Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଅପରାଧ

ସ୍ବାମୀଙ୍କ ସହ ପରକୀୟା ସନ୍ଦେହରେ ପର ସ୍ତ୍ରୀ ଘର ଆଗରେ ହଙ୍ଗାମା କଲେ ମହିଳା

Sanchar Live by Sanchar Live
August 25, 2024
in ଅପରାଧ
0
ସ୍ବାମୀଙ୍କ ସହ ପରକୀୟା ସନ୍ଦେହରେ ପର ସ୍ତ୍ରୀ ଘର ଆଗରେ ହଙ୍ଗାମା କଲେ ମହିଳା
0
SHARES
0
VIEWS
FacebookTwitter

ସଂଚାର ବ୍ୟୁରୋ: ସ୍ବାମୀଙ୍କ ସହ ପରକୀୟା ସନ୍ଦେହରେ ପର ସ୍ତ୍ରୀ ଘର ଆଗରେ ହଙ୍ଗାମା କଲେ ମହିଳା । ଭୁବନେଶ୍ବର ନୀଳାଦ୍ରି ବିହାର ଅଞ୍ଚଳରେ ଏଭଳି ଘଟଣା ଦେଖିବାକୁ ମିଳିଛି । ସ୍ତ୍ରୀଙ୍କ ଅଭିଯୋଗ ଅନୁସାରେ, ତାଙ୍କ ସ୍ବାମୀ ଅନ୍ଯଜଣେ ମହିଳାଙ୍କ ସହ ସମ୍ପର୍କ ରଖିଛନ୍ତି । ନିଜ ଘରକୁ ଅଣଦେଖା କରି ପରକୀୟାରେ ଟଙ୍କା ଉଡ଼ାଉଛନ୍ତି । ଅନ୍ଯ ଜଣେ ମହିଳାଙ୍କୁ ପାର୍କ ଓ ଫିଲ୍ମ ନେଇ ଯାଉଛନ୍ତି । ପୂର୍ବରୁ ମହିଳା ଜଣଙ୍କ ଥାନା, ରାଜ୍ଯ ମାନବାଧିକାର କମିଶନଙ୍କ ଦ୍ବାରସ୍ଥ ହୋଇଥିଲେ ବି କୌଣସି ସୁଫଳ ମିଳିନି । ଏଣୁ ବାଧ୍ଯ ହୋଇ ସେ ସଂପୃକ୍ତ ମହିଳାଙ୍କ ଘର ଆଗରେ ହଙ୍ଗାମା କରିଛନ୍ତି । ଚନ୍ଦ୍ରଶେଖରପୁର ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ବୁଝାସୁଝା କରିଛି ।

Tags: crimeodishawoman protest
ShareTweetShareSend
Sanchar Live

Sanchar Live

Next Post
ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

ଆଜି ପ୍ରବଳରୁ ଅତିପ୍ରବଳ ବର୍ଷା ନେଇ ୪ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.