ଭୁବନେଶ୍ୱର: ଏଣିକି ସରକାର କିଣିବେ ଅନୁସୂଚିତ ଜାତି ଓ ଜନଜାତିଙ୍କ ଜମି । ଧନ ଲୋକଙ୍କ ଚାପ ପକାଇ ଜାତି ଓ ଜନଜାତିଙ୍କ ସମ୍ପତ୍ତି ହଡପ କରିପାରିବେନି । ଏନେଇ ସୂଚନା ଦେଇଛନ୍ତି ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ଖୁବଶୀଘ୍ର କର୍ପସ ଫଣ୍ଡ ଗଠନ କରିବେ ରାଜ୍ୟ ସରକାର । ରାଜସ୍ୱ ବିଭାଗ ଅତିରିକ୍ତ ମୁଖ୍ୟ ସଚିବଙ୍କ ଅଧ୍ୟକ୍ଷତାରେ କମିଟି ଗଠନ ହେବ ।