Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଲଘୁଚାପ ପ୍ରଭାବରେ ଆଉ ଦୁଇ ଦିନ ବର୍ଷିବ

Sanchar Live by Sanchar Live
September 25, 2024
in ଓଡିଶା
0
ଲଘୁଚାପ ପ୍ରଭାବରେ ଆଉ ଦୁଇ ଦିନ ବର୍ଷିବ
0
SHARES
28
VIEWS
FacebookTwitter

ସଂଚାର ବ୍ୟୁରୋ: ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ଅଞ୍ଚଳରେ ଜାରି ରହିଛି ବର୍ଷା । ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ- ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ବର୍ଷା ଲାଗି ରହିଛି । ଆଉ ଦୁଇ ଦିନ ବର୍ଷିବ । ଆଜି ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ସେହିପରି ପରବର୍ତ୍ତୀ ୨୪ ଘଣ୍ଟାରେ ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼ରେ ପ୍ରବଳ ବର୍ଷା ହେବାକୁ ଥିବାରୁ ସତର୍କତା ଅବଲମ୍ବନ କରିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି ।

୨୬ ତାରିଖରେ ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୨୬ ପରେ କମିବ ବର୍ଷାର ପରିମାଣ । ଚଳିତ ମୌସୁମୀ ଋତୁରେ ରାଜ୍ୟରେ ଏଯାଏ ୧୦୩୪. ୪ ମିମି ବର୍ଷା ରେକର୍ଡ ହୋଇଛି । ସ୍ବାଭାବିକ ବୃଷ୍ଟିପାତ ପରିମାଣ ୧୧୨୦.୩ ମିମି ତୁଳନାରେ ଏହା ୮ପ୍ରତିଶତ ନିଅଣ୍ଟିଆ । ଗୋଟିଏ ଜିଲ୍ଲା ମାଲକାନଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଥିବା ବେଳେ ୨୦ ଜିଲ୍ଲାରେ ସ୍ବାଭାବିକ ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି। ଅନ୍ୟପଟେ ଦେଶରୁ ମୌସୁମୀ ବାୟୁର ଲେଉଟାଣି ପ୍ରକ୍ରିୟା ଆରମ୍ଭ ହୋଇଛି ।

Tags: rainweather report
ShareTweetShareSend
Sanchar Live

Sanchar Live

Next Post
ଭରତପୁର ଥାନା ଘଟଣା : ଆଜି ଗ୍ରାଉଣ୍ଡ ଜିରୋକୁ ଯିବ କ୍ରାଇମବ୍ରାଞ୍ଚ

ଭରତପୁର ଥାନା ଘଟଣା : ଆଜି ଗ୍ରାଉଣ୍ଡ ଜିରୋକୁ ଯିବ କ୍ରାଇମବ୍ରାଞ୍ଚ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା
  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.