Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home କ୍ରୀଡ଼ା

ବାଂଲାଦେଶ ବିପକ୍ଷ ଟି-୨୦ ଜିତିଲା ଭାରତ

Sanchar Live by Sanchar Live
October 9, 2024
in କ୍ରୀଡ଼ା
0
ବାଂଲାଦେଶ ବିପକ୍ଷ ଟି-୨୦ ଜିତିଲା ଭାରତ
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ବାଂଲାଦେଶ ବିପକ୍ଷ ଟି-ଟ୍ବେଣ୍ଟି ସିରିଜକୁ ଆଗୁଆ ୨-୦ରେ କବଜା କରିଛି ଭାରତୀୟ ଟିମ। ଦିଲ୍ଲୀରେ ଖେଳା ଯାଉଥିବା ଦ୍ୱିତୀୟ ଟି-ଟ୍ବେଣ୍ଟିକୁ ଭାରତୀୟ ଟିମ ଅତି ସହଜରରେ ଜିତି ନେଇଛି। ଭାରତ ୨୨୨ ରନର ଟାର୍ଗେଟ ଦେଇଥିବା ବେଳେ ବାଂଲାଦେଶ ୯ ୱିକେଟରେ କେବଳ ୧୩୫ ରନ କରିବାକୁ ସକ୍ଷମ ହୋଇଥିଲା। ୮୬ ରନରେ ଦ୍ୱିତୀୟକୁ ଟି-ଟ୍ବେଣ୍ଟି ଜିତି ସୂର୍ଯ୍ୟ କୁମାର ଯାଦବଙ୍କ ଭାରତୀୟ ଟିମ ଗୋଟିଏ ମ୍ୟାଚ୍ ପୂର୍ବରୁ ସିରିଜ କବଜା କରିନେଇଛି। ଶେଷ ମ୍ୟାଚ୍ ଆସନ୍ତା ୧୨ ତାରିଖରେ ଖେଳାଯିବ। ବ୍ୟାଟିଂ ଓ ବୋଲିଂରେ କମାଲ କରିଥିବା ନୀତୀଶ କୁମାର ରେଡ୍ଡୀ ମ୍ୟାଚ୍ର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଛନ୍ତି। ସେ ମାତ୍ର ୩୪ ବଲରେ ୭୪ ରନ କରିଥିବା ବେଳେ ବୋଲିଂରେ ୪ ଓଭର ପକାଇ ୨୩ ରନ ଦେବା ସହ ୨ଟି ୱିକେଟ ନେଇଛନ୍ତି। ନୀତୀଶ କୁମାରଙ୍କ ବ୍ୟତୀତ ବ୍ୟାଟିଂରେ ରିଙ୍କୁ ସିଂହ ମଧ୍ୟ ୨୯ ବଲରେ ୫୩ ଓ ହାର୍ଦ୍ଦିକ ପାଣ୍ଡ୍ୟା ୧୯ ବଲରେ ୩୨ ରନ କରିଥିଲେ। ଫଳରେ ଭାରତ ୨୦ ଓଭରରେ ୯ ୱିକେଟ ହରାଇ ୨୨୧ ରନ କରିଥିଲା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ୨୨୨ ରନର ଟାର୍ଗେଟକୁ ପିଛା କରି ବାଂଲାଦେଶ ଆରମ୍ଭରୁ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ପରଭେଜ ହୁସେନ ଇମୋନ ୧୬, ଲିଟନ ଦାସ ୧୪, ଅଧିନାୟକ ନଜମୁଲ ହୁସେନ ସାଣ୍ଟୋ ୧୧ ଓ ତୋହିଦ ହ୍ରିଦୟ ମାତ୍ର ୨ ରନ କରିବାକୁ ସକ୍ଷମ ହୋଇଥିଲେ। ଅନ୍ୟପଟେ ଟି-ଟ୍ବେଣ୍ଟି ମହିଳା ବିଶ୍ବକପରେ ଶ୍ରୀଲଙ୍କାକୁ ୮୨ ରନରେ ହରାଇଛି ଭାରତ।

Tags: bangadeshcricketindia
ShareTweetShareSend
Sanchar Live

Sanchar Live

Next Post
ବଲାଙ୍ଗୀର ସଇଁତଳାରୁ ନକଲି ଡାକ୍ତର ଗିରଫ

ବଲାଙ୍ଗୀର ସଇଁତଳାରୁ ନକଲି ଡାକ୍ତର ଗିରଫ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.