ୧ ତାରିଖରେ କରିବାକୁ ଧାର୍ଯ୍ୟ କରାଯାଇଛି । ରାଜ୍ୟ ସରକାରଙ୍କ ଦ୍ୱାରା ଅନୁମୋଦିତ ବ୍ୟବସ୍ଥାବଳୀ ଅନୁଯାୟୀ ଗଣତିମଣତି କରାଯିବ ।

ପୂର୍ବରୁ ୨୦୨୬ ମାର୍ଚ୍ଚ ୨୫ରୁ ରତ୍ନଭଣ୍ଡାର ଗଣତିମଣତି ଆରମ୍ଭ ହୋଇଥିଲା । ପ୍ରଥମେ ଚଳନ୍ତି ଭଣ୍ଡାର, ପରେ ବାହାର ରତ୍ନ ଭଣ୍ଡାର ଓ ଏବେ ଭିତର ଭଣ୍ଡାର ଗଣତି କାର୍ଯ୍ୟ ଜାରି ରହିଛି । ପୂର୍ବରୁ ମୋଟ ଉପରେ ପ୍ରାୟ ୫୭ ଘଣ୍ଟା ୮ ମିନିଟ୍ ଗଣତି କାର୍ଯ୍ୟ ହୋଇଥିଲା । ଗତ ରଥଯାତ୍ରା ସମୟରେ ଅର୍ଥାତ୍ ଜୁଲାଇ ୧୯ ତାରିଖରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗ ଲାଗି ୯ ଅଳଙ୍କାରର ଗଣତି ହୋଇଥିଲା ।

୨ ଘଣ୍ଟା ୨୭ ମିନିଟ୍‌ରେ ଶେଷ ହୋଇଥିଲା ମହାପ୍ରଭୁଙ୍କ ୯ଟି ଦୁର୍ଲଭ ଶ୍ରୀଅଙ୍ଗ ଲାଗି ଅଳଙ୍କାର ଗଣତି ଓ ମେଳକ କାର୍ଯ୍ୟ । ତେବେ ଶ୍ରୀଅଙ୍ଗରେ ଲାଗି ହୋଇଥିବାରୁ ଝୋବା କଣ୍ଠୀର ଗଣତି ଓ ମେଳକ ହୋଇପାରି ନଥିଲା । ଶ୍ରୀଜିଉଙ୍କ ଅଣ୍ଟା ପଟି ବା ରୂପାରସିକ ଶୁଆ ଥଣ୍ଟିଆ ତିନିଟି, ରାହୁ ରେଖା ୩ଟି ଓ ରତ୍ନ ଚିତା ତିନିଟିର ଗଣତି ଓ ମେଳକ କରାଯାଇଥିଲା ।

ସମସ୍ତ ଅଳଙ୍କାରର ଓଜନ ମାପ ପରେ 3D ମ୍ୟାପିଂ, ଭିଡିଓଗ୍ରାଫି ସହ ରତ୍ନ ବିଶାରଦମାନଙ୍କ ଦ୍ୱାରା ମୂଲ୍ୟବାନ ରତ୍ନ ଗୁଡ଼ିକର ଚିହ୍ନଟ କରାଯାଇଥିଲା । ଖଟ ଶେଯ ଘରେ ଏହି ମୂଲ୍ୟବାନ ଅଳଙ୍କାର ସବୁର ଗଣତି ଓ ମେଳକ କାର୍ଯ୍ୟ ହୋଇଥିଲା । ଏ ସମସ୍ତ ଅଳଙ୍କାର ଚଳନ୍ତି ଭଣ୍ଡାରର ଅଂଶ ବିଶେଷ ହୋଇଥିବା ବେଳେ ଶ୍ରୀଅଙ୍ଗରେ ଲାଗି ହୋଇଥିବାରୁ ଏହାର ଗଣତି କରାଯାଇ ପାରି ନଥିଲା ।

ରତ୍ନ ଅଳଙ୍କାର ଗଣତି ପ୍ରକ୍ରିୟା

ରତ୍ନ ଅଳଙ୍କାର ଗଣତିମଣତି ପାଇଁ ରାଜ୍ୟ ସରକାର SOPକୁ ଅନୁମୋଦିତ କରିଛନ୍ତି । ଗଣତିମଣତି ପ୍ରକ୍ରିୟାରେ ଦୁଇଟି ଟିମ୍ ରହିଛନ୍ତି । ଗୋଟିଏ ସୁପରଭାଇଜିଂ ଟିମ୍ ଓ ଅନ୍ୟଟି ହ୍ୟାଣ୍ଡେଲିଂ ଟିମ୍ । ଉଭୟ ଟିମ୍‌ରେ ମୁଖ୍ୟ ପ୍ରଶାସକ ଅଛନ୍ତ । ମୁଖ୍ୟ ପ୍ରଶାସକଙ୍କ ଅନୁପସ୍ଥିତରେ ଶ୍ରୀମନ୍ଦିର ଉପମୁଖ୍ୟ ପ୍ରଶାସକ ତଦାରଖ କରିବେ । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏବଂ ଉପମୁଖ୍ୟ ପ୍ରଶାସକ ଅନୁପସ୍ଥିତ ଥିଲେ ଶ୍ରୀମନ୍ଦିର ନୀତି ପ୍ରଶାସକ ତଦାରଖ କରିବେ । ସୁପରଭାଇଜିଂ ଟିମ୍‌ରେ ୩ ଜଣ ରହିବେ ।

ହ୍ୟାଣ୍ଡେଲିଂ ଟିମ୍‌ରେ ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ମୁଖ୍ୟ ପ୍ରଶାସକ ବା ଉପମୁଖ୍ୟ ପ୍ରଶାସକ, ହାଇଲେବୁଲ୍ କମିଟିର ଅଧ୍ୟକ୍ଷ ଦଳପତି ହିସାବରେ ରହିଛନ୍ତି । ପରିଚାଳନା କମିଟିର ପାଞ୍ଚଜଣ ସେବକ ମଧ୍ୟରୁ ଜଣେ ରହିବେ, ଭଣ୍ଡାର ମେକାପ, ତଢ଼ାଉକରଣ, ବଣିଆ ସେବକ ଅଛନ୍ତି । ୧୯୭୮ ମସିହାରେ ୭୨ ଦିନ ଗଣତିମଣତି ତାଲିକା ସହ ୧୯୮୨, ୧୯୮୫ ମସିହାର କିଛି ଅଳଙ୍କାର ବାହାରିଥିବାରୁ ମେଳକ କରାଯିବ ।

Tags: jay jaganathpuriratna bhandar
ShareTweetShareSend
Sanchar Live

Sanchar Live

Next Post
ଦେଶରେ ପୁଣିଥରେ ସ୍ୱାଇନ୍ ଫ୍ଲୁ ବଢ଼ାଇଲାଣି ଚିନ୍ତା

ଦେଶରେ ପୁଣିଥରେ ସ୍ୱାଇନ୍ ଫ୍ଲୁ ବଢ଼ାଇଲାଣି ଚିନ୍ତା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଦେଶରେ ପୁଣିଥରେ ସ୍ୱାଇନ୍ ଫ୍ଲୁ ବଢ଼ାଇଲାଣି ଚିନ୍ତା
  • ଆସନ୍ତା ୩୧ ଓ ସେପ୍ଟେମ୍ବର ୧ରେ ପୁଣି ହେବ ରତ୍ନଭଣ୍ଡାର ଗଣତିମଣତି
  • ଅଗଷ୍ଟ ୨୮ରେ ଏମାନଙ୍କୁ ମିଳିବନି ସୁଭଦ୍ରା ଟଙ୍କା
  • ରାଜଧାନୀର ୟୁନିଟ୍-୧ ହାଟରେ ଅଗ୍ନିକାଣ୍ଡ
  • ଦେଶରେ ଚିନି ଦରରେ ନିଆଁ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.