Thursday, July 17, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

କଟକ-ଭୁବନେଶ୍ୱର ନୂଆ ପୁଲିସ କମିସନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂହ

Sanchar Live by Sanchar Live
September 30, 2024
in ଓଡିଶା
0
କଟକ-ଭୁବନେଶ୍ୱର ନୂଆ ପୁଲିସ କମିସନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂହ
0
SHARES
10
VIEWS
FacebookTwitter

କଟକ-ଭୁବନେଶ୍ୱର ନୂଆ ପୁଲିସ କମିସନର ଭାବେ ଦାୟିତ୍ୱ ନେଲେ ସୁରେଶ ଦେବଦତ୍ତ ସିଂହ। ସଂଜୀବ ପଣ୍ଡାଙ୍କ ଠାରୁ ଦଶମ କମିସନର ଭାବେ ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ଅଫିସର ସୁରେଶ ଦେବଦତ୍ତ ସିଂହଙ୍କୁ ଦାୟିତ୍ବ ଗ୍ରହଣ କରିଛନ୍ତି। ଭୁବନେଶ୍ବର କମିସନର ଅଫିସ ଯୋଗ ଦେବା ପରେ ଅନ୍ୟ ଅଧିକାରୀଙ୍କ ସହିତ ଭେଟିଛନ୍ତି ନୂଆ ସିପି।

ରବିବାର ରାଜ୍ୟ ସରକାରଙ୍କ ପକ୍ଷରୁ ଆଇପିଏସ୍‌ ସ୍ତରରେ ଅଦଳବଦଳ ହୋଇଥିଲା । ଯେଉଁଥିରେ କଟକ-ଭୁବନେଶ୍ୱରର କମିଶନର ଥିବା ସଞ୍ଜୀବ ପଣ୍ଡାଙ୍କ ବଦଳି କରାଯାଇଥିଲା । ତାଙ୍କ ବଦଳରେ ୧୯୯୮ ବ୍ୟାଚର ବରିଷ୍ଠ ଆଇପିଏସ୍‌ ସୁରେଶ ଦେବଦତ୍ତ ସିଂହଙ୍କୁ ଦାୟିତ୍ୱ ଦିଆଯାଇଥିଲା । ରବିବାର ବଦଳି ହେବା ପରେ ସୋମବାର ଦିନ ଅପରାହ୍ନ ସମୟରେ ଟ୍ୱିନ୍‌ ସିଟିର ନୂତନ କମିଶନର ଭାବେ ଦାୟିତ୍ୱ ସମ୍ଭାଳିଛନ୍ତି ଆଇପିଏସ୍‌ ସୁରେଶ ଦେବଦତ୍ତ ସିଂହ । ପୋଲିସ କମିଶନରଙ୍କ ମୁଖ୍ୟାଳୟରେ ଗାର୍ଡ ଅଫ ଅର୍ନର ଦିଆଯାଇଥିଲା । ଏହାପରେ ତାଙ୍କୁ କାର୍ଯ୍ୟାଳୟକୁ ନିଆଯାଇଥିଲା । ସେଠାରେ ଆଇପିଏସ୍‌ ସଞ୍ଜୀବ ପଣ୍ଡା ଦାୟିତ୍ୱ ହସ୍ତାନ୍ତର କରିଥିଲେ ।

Tags: bhubaneswarnew cpodisha
ShareTweetShareSend
Sanchar Live

Sanchar Live

Next Post
ଗାତରେ ପଡିଲା ହାତୀ

ଗାତରେ ପଡିଲା ହାତୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଲାସ୍କା ଦ୍ବୀପରେ ଭୟଙ୍କର ଭୂକମ୍ପ
  • ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି ?
  • ବର୍ଷାଋତୁରେ ଖାଆନ୍ତୁ ଏହିସବୁ ଖାଦ୍ୟ, ଭୁଲରେ ବି ଖାଆନ୍ତୁନି ଏହି ପରିବା
  • ମୁଖ୍ୟମନ୍ତ୍ରୀଙ୍କ ବାସଭବନରେ ଗୁରୁତ୍ବପୂର୍ଣ୍ଣ ବୈଠକ
  • ରାଜ୍ୟ କ୍ୟାବିନେଟ ବୈଠକରେ ୧୧ ବିଭାଗର ୧୩ ପ୍ରସ୍ତାବକୁ ମଞ୍ଜୁରୀ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.