Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ବଢିଲା ରିପବ୍ଲିକାନ ପ୍ରାର୍ଥୀ ଡୋନାଲଡ ଟ୍ରମ୍ପଙ୍କ ବଳ

Sanchar Live by Sanchar Live
August 24, 2024
in ବିଦେଶ
0
ବଢିଲା ରିପବ୍ଲିକାନ ପ୍ରାର୍ଥୀ ଡୋନାଲଡ ଟ୍ରମ୍ପଙ୍କ ବଳ
0
SHARES
5
VIEWS
FacebookTwitter

ସଂଚାର ବ୍ୟୁରୋ: ଆମେରିକା ରାଷ୍ଟ୍ରପତି ନିର୍ବାଚନ ପ୍ରସଙ୍ଗ । ବଢିଲା ରିପବ୍ଲିକାନ ପ୍ରାର୍ଥୀ ଡୋନାଲଡ ଟ୍ରମ୍ପଙ୍କ ବଳ । ପ୍ରତିଦ୍ବନ୍ଦ୍ବିତାରୁ ଓହରିବା ସହ ଟ୍ରମ୍ପଙ୍କୁ ସମର୍ଥନ କରିଛନ୍ତି ସ୍ବାଧୀନ ପ୍ରାର୍ଥୀ ରବର୍ଟ ଏଫ. କେନେଡି ଜୁନିଅର । ସେ କହିଛନ୍ତି- ନିର୍ବାଚନରେ ବିଜୟ ଲାଗି ସେ ବିଶେଷ ଆଶାବାଦୀ ନୁହନ୍ତି । ତେଣୁ ସେ ପ୍ରତିଦ୍ବନ୍ଦ୍ବିତାରୁ ଓହରିଛନ୍ତି । 70 ବର୍ଷ ବୟସ୍କ କେନେଡି ଡେମୋକ୍ରାଟିକ ପ୍ରାର୍ଥୀ କମଳା ହାରିସଙ୍କୁ ତୀବ୍ର ସମାଲୋଚନା କରିଆସୁଥିଲେ । କେନେଡିଙ୍କ ସମର୍ଥନ ମିଳିବା ପରେ ଆସନ୍ତା ନଭେମ୍ବର ୫ ରାଷ୍ଟ୍ରପତି ନିର୍ବାଚନରେ ଟ୍ରମ୍ପଙ୍କୁ ବିଶେଷ ସଫଳତା ମିଳିବା ଆଶା କରାଯାଉଛି । ଟ୍ରମ୍ପ କହିଛନ୍ତି- ୧୯୬୩ରେ ତତକାଳୀନ ରାଷ୍ଟ୍ରପତି ଜନ ଏଫ କେନେଡିଙ୍କ ହତ୍ଯା ସଂକ୍ରାନ୍ତ ଫାଇଲଗୁଡିକୁ ପ୍ରକାଶ କରିବା ସହ ହତ୍ଯା ଘଟଣା ନେଇ ଏକ ରାଷ୍ଟ୍ରପତିସ୍ତରୀୟ କମିଶନ ଗଠନ କରିବେ । ରବର୍ଟ ହେଉଛନ୍ତି ଆମେରିକାର ପୂର୍ବତନ ସିନେଟର ଓ ପୂର୍ବତନ ଆଟର୍ଣ୍ଣିଂ ଜେନେରାଲ ରବର୍ଟ ଏଫ କେନେଡିଙ୍କ ପୁଅ ତଥା ପୂର୍ବତନ ରାଷ୍ଟ୍ରପତି ଜନ ଏଫ କେନେଡିଙ୍କ ପୁତୁରା । ଜଣେ ପରିବେଶଭିତ୍ତିକ ଆଇନଜୀବୀ ଓ ଟିକାବିରୋଧୀ ଆନ୍ଦୋଳନର ନେତା ଭାବେ ଜଣାଶୁଣା ରବର୍ଟ କେନେଡି ଜୁନିଅର । ଗତ ବର୍ଷ ଏପ୍ରିଲରେ ସେ ରାଷ୍ଟ୍ରପତି ନିର୍ବାଚନରେ ଭାଗ ନେବା ଲାଗି ଘୋଷଣା କରି ସ୍ବାଧୀନ ପ୍ରାର୍ଥୀ ଭାବେ ପ୍ରଚାରରେ ସାମିଲ ଥିଲେ ।

Tags: america electiontrump
ShareTweetShareSend
Sanchar Live

Sanchar Live

Next Post
ଗୁରୁବାରରେ ଜପନ୍ତୁ ସାଇବାବାଙ୍କ ଏହି ମନ୍ତ୍ର

କାହିଁକି ବାବା ଖାଉଥିଲେ ପିଆଜ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.