Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବସ୍ କୁ ଧକ୍କା ଦେଲା ଟ୍ରକ୍, ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ

Sanchar Live by Sanchar Live
April 2, 2025
in ଓଡିଶା
0
ବସ୍ କୁ ଧକ୍କା ଦେଲା ଟ୍ରକ୍, ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ
0
SHARES
3
VIEWS
FacebookTwitter

ବସ୍ କୁ ଧକ୍କା ଦେଲା ଟ୍ରକ୍ ।  ୧୦ରୁ ଉର୍ଦ୍ଧ୍ବ ଯାତ୍ରୀ ଆହତ।  ବାଲେଶ୍ବର ଜିଲ୍ଲା ନୀଳଗିରି ବରହମପୁର ଥାନା ଭାଲୁକାଶୁଣି ଦେବଯାନୀ ଛକରେ ଦୁର୍ଘଟଣା ଘଟିଛି।  ବସଟି ନୀଳଗିରିରୁ ଉଦଳା ଯାଉଥିଲା । ଭାଲୁକାଶୁଣି ଛକରେ ପଛପଟୁ ଟ୍ରକ ଧକ୍କା ଦେବାରୁ ବସଟି ଓଲଟି ପଡିଥିଲା । ସୂଚନା ଅନୁସାରେ ଏକ ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ରାସ୍ତାକଡ଼କୁ ବସଟି ଓଲଟି ପଡିଥିଲା ।

ସମସ୍ତ ଆହତଙ୍କୁ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ବସରେ ମୋଟ ୩୦ଜଣ ଯାତ୍ରୀ ଥିଲେ । ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଆଗାମୀ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ।

Tags: accidentnilagiri
ShareTweetShareSend
Sanchar Live

Sanchar Live

Next Post
ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍ : ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା

ବାରବାଟୀରେ ଖେଳାଯିବ ଟି-୨୦ ମ୍ୟାଚ୍ : ମୁହାଁମୁହିଁ ହେବେ ଭାରତ ଓ ଦକ୍ଷିଣ ଆଫ୍ରିକା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.