Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ସୁରୁଖୁରୁରେ ଚାଲିଲା ବିଧାନସଭା, ବିଭିନ୍ନ ବିଭାଗର ପ୍ରଶ୍ନର ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ

Sanchar Live by Sanchar Live
August 29, 2024
in ଓଡିଶା, ରାଜନୀତି
0
ସୁରୁଖୁରୁରେ ଚାଲିଲା ବିଧାନସଭା, ବିଭିନ୍ନ ବିଭାଗର ପ୍ରଶ୍ନର ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ
0
SHARES
11
VIEWS
FacebookTwitter

ସଂଚାର ବ୍ୟୁରୋ: ଗୁରୁବାର ସୁରୁଖୁରୁରେ ଚାଲିଲା ବିଧାନସଭାର ପ୍ରଶ୍ନକାଳ। ବିଭିନ୍ନ ବିଭାଗର ପ୍ରଶ୍ନର ଉତ୍ତର ରଖିଛନ୍ତି ବିଭାଗୀୟ ମନ୍ତ୍ରୀ। ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ଆଜି ଗୃହରେ ଉତ୍ତର ରଖିଛନ୍ତି, ରାଜ୍ୟରେ 317 ଟି ତହସିଲ ଅଫିସ ଅଛି। ସମୁଦାୟ 5 ତହସିଲଦାର ଓ 217 ଅତିରିକ୍ତ ତହସିଲଦାର ପଦ ଖାଲି ପଡିଛି। ରାଜ୍ୟରେ 446 ମଞ୍ଜୁରୀପ୍ରାପ୍ତ ଅତିରିକ୍ତ ତହସିଲଦାର ପଦବୀ ଅଛି. ସେହିପରି 789 RI, 1385 ARI ଓ 1169 ଅମିନ ପଦ ଖାଲି ପଡିଛି। ଏହି ସବୁ ପଦବୀ ପୂରଣ କରିବାକୁ OSSSC କୁ ଅଧିଯାଚନା ଦିଆଯାଇଛି। ସବୁ ପଦବୀ ଚୟନ ଓ ପଦୋନ୍ନତି ଜରିଆରେ ପୂରଣ କରାଯିବ । ଗୃହରେ ଆଜି ଜଳ ସଂପଦ, ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଇସ୍ପାତ ଓ ଖଣି, ଯୋଜନା ଓ  ସଂଯୋଜନା, ବାଣିଜ୍ୟ, ସୂଚନା ଲୋକସମ୍ପର୍କ ଓ ପରିବହନ ବିଭାଗର ପ୍ରଶ୍ନ ରହିଥିଲା। ପରେ ଶୂନ୍ୟକାଳରେ ଜାତିଭିତ୍ତିକ ଗଣନା ଓ ସଂରକ୍ଷଣ ପରି ବହୁ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ଉଠାଇପାରନ୍ତି ବିରୋଧୀ। ଅପରାହ୍ନରେ ବିଦ୍ୟାଳୟ ଓ ଗଣଶିକ୍ଷା, ଉଚ୍ଚଶିକ୍ଷା ବିଭାଗର ଖର୍ଚ୍ଚ ଦାବି ଉପରେ ଆଲୋଚନା ରହିଛି।

 

Tags: assemblyodisha
ShareTweetShareSend
Sanchar Live

Sanchar Live

Next Post
ମୁଖ୍ଯମନ୍ତ୍ରୀଙ୍କୁ ଚିଠି ଲେଖିଲେ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ

ନୂଆଖାଇ ପାଇଁ ଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.