Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ଭୁବନେଶ୍ବରରେ ମଦ୍ୟପ ମହିଳାଙ୍କ ଉନ୍ମତ୍ତକାଣ୍ଡ

Sanchar Live by Sanchar Live
October 10, 2024
in ଅପରାଧ
0
ଭୁବନେଶ୍ବରରେ ମଦ୍ୟପ ମହିଳାଙ୍କ ଉନ୍ମତ୍ତକାଣ୍ଡ
0
SHARES
64
VIEWS
FacebookTwitter

ସଂଚାର ବ୍ୟୁରୋ: ଭୁବନେଶ୍ବରରେ ମଦ୍ୟପ ମହିଳାଙ୍କ ଉନ୍ମତ୍ତକାଣ୍ଡ । ଜଣେ ମହିଳା ମାତାଲ ଅବସ୍ଥାରେ ଥାନାରେ କାର୍ଯ୍ୟରତ ପୋଲିସଙ୍କୁ ଦୁର୍ବ୍ୟବହାର କରିବା ଭିଡିଓ ଭାଇରାଲ ହୋଇଛି । ଭରତପୁର ଘଟଣା ପରେ ଏମିତି ଏକ ଭିଡିଓ ସାମ୍ନାକୁ ଆସିଛି। ଯେଉଁଥିରେ ମହିଳା ଜଣକ ଖଣ୍ଡଗିରି ଥାନାକୁ ଆସି ଆଇନର ପାଠ ପଢାଉଥିବା ଦେଖିବାକୁ ମିଳିଛି I ପୁରୁଷ ଟିଏ ହୋଇଥିଲେ ତାଙ୍କୁ ଗିରଫ କରାଯାଇଥାନ୍ତା। କିନ୍ତୁ ମହିଳା ଯଦି ଥାନାକୁ ମାତାଲ ହୋଇ ଆସନ୍ତି, ତାହେଲେ ପୋଲିସର ନିୟମ କଣ କହୁଛି, ତାକୁ ନେଇ ପ୍ରଶ୍ନ ଉଠୁଛି । ଏଭଳି ଭିଡିଓ ଭାଇରାଲ ପରେ ଉକ୍ତ ମହିଳାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ପୋଲିସ ପ୍ରସ୍ତୁତି କରିଛି। ଏପରିକି ପୋଲିସ କମିଶନରଙ୍କ ନିର୍ଦ୍ଦେଶ ପରେ ମହିଳାଙ୍କ ବିରୋଧରେ ମାମଲା ରୁଜୁ ପାଇଁ ପ୍ରୟାସ ଚାଲିଥିବା ଜଣାପଡିଛି । ଘଟଣାର ସତ୍ୟାସତ୍ୟ ଜାଣିବା ପାଇଁ ଥାନାରେ ପହଞ୍ଚିଛନ୍ତି ପୋଲିସ କମିଶନର । ଖଣ୍ଡଗିରି ଥାନାରେ ପହଞ୍ଚି ସିସିଟିଭି ଓ ଅନ୍ୟ ଭିଜୁଆଲ ଯାଞ୍ଚ ସହ ଡ୍ୟୁଟିରେ ଥିବା ପୋଲିସ ଅଫିସରଙ୍କୁ ପଚାରାଉଚରା କରିଛନ୍ତି କମିଶନର।

Tags: bhubanswarviral video
ShareTweetShareSend
Sanchar Live

Sanchar Live

Next Post
ଆଜି ମହାମାୟାଙ୍କ ମହସପ୍ତମୀ

ଆଜି ମହାମାୟାଙ୍କ ମହସପ୍ତମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.