୧୩ ତାରିଖ ବେଳକୁ ଦକ୍ଷିଣଆଣ୍ଡାମାନ ଛୁଇଁବ ମୌସୁମୀ । ଦକ୍ଷିଣଆଣ୍ଡାମାନ ସାଗର, ଦକ୍ଷିଣ ବଙ୍ଗୋପସାଗରର କିଛି ଅଞ୍ଚଳ ଏବଂ ନିକୋବର ଦୀପପୁଞ୍ଜ ଅଞ୍ଚଳକୁ ଆଗାମୀ ୧୩ ତାରିଖ ବେଳକୁ ଦକ୍ଷିପଶ୍ଚିମ ମୌସୁମୀ ଅଗ୍ରସର ହେବ। ଏ ନେଇ ପାଇଁ ପାଗ ଅନୁକୂଳ ହେଉଛି ବୋଲି ଭାରାତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
© 2024 Sanchar News