Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

କଂଗ୍ରେସ ଭବନରେ ମିଶ୍ରଣ ପର୍ବ

Sanchar Live by Sanchar Live
April 14, 2025
in ରାଜନୀତି
0
କଂଗ୍ରେସ ଭବନରେ ମିଶ୍ରଣ ପର୍ବ
0
SHARES
45
VIEWS
FacebookTwitter

ଆଜି ମହାବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବବର୍ଷର ଅବସରରେ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ଉପସ୍ଥିତିରେ ଗୁଡାରୀ ବ୍ଲକ ଚେୟାରମ୍ୟାନ ଶ୍ରୀମତୀ ଲକ୍ଷ୍ମୀ ଶବର ଏବଂ ତିନିଶହରୁ ଉର୍ଦ୍ଧ୍ୱ ବିଜେଡ଼ି କର୍ମୀ ଆନୁଷ୍ଠାନିକ ଭାବେ କଂଗ୍ରେସ ଦଳରେ ଯୋଗଦେଇଛନ୍ତି । ଏହି ଅବସରରେ ପ୍ରଦେଶ କଂଗ୍ରେସ ସଭାପତି ଶ୍ରୀ ଦାସ କହିଲେ ଯେ କଂଗ୍ରେସ ସଭାପତି ଶ୍ରୀଯୁକ୍ତ ମଲ୍ଲିକାର୍ଜ୍ଜୁନ ଖଡ଼ଗେଙ୍କ ନେତୃତ୍ୱ ଜନନାୟକ ତଥା ଲୋକସଭାର ବିରୋଧି ଦଳ ନେତା ଶ୍ରୀ ରାହୁଲ ଗାନ୍ଧୀଜୀ ଆଦର୍ଶ ଓ ସଂଗ୍ରାମ, ପୂର୍ବତନ କଂଗ୍ରେସ ଅଧ୍ୟକ୍ଷା ଶ୍ରୀମତୀ ସୋନିଆ ଗାନ୍ଧୀଙ୍କ ତ୍ୟାଗରେ ଅନୁପ୍ରାଣିତ ହୋଇ ଆଜି ଗୁଣୁପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଗୁଡ଼ାରି ବ୍ଲକ ଅଧ୍ୟକ୍ଷ, ଉପସଭାପତି, ଯୁବ ସଭାପତି, ଛାତ୍ର ସଭାପତି, ସମିତି ସଭ୍ୟ, ସରପଂଚ ଓ ତିନିଶହରୁ ଉର୍ଦ୍ଧ୍ୱ ବିଜେଡ଼ି କର୍ମୀ କଂଗ୍ରେସ ଦଳରେ ଯୋଗଦେଇଛନ୍ତି । କୋରାପୁଟ ସାସଂଦ ଶ୍ରୀ ସପ୍ତଗିରି ଉଲ୍ଲାକାଙ୍କର ଜନସେବା, ରାୟଗଡ଼ା ଏବଂ କୋରାପୁଟ ଜିଲ୍ଲାର ବିକାଶ ପାଇଁ ତାଙ୍କର ସଂକଳ୍ପ ଓ ନିର୍ଭର ପ୍ରତିଶ୍ରୁତି ହିଁ କଂଗ୍ରେସରେ ଯୋଗଦେବାକୁ ସେମାନଙ୍କୁ ଉତ୍ସାହିତ କରିଥିଲା ।

Tags: congressgunupurodisha politics
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶି

ଜାଣନ୍ତୁ କଣ କହୁଛି ଆପଣଙ୍କ ରାଶି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.