Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ମନୋରଞ୍ଜନ

କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁରଙ୍କର ଦେହାନ୍ତ

Sanchar Live by Sanchar Live
June 13, 2025
in ମନୋରଞ୍ଜନ
0
କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁରଙ୍କର ଦେହାନ୍ତ
0
SHARES
0
VIEWS
FacebookTwitter

ବଲିଉଡ଼ ଜଗତରୁ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି । ଅଭିନେତ୍ରୀ କରିସ୍ମା କପୁରଙ୍କ ପୂର୍ବତନ ସ୍ୱାମୀ ସଞ୍ଜୟ କପୁରଙ୍କର ଦେହାନ୍ତ ହୋଇଛି । ମାତ୍ର ୫୩ ବର୍ଷ ବୟସରେ ସଞ୍ଜୟଙ୍କର ନିଧନ ହୋଇଥିବା ଜଣାପଡ଼ିଛି । ପୋଲୋ ଖେଳିବା ବେଳେ ତାଙ୍କର ହୃଦଘାତ ହୋଇଥିବା ଜଣାପଡିଛି । ୨୦୦୩ରେ କରିସ୍ମା କପୁରଙ୍କୁ ବିବାହ କରିଥିଲେ ସଞ୍ଜୟ ।

୫୩ ବର୍ଷୀୟ ସଞ୍ଜୟ କପୁରଙ୍କର ହୃଦଘାତରେ ପରଲୋକ ହୋଇଥିବା ଜଣାପଡିଛି । ଇଂଲଣ୍ଡର ଗାର୍ଡ୍ସ ପୋଲୋ କ୍ଲବରେ ତାଙ୍କର ଦେହାନ୍ତ ହୋଇଛି । ପୋଲୋ ଖେଳିବା ସମୟରେ ତାଙ୍କୁ ହାର୍ଟ ଆଟାକ୍‌ ଆସିଥିବା କୁହାଯାଉଛି । ଖେଳିବା ସମୟରେ ସେ ଅସୁସ୍ଥ ଅନୁଭବ କରି ତଳେ ପଡିଯାଇଥିଲା । ତୁରନ୍ତ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ସେତେବେଳକୁ ତାଙ୍କର ଦେହାନ୍ତ ହୋଇସାରିଥିଲା । ଗୁରୁବାର ଅହମ୍ମଦାବାଦରେ ହୋଇଥିବା ଭୟାନକ ପ୍ଲେନ କ୍ରାସ୍‌କୁ ନେଇ ଦୁଃଖ ପ୍ରକାଶ କରିଥିଲେ ସଞ୍ଜୟ କୁପର । ସେ ତାଙ୍କ ଏକ୍ସ ଆକାଉଣ୍ଟରେ କହିଥିଲେ, ”ଏୟାରଇଣ୍ଡିଆ ବିମାନ ଦୁର୍ଘଟଣା ବହୁତ ଭୟାନକ । ସମସ୍ତ ମୃତକଙ୍କୁ ମୋର ଶ୍ରଦ୍ଧାଞ୍ଜଳି ତାଙ୍କ ପରିବାରକୁ ଗଭୀର ସମବେଦନା ।” ହେଲେ କିଏ ଜାଣିଥିଲା ବିମାନ ଦୁର୍ଘଟଣାର କିଛି ଘଣ୍ଟା ପରେ ସଞ୍ଜୟ କପୁରଙ୍କର ବିୟୋଗ ହେବ ବୋଲି ।

Tags: bollywoodKarisma kapoorsanjay
ShareTweetShareSend
Sanchar Live

Sanchar Live

Next Post
ଓଡ଼ିଶାରେ କେହି ବି ଭୂମିହୀନ ରହିବେ ନାହିଁ : ମୁଖ୍ୟମନ୍ତ୍ରୀ

ଗୃହରକ୍ଷୀଙ୍କୁ ରଜଭେଟି ଦେଲେ ମୋହନ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.