Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୧୦ ତାରିଖରେ ଓଡ଼ିଶା ଆସିବେ ଶାହା

Sanchar Live by Sanchar Live
May 6, 2025
in ଓଡିଶା
0
୧୦ ତାରିଖରେ ଓଡ଼ିଶା ଆସିବେ ଶାହା

Oplus_131072

0
SHARES
9
VIEWS
FacebookTwitter

ସଂଚାର ବ୍ୟୁରୋ: ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟସୂଚୀରେ ପରିବର୍ତ୍ତନ ହୋଇଛି । ସେ ଆସନ୍ତା ୧୧ ତାରିଖରେ ସମ୍ବଲପୁର ଗସ୍ତରେ ଆସି ଭିମ୍ସାର୍ ସୁପର୍ ସ୍ପେସାଲିଟି ହସ୍ପିଟାଲ ଉଦ୍ଘାଟନ କରିବାର ଥିଲା। ମାତ୍ର ନୂଆ ସୂଚୀ ଅନୁସାରେ ସେ ଦିନକ ପୂର୍ବରୁ ୧୦ରେ ସମ୍ବଲପୁରରେ ପହଞ୍ଚି ପ୍ରଥମେ ମା’ ସମଲେଶ୍ୱରୀଙ୍କୁ ଦର୍ଶନ କରିବେ । ପରେ ଭିମସାର୍ ସୁପର ସ୍ପେସାଲିଟି ହସ୍ପିଟାଲ୍ର ଉଦଘାଟନ କରିବେ । ସମ୍ବଲପୁରରେ ଏକ ସାଧାରଣ ସଭାରେ ଉଦ୍ବୋଧନ ଦେବେ । ସମ୍ୱଲପୁର ଗସ୍ତ ସାରି ଭୁବନେଶ୍ୱର ଆସିବେ ଶାହା । ଜଟଣୀରେ ଫୋରେନ୍ସିକ୍ ବିଶ୍ୱବିଦ୍ୟାଳୟର ଶିଳାନ୍ୟାସ କରିବେ । ସେହିଦିନ ସଂଧ୍ୟାରେ ପୁରୀ ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବା ପରେ ପୁରୀରେ ରାତ୍ରିଯାପନ କରିବେ । ୧୧ ତାରିଖରେ ଶାହ ପୁଣି ଭୁବନେଶ୍ୱର ଫେରି ଜନତା ମଇଦାନରେ ଆୟୋଜିତ ସାଧାରଣ ସଭାରେ ଯୋଗ ଦେବେ।

ଏହି ଅବସରରେ ୫ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିବା କାର୍ଯ୍ୟକ୍ରମ ରହିଛି । ଏଥିସହ ମନ୍ତ୍ରୀ, ବିଧାୟକ ଓ ସାଂସଦଙ୍କ ସହ ଡବଲ ଇଞ୍ଜିନ ସରକାରରେ ହେଉଥିବା ବିକାଶ କାର୍ଯ୍ୟ ନେଇ ସମୀକ୍ଷା କରିବେ । ବିଜେପି ଶିବିର ଶାହଙ୍କ ଗସ୍ତକୁ ନେଇ ବେଶ ଉତ୍ସାହିତ ରହିଛି ବୋଲି ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ କହିଛନ୍ତି । ଶ୍ରୀ ଶାହଙ୍କ ଓଡ଼ିଶା ଗସ୍ତ ପୂର୍ବରୁ ସୋମବାର ରାଜ୍ୟ ବିଜେପି ପକ୍ଷରୁ ପ୍ରସ୍ତୁତି ବୈଠକ କରାଯାଇଛି । ବିଜେପି ରାଜ୍ୟ ସଭାପତି ମନମାହନ ସାମଲଙ୍କ ଅଧ୍ୟକ୍ଷତାରେ ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ବୈଠକରେ ଶାହଙ୍କ ଦୁଇଦିନିଆ ଓଡ଼ିଶା ଗସ୍ତ ନେଇ ଆଲୋଚନା ହୋଇଥିଲା ।

ବିଜେପି ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ଏହି ବୈଠକରେ ବିଜେପି ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି, ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ, ଶିଳ୍ପ ମନ୍ତ୍ରୀ ସମ୍ପଦ ସ୍ୱାଇଁ, ୪ ସାଂସଦ, ବିଧାୟକ ଉପସ୍ଥିତ ଥିଲେ । ସେହିପରି ଅନେକ ଦଳୀୟ ପଦାଧିକାରୀ ମଧ୍ୟ ଯୋଗ ଦେଇଥିଲେ । ତେବେ ୧୦ ତାରିଖରେ ସ୍ୱରାଷ୍ଟ୍ର ମନ୍ତ୍ରୀ ଶ୍ରୀ ଶାହ ଛତିଶଗଡ଼ କାର୍ଯ୍ୟକ୍ରମ ସାରି ସ୍ୱତନ୍ତ୍ର ବିମାନରେ ଝାରସୁଗୁଡ଼ାରେ ପହଞ୍ଚିବେ । ସେଠାରୁ ସ୍ୱତନ୍ତ୍ର ହେଲିକପ୍ଟରରେ ସମ୍ବଲପୁର ଆସିବାର କାର୍ଯ୍ୟକ୍ରମ ରହିଛି ।

Tags: Amit shahodishasambalpur
ShareTweetShareSend
Sanchar Live

Sanchar Live

Next Post
ପୁରୀରେ ହେବ ବିମାନ ବନ୍ଦର, ବିକାଶ ସହ ଯୋଗାଯୋଗ ଏବଂ ଅର୍ଥନୀତି ଅଧିକ ସୁଦୃଢ଼ ହେବ: ଧର୍ମେନ୍ଦ୍ର

ପୁରୀରେ ହେବ ବିମାନ ବନ୍ଦର, ବିକାଶ ସହ ଯୋଗାଯୋଗ ଏବଂ ଅର୍ଥନୀତି ଅଧିକ ସୁଦୃଢ଼ ହେବ: ଧର୍ମେନ୍ଦ୍ର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.