Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ମୋ ଅସୁସ୍ଥତାକୁ ନେଇ ଗୁଜବ କରାଯାଉଛି: ରତନ ଟାଟା

Sanchar Live by Sanchar Live
October 9, 2024
in ଭାରତ
0
ମୋ ଅସୁସ୍ଥତାକୁ ନେଇ ଗୁଜବ କରାଯାଉଛି: ରତନ ଟାଟା
0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ସୁସ୍ଥ ଅଛନ୍ତି ରତନ ଟାଟା । ଏନେଇ ଟୁଇଟ କରି ସୂଚନା ଦେଇଛନ୍ତି ନିଜେ ରତନ ଟାଟା । ସେ କହିଛନ୍ତି ମୋ ଅସୁସ୍ଥତାକୁ ନେଇ ଗୁଜବ କରାଯାଉଛି । ଗଣମାଧ୍ୟମରେ ପ୍ରସାରିତ ସମସ୍ତ ଖବର ଗୁଜବ । ସେ କହିଛନ୍ତି, ବୟସ ଓ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ଡାକ୍ତରୀ ଯାଞ୍ଚ କରାଯାଉଛି । ଏଣୁ ରୁଟିନ ଚେକ-ଅପ ପାଇଁ ଡାକ୍ତରଖାନା ଆସିଥିଲି । ମୋ ସ୍ବାସ୍ଥ୍ଯବସ୍ଥା ସମ୍ପୂର୍ଣ୍ଣ ଠିକ୍ ରହିଥିବାବେଳେ କିଛି ଚିନ୍ତା କରିବାର ନାହିଁ । ଜନସାଧାରଣ ଏବଂ ଗଣମାଧ୍ୟମକୁ ଭୁଲ ତଥ୍ୟ ପ୍ରସାରିତ ନକରିବାକୁ ଅନୁରୋଧ କରିଛନ୍ତି ରତନ ଟାଟା । ଉଦ୍ୟୋଗପତି ତଥା ଟାଟା ସନ୍ସର ପୂର୍ବତନ ଚେୟାରମ୍ୟାନ୍ ରତନ ଟାଟାଙ୍କ ସ୍ୱାସ୍ଥ୍ୟବସ୍ଥା ବିଗିଡ଼ିଥିବା ନେଇ ଖବର ପ୍ରକାଶ ପାଇଥିଲା । ବ୍ଲଡ ପ୍ରେସର ଲୋ’ ଯୋଗୁ ସେ ଅସୁସ୍ଥ ହୋଇପଡିବା ଗୁଜବ ସୃଷ୍ଟି ହୋଇଥିଲା । ମାତ୍ର ଏହାକୁ ଖଣ୍ଡନ କରିଛନ୍ତି ରତନ ଟାଟା ।

Tags: helth updateRatan tata
ShareTweetShareSend
Sanchar Live

Sanchar Live

Next Post
ଓଏଏସ୍‌ ସ୍ତରରେ ବଡ଼ ଧରଣର ଅଦଳ ବଦଳ

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର : ବଢ଼ିଲା ମହାଙ୍ଗା ଭତ୍ତା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.