Friday, July 17, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ

Sanchar Live by Sanchar Live
October 3, 2024
in ଭାରତ
0
ପୋଲିସକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ : ଛବି ସୁଧାର
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ ପାଇଁ ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଆଲୋଚନା । ୩୪ଟି ଦେଶର ରାଷ୍ଟ୍ରଦୂତଙ୍କ ସହ ମୁଖ୍ୟମନ୍ତ୍ରୀ ଆଲୋଚନା କରୁଛନ୍ତି । ରାଷ୍ଟ୍ରଦୂତଙ୍କ ସହ ୱାନ୍ ଟୁ ୱାନ୍ ଆଲୋଚନା ଚାଲିଛି । ବୈଠକରେ ଶିଳ୍ପମନ୍ତ୍ରୀଙ୍କ ସହ ମୁଖ୍ୟ ଶାସନ ସଚିବ ଉପସ୍ଥିତ ଅଛନ୍ତି । ହାଇକମିଶନର, ବାଣିଜ୍ୟ କମିଶନର ଓ କୂଟନୀତିଜ୍ଞ ମଧ୍ୟ ଏହି ବୈଠକରେ ସାମିଲ ଅଛନ୍ତି । ଓଡ଼ିଶାରେ ପୁଞ୍ଜି ବିନିଯୋଗ ସୁଯୋଗ ନେଇ ଆଲୋଚନା ଚାଲିଛି ।

ଆସନ୍ତା ଜାନୁଆରୀରେ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍‌ ହେବାକୁ ଥିବା ବେଳେ କନକ୍ଲେଭକୁ ଆସିବା ଲାଗି ବିଭିନ୍ନ ଦେଶର ରାଷ୍ଟ୍ରଦୂତଙ୍କୁ ମୁଖ୍ୟମନ୍ତ୍ରୀ ଆମନ୍ତ୍ରଣ କରିବା କାର୍ଯ୍ୟକ୍ରମ ରହିଛି । ଗତକାଲିଠୁ ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଅଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ତେବେ ଆଜି ମଧ୍ୟାହ୍ନ ଭୋଜନ ପରେ ଦ୍ବିତୀୟ ସେଗମେଣ୍ଟରେ ନିବେଶକଙ୍କୁ ଭେଟିବେ ମୁଖ୍ୟମନ୍ତ୍ରୀ । ଏହାପରେ ସଂଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ରୋଡ୍ ଶୋ’ କାର୍ଯ୍ୟକ୍ରମ ରହିଛି । ମୋହନ ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ପ୍ରଥମ ରୋଡ୍ ଶୋ’ ହେବାକୁ ଯାଉଛି ।

Tags: mohan majhiutkarsha odisha
ShareTweetShareSend
Sanchar Live

Sanchar Live

Next Post
ଭାରତ ଓ ବାଂଲାଦେଶ ମଧ୍ଯରେ ବଢିଲା କୂଟନୈତିକ ତିକ୍ତତା

ଭାରତ ଓ ବାଂଲାଦେଶ ମଧ୍ଯରେ ବଢିଲା କୂଟନୈତିକ ତିକ୍ତତା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆକ୍ରମଣରେ ୪୫ ଜଣ ପାକିସ୍ତାନୀ ସେନାଙ୍କ ମୃତ୍ୟୁ
  • ଭକ୍ତଙ୍କୁ ରଥରୁ ଚାହିଁଛି କାଳିଆ
  • କିଡନୀ ଷ୍ଟୋନ୍ ଏବଂ କଫି ମଧ୍ୟରେ ସମ୍ପର୍କ, ଜାଣନ୍ତୁ ଅଜଣା କଥା
  • ପ୍ରେମ ପାଇଁ ଜୀବନ ହାରିଦେଲେ ନର୍ସ
  • ଫିଫା ବିଶ୍ୱକପ: ଫାଇନାଲରେ ସ୍ପେନ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.