Saturday, June 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ବାରାଣସୀର କାଶୀ ବିଶ୍ବନାଥଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ମୋଦି

Sanchar Live by Sanchar Live
April 29, 2026
in ଭାରତ
0
ବାରାଣସୀର କାଶୀ ବିଶ୍ବନାଥଙ୍କୁ ଦର୍ଶନ କରି ଆଶୀର୍ବାଦ ନେଲେ ମୋଦି
0
SHARES
24
VIEWS
FacebookTwitter

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗଙ୍ଗା ଏକ୍ସପ୍ରେସ ୱେର ଉଦ୍ଘାଟନ କରିବେ । ଏହାପୂର୍ବରୁ ମୋଦିଜୀ ବାରାଣସୀର କାଶୀ ବିଶ୍ବନାଥଙ୍କୁ ଦର୍ଶନ କରି ଆଶୀର୍ବାଦ ନେଇଛନ୍ତି । ଏହାପରେ ହରଦୋଇୀ ମଲ୍ଲାଓ୍ବାରେ ଦେଶର ସବୁଠାରୁ ଲମ୍ବା ଏକ୍ସପ୍ରେସ ଓେ୍ବ ଗଙ୍ଗା ଏକ୍ସପ୍ରେସକୁ ଉଦଘାଟନ କରିବେ । ଉଦ୍ଘାଟନ ପରେ ସାଧାରଣ ଲୋକଙ୍କ ପାଇଁ ଏହି ରାସ୍ତାକୁ ଖୋଲିଦିଆଯିବ ।

ପ୍ରଧାନମନ୍ତ୍ରୀ ମୋଦି ବାରାଣସୀରେ କାଶୀ ବିଶ୍ବନାଥ ମନ୍ଦିରରେ ପହଞ୍ଚି ବୈଦିକ ମନ୍ତ୍ର ଉଚ୍ଚାରଣ କରି ପୂଜା କରିଥିଲେ । ପୂଜା କରିବା ସହିତ ଦେଶର ସୁଖ ଓ ସମୃଦ୍ଧି କାମନା କରିଥିଲେ । ମନ୍ଦିରରେ ମୋଦିଙ୍କ ପୂଜା ପାଇଁ ସମସ୍ତ ପ୍ରକାରର ବ୍ୟବସ୍ଥା କରାଯାଇଥିଲା । ପୂଜାରୀମାନେ ଡମରୁ ବାଦନ କରି ସ୍ବାଗତ କରିଥିଲେ । ପ୍ରଧାନମନ୍ତ୍ରୀ ମୋଦିଙ୍କୁ ସ୍ବାଗତ କରିବା ପାଇଁ ପୂଜାରୀଙ୍କୁ କୃତଜ୍ଞତା ଜଣାଇଥିଲେ ।

କାଶୀ ବିଶ୍ବନାଥଙ୍କୁ ଦର୍ଶନ କରି ମନ୍ଦିର ପରିସରରେ ଥିବା ବିକ୍ରମାଦିତ୍ୟ ବୈଦିକ ଘଣ୍ଟାକୁ ଦେଖିଥିଲେ । ମନ୍ଦିରରୁ ବାହାରିବା ପରେ ପିଲାମାନଙ୍କ ସହିତ ଦେଖାହୋଇଥିଲେ ମୋଦି ।

ଆଜି ଗଙ୍ଗା ଏକ୍ସପ୍ରେସ ୱେକୁ ଉଦ୍ଘାଟନ କରାଯିବ । ଏହି ଏକ୍ସପ୍ରେସ ୱେ ଖୋଲିବା ଦ୍ବାରା ମେରଠରୁ ପ୍ରୟାଗରାଜ ପର୍ଯ୍ୟନ୍ତ ଯାତ୍ରା ସମୟ କମ୍ ହେବ । ଗଙ୍ଗା ଏକ୍ସପ୍ରେସ ୱେ ମେରଠ, ହାପୁଡ, ବୁଲନ୍ଦସହର, ଅମରୋହା, ସମ୍ଭଲ, ବଦାୟୁ, ଶାହଜାହାଁପୁର, ହରଦୋଇ, ଉନ୍ନାଓ, ରାୟବରେଲୀ, ପ୍ରତାପଗଡ ଏବଂ ପ୍ରୟାଗରାଜ ଭଳି ୧୨ଟା ଜିଲ୍ଲା ସହିତ ଯୋଡିବ ।

Tags: kashibiswanathnarendramodi
ShareTweetShareSend
Sanchar Live

Sanchar Live

Next Post
ସତ ହେଵ କି EXIT POLL ଆକଳନ, ହାରିଯିବ କି TMC?

ସତ ହେଵ କି EXIT POLL ଆକଳନ, ହାରିଯିବ କି TMC?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଜାମିନ୍ ଆବେଦନ ଖାରଜ ପରେ ଜେଲ ଗଲେ ଚାମେଲୀ ଓଝା
  • ଅନଲାଇନ ସପିଂ କରୁଛନ୍ତି କି ? ତେବେ ହୋଇଯାଆନ୍ତୁ ସାବଧାନ
  • ସ୍ୱାମୀଙ୍କୁ ମନେ ପକାଇଲେ କରିସ୍ମା
  • କେନ୍ଦ୍ର ସରକାରଙ୍କ ଉଚ୍ଚସ୍ତରୀୟ ନିଯୁକ୍ତି କମିଟି, ଓଡିଶାରୁ ୨ ଅଧିକାରୀ
  • ହାଇୱାକୁ ପିଟିଲା BMW କାର୍, ୨ ମୃତ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.