Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

ପାକ୍ ସେନା ଗାଡି ଉପରେ ବଡ ଆକ୍ରମଣ

Sanchar Live by Sanchar Live
May 8, 2025
in ବିଦେଶ
0
ପାକ୍ ସେନା ଗାଡି ଉପରେ ବଡ ଆକ୍ରମଣ
0
SHARES
50
VIEWS
FacebookTwitter

ପାକିସ୍ତାନ ସେନା ଗାଡି ଉପରେ ଆଇଇଡି ବିସ୍ଫୋରଣ । ୧୦ରୁ ଅଧିକ ପାକ୍ ଯବାନଙ୍କ ମୃତ୍ୟୁ । ଆକ୍ରମଣ ପଛରେ ଭାରତର ହାତ ଥିବା କହିଲା ପାକିସ୍ତାନ । ପାକିସ୍ତାନୀ ସେନା ଗାଡି ଯାଉଥିବା ବେଳେ ଆଇଇଡି ବିସ୍ଫୋରଣ କରି ଉଡାଇଦେଇଛି ବଲୁଚି ଆକ୍ରମଣ । ଆକ୍ରମଣରେ କିଛି ସ୍ପେଶାଲ ଅପରେସନ କମାଣ୍ଡର ସହ ସୈନିକଙ୍କ ମୃତ୍ୟୁ ହୋଇଛି । ରିମୋଟ କଂଣ୍ଟ୍ରୋଲ ଅସ୍ତ୍ରଶସ୍ତ୍ର ଜରିଆରେ ବଲୁଚିସ୍ତାନର ସ୍ବାଧୀନତା ସଂଗ୍ରାମୀମାନେ ଆକ୍ରମଣ କରିଥିବା କହିଛି ବିଏଲଏ ।

ପାକିସ୍ତାନ ସେନାର ମିଡିଆ ଓ ପିଆର ଟିମ୍, ଆଇଏସପିଆର ଆକ୍ରମଣରେ ଭାରତର ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛି । ଭାରତର ପ୍ରୋକ୍ସି ସଙ୍ଗଠନଗୁଡିକ ବଲୁଚିସ୍ତାନରେ ଆତଙ୍କବାଦୀ କାର୍ଯ୍ୟକଳାପ ଚଳାଇବା ସହ ସୁରକ୍ଷାକର୍ମଙ୍କୁ ଆକ୍ରମଣ କରୁଛନ୍ତି । ବଲୁଚ ଲିବେରେସନ ଆର୍ମିକୁ ଭାରତର ପ୍ରୋକ୍ସି ସଙ୍ଗଠନ ବୋଲି କହଛି ପାକ ସେନା । ପାକିସ୍ତାନର ଅମୀର ପୋଷ୍ଟ ଓ ଅଲ୍ଲୀ ଖାନ ବେସ୍ ମଧ୍ୟରେ ଆର୍ମି ଗାଡି ଉପରେ ଆକ୍ରମଣ କରାଯାଇଛି ।

Tags: indiapakistanwar
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ ସର୍ବଦଳୀୟ ବୈଠକରେ କଣ ହେଲା ଆଲୋଚନା

ଜାଣନ୍ତୁ ସର୍ବଦଳୀୟ ବୈଠକରେ କଣ ହେଲା ଆଲୋଚନା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଶ୍ରୀମନ୍ଦିରେ ଅନୁଷ୍ଠିତ ହେବ ଅଣସର ଖଳିଲାଗି ଏକାଦଶୀ ନୀତି
  • ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ
  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.