Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ରାଜ୍ୟସଭା ପ୍ରାର୍ଥୀଭାବେ ନାମାଙ୍କନ ଭରିଲେ ଜଗନ୍ନା ପ୍ରଧାନ

Sanchar Live by Sanchar Live
August 21, 2024
in ରାଜନୀତି
0
ରାଜ୍ୟସଭା ପ୍ରାର୍ଥୀଭାବେ ନାମାଙ୍କନ ଭରିଲେ ଜଗନ୍ନା ପ୍ରଧାନ
0
SHARES
14
VIEWS
FacebookTwitter

ସଂଚାର ବ୍ୟୁରୋ: ବିଜେପିରେ ଚାଲିଛି କଣ ?  ମମତା ମହନ୍ତଙ୍କ ପରେ ରାଜ୍ୟସଭା ଆସନ ପାଇଁ ଦ୍ୱିତୀୟ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି ଜଗନ୍ନାଥ ପ୍ରଧାନ । ଜଗନ୍ନାଥ ପ୍ରଧାନ ସ୍ୱାଧୀନ ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଛନ୍ତି । କିଛି ବିଜେପି ନେତାଙ୍କ ସହ ଆସି ସେ ସ୍ୱାଧୀନ ଭାବେ ରାଜ୍ୟସଭା ଆଶନ ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି । ତେବେ ସେ ସ୍ୱାଧୀନ ପ୍ରାର୍ଥୀ ଭାବେ କାହିଁକି ନାମାଙ୍କନ ଦାଖଲ କରିଛନ୍ତି ତାହା ହେଉଛି ସବୁଠୁ ବଡ ପ୍ରଶ୍ନ ।

ତେବେ, ଏହା ପୂର୍ବରୁ ଭୁବନେଶ୍ୱର ମଧ୍ୟ ଆସନରୁ ବିଧାନସଭା ନିର୍ବାଚନ ଲଢିଥିଲେ ଜଗନ୍ନାଥ ପ୍ରଧାନ । ହେଲେ ବିଜେଡି ପ୍ରାର୍ଥୀ ଅନନ୍ତ ନାରାୟଣ ଜେନାଙ୍କଠାରୁ ଖୁବ୍ କମ୍ ଭୋଟରେ ସେ ନିର୍ବାଚନ ହାରି ଯାଇଥିଲେ । ୨୦୨୪ ସାଧାରଣ ନିର୍ବାଚନରେ ସେ ମାତ୍ର ୩୭ ଖଣ୍ଡ ଭୋଟରେ ହାରିଯାଇଥିଲେ । ହେଲେ ଏହାପରେ ଏବେ ସେ ରାଜ୍ୟସଭା ସିଟ୍ ପାଇଁ ସ୍ୱାଧୀନ ଭାବେ ନାମାଙ୍କନ ଦାଖଲ କରିଛନ୍ତି ।

Tags: jaganath pradhanrajyasabha
ShareTweetShareSend
Sanchar Live

Sanchar Live

Next Post
ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ ଆଭିମୁଖ୍ୟ : ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ

ବେଆଇନ ମଦ କାରବାର ନେଇ କଡ଼ା ଆଭିମୁଖ୍ୟ ଗ୍ରହଣ ଆଭିମୁଖ୍ୟ : ବ୍ରହ୍ମପୁରର ଅବକାରୀ ସୁପରିଟେଣ୍ଡେଣ୍ଟଙ୍କୁ ନିଲମ୍ବିତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.