Tuesday, September 30, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ମଣ୍ଡପ ବୁଲିବେ ନବୀନ- ମୋହନ

Sanchar Live by Sanchar Live
October 11, 2024
in ଓଡିଶା
0
ମଣ୍ଡପ ବୁଲିବେ ନବୀନ- ମୋହନ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: ଆଜିଠୁ ୩ଦିନ ବିଭିନ୍ନ ପୂଜା ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ । ପୁରୁଣା ପୂଜା ଅନୁଷ୍ଠାନକୁ ଯାଇ ମାଙ୍କ ଦର୍ଶନ କରିବେ ଓ ଲୋକଙ୍କୁ ଭେଟିବେ । ତାସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ମଧ୍ୟ ପୂଜା ମଣ୍ଡପ ବୁଲିବେ । ଭୁବନେଶ୍ୱର, କଟକ ସହ ନିଜ ଜିଲ୍ଲା କେନ୍ଦୁଝରରେ ବିଭିନ୍ନ ମଣ୍ଡପ ବୁଲି ମା ଦୁର୍ଗାଙ୍କୁ ଦର୍ଶନ ସହ ଆର୍ଶୀବାଦ ନେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେବଳ ମୁଖ୍ୟମନ୍ତ୍ରୀ ନୁହେଁ, ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ମଧ୍ୟ ଦୁର୍ଗାପୂଜା ପୂଜା ମଣ୍ଡପ ବୁଲିବେ । ଏହାକୁ ନେଇ ବିଜେପି ଓ ବିଜେପି ଶିବିରରେ ପ୍ରବଳ ଉତ୍ସାହ ଦେଖିବାକୁ ମିଳିଛି ।

ସୂଚନା ଅନୁଯାୟୀ ଆଜି ଦିନ ୧୧ ଟାରୁ ୨ଟା ୩୦ ଯାଏଁ ଭୁବନେଶ୍ୱରର ବିଭିନ୍ନ ମଣ୍ଡପ ବୁଲିବେ ମୁଖ୍ୟମନ୍ତ୍ରୀ । ବରମୁଣ୍ଡା, ନୟାପଲ୍ଲୀ, ଶହୀଦନଗର ଓ ଲକ୍ଷ୍ମୀସାଗରର ବିଭିନ୍ନ ପୂଜାମଣ୍ଡପ ବୁଲି ମାଆଙ୍କ ଆଶିଷ ଗ୍ରହଣ କରିବେ। ୧୨ ତାରିଖରେ ମୁଖ୍ୟମନ୍ତ୍ରୀ କଟକର ବିଭିନ୍ନ ପୂଜାମଣ୍ଡପ ବୁଲିବାର କାର୍ଯ୍ୟକ୍ରମ ରହିଛି ।

ସେହିପରି ପୂର୍ବତନ ମୁଖ୍ୟମନ୍ତ୍ରୀ ବା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ୧୧ ତାରିଖ ମହାଷ୍ଟମୀରେ ସକାଳ ସାଢ଼େ ୧୦ଟାରୁ ନବୀନ ନିବାସରୁ ବାହାରିବେ ।  ପ୍ରଥମେ ରସୁଲଗଡ଼ ପୂଜା ମଣ୍ଡପ ତା’ପରେ ସହିଦନଗର, ବଡ଼ଗଡ଼ ପୂଜା ମଣ୍ଡପ ଯାଇ ମା’ଙ୍କ ଆଶୀର୍ବାଦ ଭିକ୍ଷା କରିବେ ।  ପରବର୍ତ୍ତୀ ଦିନମାନଙ୍କରେ ସେ ଉତ୍ତର ଭୁବନେଶ୍ୱରର ବିଭିନ୍ନ ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି ବୋଲି ଦଳୀୟ ସୂତ୍ରରୁ ଜଣାପଡ଼ିଛି  । ବିଭିନ୍ନ ମନ୍ତ୍ରୀମାନେ ମଧ୍ୟ ଏଥର ପୂଜା ମଣ୍ଡପ ବୁଲିବା କାର୍ଯ୍ୟକ୍ରମ ରହିଛି ।  ମୁଖ୍ୟମନ୍ତ୍ରୀ ଓ ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଦଶହରା ପୂଜା ମଣ୍ଡପ ବୁଲିବାକୁ ନେଇ ରାଜନୀତି ବଢ଼ିଛି ।  ସୂଚନାଯୋଗ୍ୟ ଯେ ନବୀନ ପ୍ରତିବର୍ଷ ରାଜଧାନୀର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ବୁଲି ରାଜ୍ୟବାସୀଙ୍କ ସୁଖ, ସମୃଦ୍ଧି କାମନା କରିଥାନ୍ତି ।

Tags: durga pujamohan majhiNaveen patnaik
ShareTweetShareSend
Sanchar Live

Sanchar Live

Next Post
ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ

ମଣ୍ଡପରେ ମହାମାୟାଙ୍କ ମହାଷ୍ଟମୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ନାଲକୋ ଅଫିସରେ ସିବିଆଇ ରେଡ
  • ଜେରା ସମୟରେ ସତ ମାନୁନାହାନ୍ତି ବାବା ସ୍ବାମୀ ଚୈତନ୍ୟାନନ୍ଦ ସରସ୍ବତୀ
  • ପୋଲିସ ଏସଆଇ ଚାକିରିରେ ଜାଲିଆତି ଅଭିଯୋଗ
  • ଆଜି ଆସିପାରେ ବିହାରର ଚୂଡ଼ାନ୍ତ ଭୋଟର ତାଲିକା
  • ଆଜିଠୁ ଆରମ୍ଭ ହେଉଛି ମହିଳା ଦିନିକିଆ ବିଶ୍ବକପ୍

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.