Monday, August 4, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ଉପରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଦିଲ୍ଲୀ ବିଧାନସଭାରେ ହଙ୍ଗାମା: ବିରୋଧୀ ଦଳ ନେତା ଅତିଶିଙ୍କ ସହ ଆପ୍ ର ୧୨ ବିଧାୟକଙ୍କୁ ସସ୍‌ପେଣ୍ଡ କଲେ ବାଚସ୍ପତି

Sanchar Live by Sanchar Live
February 25, 2025
in ଭାରତ
0
ଉପରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଦିଲ୍ଲୀ ବିଧାନସଭାରେ ହଙ୍ଗାମା: ବିରୋଧୀ ଦଳ ନେତା ଅତିଶିଙ୍କ ସହ ଆପ୍ ର ୧୨ ବିଧାୟକଙ୍କୁ ସସ୍‌ପେଣ୍ଡ କଲେ ବାଚସ୍ପତି
0
SHARES
6
VIEWS
FacebookTwitter

ନୂଆଦିଲ୍ଲୀ: ବିଧାନସଭାରୁ ନିଲମ୍ବନ ହେଲେ ଆପର ୧୨ ଜଣ ବିଧାୟକ । ବିରୋଧୀ ଦଳ ନେତା ଅତିଶିଙ୍କ ସମେତ ୧୨ ଜଣ ବିଧାୟକଙ୍କୁ ଦିନକ ପାଇଁ ନିଲମ୍ବନ କରିଛନ୍ତି ବାଚସ୍ପତି । ମଙ୍ଗଳବାର ବିଧାନସଭା ଆରମ୍ଭରୁ ଗୃହରେ ଦେଖିବାକୁ ମିଳିଥିଲା ପ୍ରବଳ ହଟ୍ଟୋଗୋଳ । ଉପରାଜ୍ୟପାଳ ଅଭିଭାଷଣ ଦେବା ପରେ ବିରୋଧୀ ଆପ ଦଳ ବିଧାୟକ ମାନେ ହଙ୍ଗାମା କରିଥିଲେ । ଏଥିପାଇଁ ଆପ୍ ର ୧୨ ଜଣ ବିଧାୟକଙ୍କୁ ନିଲମ୍ବନ କରାଯାଇଛି । ଏଥିସହ ବିରୋଧୀ ଦଳ ନେତା ଅତିଶିଙ୍କୁ ମଧ୍ୟ ଦିନକ ପାଇଁ ବିଧାନସଭାରୁ ନିଲମ୍ବିତ କରାଯାଇଛି ।

ମଙ୍ଗଳବାର ଗୃହ ଆରମ୍ଭରୁ ବିଜେପି ଓ ଆପ ନେତା ନାରାବାଜି କରୁଥିବା ମଧ୍ୟ ଦେଖିବାକୁ ମିଳିଥିଲା । ସିଏଜି ରିପୋର୍ଟ ଉପସ୍ଥାପନ ବେଳେ ପ୍ରବଳ ବିରୋଧ ପ୍ରଦର୍ଶନ କରିଥିଲେ ଆପ୍ ବିଧାୟକ । ବିରୋଧ ସ୍ୱତେ ଗୃହରେ ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତା ଏହି ରିପୋର୍ଟ ଉପସ୍ଥାପନ କରିଛନ୍ତି ।

ଦ୍ବିତୀୟ ଦିନର ଅଧିବେଶନ ଆରମ୍ଭ ହେବା ମାତ୍ରେ, ଉପରାଜ୍ୟପାଳ ଭିକେ ସକ୍ସେନା ଗୃହକୁ ସମ୍ବୋଧିତ କରିଥିଲେ । ଏହି ସମୟରେ ଆପ ବିଧାୟକମାନେ ବିଜେପି ସରକାର ବିରୋଧରେ ଜୋରଦାର ସ୍ଲୋଗାନ ଦେବାକୁ ଆରମ୍ଭ କରିଥିଲେ । ବାଚସ୍ପତି ବିଧାୟକମାନଙ୍କୁ ଶାନ୍ତ ରହିବା ପାଇଁ ଅନେକ ଅନୁରୋଧ କରିଥିଲେ । ହେଲେ ଉପରାଜ୍ୟପାଳଙ୍କ ଭାଷଣ ଦେବା ବେଳେ, କୌଣସି କଥା ନ ଶୁଣି, ବାଧା ସୃଷ୍ଟି କରି ଚାଲିଥିଲେ ଆପ୍ ବିଧାୟକ । ଫଳସ୍ୱରୂପ, ବାଚସ୍ପତି ବିଧାୟକମାନଙ୍କୁ ଦିନକ ପାଇଁ ନିଲମ୍ବିତ କରିଛନ୍ତି । ସେପଟେ ନିଲମ୍ବିତ ହେବା ପରେ ବିଧାନସଭା ପରିସରରେ ଧାରଣା ଦେିଛନ୍ତି ଆତିଶୀଙ୍କ ସହ ଅନ୍ୟ ଆପ ନେତା ।

Tags: aap partydelhi politics
ShareTweetShareSend
Sanchar Live

Sanchar Live

Next Post
୩୭ ବର୍ଷର ବୈବାହିକ ଜୀବନରେ ପଡିପାରେ ପୂର୍ଣ୍ଣଛେଦ!

୩୭ ବର୍ଷର ବୈବାହିକ ଜୀବନରେ ପଡିପାରେ ପୂର୍ଣ୍ଣଛେଦ!

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ୧୭ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ
  • ଯୌତୁକ ପାଇଁ ବଧୂ ହତ୍ୟା ଅଭିଯୋଗ
  • ଧରା ପଡ଼ିଗଲା ସ୍ତ୍ରୀର ପରକୀୟ ପ୍ରୀତି, ପ୍ରେମିକ ସହ ବାହା କରେଇ ଦେଲେ..
  • ବଳଙ୍ଗା ପୀଡିତାଙ୍କୁ ନ୍ୟାୟ ନମିଳିବା ପର୍ଯ୍ୟନ୍ତ ଆନ୍ଦୋଳନ ଜାରି ରଖିବୁ : ବିଜେଡି
  • କଂଗ୍ରେସ ସାଂସଦ ରାହୁଲ ଗାନ୍ଧିଙ୍କୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା, ଜାଣନ୍ତୁ କେଉଁ ମାମଲାରେ..

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.