Wednesday, September 23, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଆଜିଠୁ ଟ୍ରାଫିକ କଟକଣା

Sanchar Live by Sanchar Live
October 9, 2024
in ଓଡିଶା
0
ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଆଜିଠୁ ଟ୍ରାଫିକ କଟକଣା
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ଦୁର୍ଗାପୂଜା ପାଇଁ ଟୁଇନ ସିଟିରେ ଟ୍ରାଫିକ କଟକଣା । ଆଜିଠୁ ୧୩ ତାରିଖ ଯାଏଁ କଟକ ଏବଂ ଭୁବନେଶ୍ୱରରେ ଟ୍ରାଫିକ କଟକଣା ଲାଗୁ ହେବ । ଏନେଇ ବିଜ୍ଞପ୍ତି ଜାରି କରିଛି କମିଶନରେଟ ପୋଲିସ । କଟକରେ ଅପରାହ୍ନ ୪ରୁ ରାତି ୧ ପର୍ଯ୍ୟନ୍ତ କଟକଣା ଲାଗୁ ହେବ । ସେହିପରି ଭୁବନେଶ୍ୱରରେ ଅପରାହ୍ନ ୪ରୁ ରାତି ୨ଟା ପର୍ଯ୍ୟନ୍ତ କଟକଣା ରହିବ ।

ଭୁବନେଶ୍ବରରେ ବାଣୀବିହାରରୁ ଶିଶୁଭବନ ଛକ, ରସୁଲଗଡରୁ ଲିଙ୍ଗିପୁର ଛକ, ବରମୁଣ୍ଡରୁ ପଳାଶୁଣୀ ଯାଏ ଉଭୟ ପାର୍ଶ୍ବର ସର୍ଭିସ ରୋଡ୍, ଆଚାର୍ଯ୍ୟ ବିହାରୁ -ଏୟାରପୋର୍ଟ ଛକ, ଆଚାର୍ଯ୍ୟ ବିହାରରୁ କଳିଙ୍ଗ ହସ୍ପିଟାଲ ଛକ, ଜୟଦେବ ବିହାରର ରାଜଭବନ ଏବଂ ନନ୍ଦନକାନ ଛକ ଭଲି ପ୍ରମୁଖ ରାସ୍ତାରେ ଭାରିଯାନ ଚଳାଚଳ ସଂପୂର୍ଣ୍ଣ ବନ୍ଦ ରହିବ ।

ସେହିପରି କଟକରେ ବି ବିଭିନ୍ନ ରାସ୍ତା ଜାରି ହେଇଛି କଟକଣା ।

ମଙ୍ଗଳାବାଗ ଛକ, ଦୋଳମୁଣ୍ଡାଇ, ମାଲଗୋଦାମ ଫାଣ୍ଡି, ଛତ୍ରବଜାର ଅଞ୍ଚଳର ରାସ୍ତା ଓ ତତସଂଲଗ୍ନ ରାସ୍ତାରେ କଟକଣା ଜାରି ହୋଇଛି। ସେହିପରି କଟକରେ ଭସାଣି ପାଇଁ ୧୪ ତାରିଖ ସକାଳ ୭ରୁ ୧୫ ତାରିଖ ଭସାଣି ଶେଷ ଯାଏଁ ଲାଗୁ ହେବ ଟ୍ରାଫିକ କଟକଣା ।  ସର୍ବସାଧାରଣଙ୍କ ପାଇଁ ବିଜ୍ଞପ୍ତି ଜାରି କରିଛି କମିଶନରେଟ୍ ପୋଲିସ ।

ପୂଜାରେ ଉଭୟ ଟ୍ରାଫିକ ସହ ଅପରାଧ ନିୟନ୍ତ୍ରଣ ଉପରେ ଗୁରୁତ୍ବ ଦିଆଯିବ। ଲୋକମାନେ ସଚେତନ ହେବା ଆବଶ୍ୟକ ।  ସାଇବର ଅପରାଧ ସମ୍ବଧରେ ମଧ୍ୟ ଲୋକେ ସଚେତନ ହେବା ଆବଶ୍ୟକ ।  ଭୁବନେଶ୍ବରରେ ୧୮୭ ପୂଜା ପଣ୍ଡାଲ ରହିଥିବା ବେଳେ କଟକରେ ୧୬୬ ମେଢ଼ ହୋଇଛି ।   ଏଥିପାଇଁ ଭୁବନେଶ୍ୱରରେ ୩୮ ପ୍ଲାଟୁନ ଏବଂ କଟକରେ ୬୪ ପ୍ଲାଟୁନ ପୋଲିସ ମୁତୟନ ହେବେ ।  ଏହାସହ ୬ ପ୍ଲାଟୁନ CRPF, ୩ ପ୍ଲାଟୁନ ରାପିଡ ଆକ୍ସନ ଫୋର୍ସ ମୁତୟନ ହେବେ ।  ୨୦୦ଅଫିସର, CAPF ଫୋର୍ସ ମୁତୟନ ହେବେ । ପୂଜା ସମୟରେ ସ୍ନାଚିଂ ରୋକିବାକୁ ସ୍ଵତନ୍ତ୍ର ପ୍ଲାନ୍ କରାଯାଇଛି । ସାଦା ପୋଷାକରେ ରହିବେ ପୋଲିସ ଅଧିକାରୀ । ପାର୍କିଂ ପାଇଁ ମଧ୍ୟ ସ୍ଵତନ୍ତ୍ର ବ୍ୟବସ୍ଥା ରହିବ । ପୁରା CCTV ସର୍ଭେଲାନ୍ସରେ ରହିବ ପୂଜା ମଣ୍ଡପ ।

Tags: durgapujatraffic rules
ShareTweetShareSend
Sanchar Live

Sanchar Live

Next Post
ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ

ପୂର୍ବତନ ବିଧାୟକ ତଥା ରାଜ୍ୟସଭା ସାଂସଦ ଧନେଶ୍ୱର ମାଝୀଙ୍କ ପରଲୋକ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଫାରୋସ୍ କପ୍୨୦୨୬ ରେ ଓଡ଼ିଶା ଏଏମ୍/ଏନ୍ଏସ୍ ଇଣ୍ଡିଆଜିମ୍ନାଷ୍ଟିକ୍ସ ହାଇ ପରଫର୍ମାନ୍ସ ସେଣ୍ଟର ଆଥଲେଟ କରିଶ୍ମାଙ୍କ ରୌପ୍ୟ ପଦକ ହାସଲ
  • ପୁରୀରେ ସମୁଦ୍ର ଅଶାନ୍ତ, ଲାଗିଲା ନାଲି ପତାକା
  • ଆଜି ସ୍ୱର୍ଣ୍ଣ ପଦକ ପାଇଁ ହେବ ମହାଲଢେଇ
  • ବଙ୍ଗୋପସାଗରରେ ଗଭୀର ଅବପାତ ସମ୍ଭାବନା, ପ୍ରବଳ ଛେଚିବ
  • ମଧ୍ୟପ୍ରଦେଶ ଅଘଟଣ: ଏକସଙ୍ଗେ ଜଳିଲା ୭ ଜୁଇ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.