Thursday, June 5, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ବିଜେଡି ଜିଲ୍ଲା ସଭାପତି ନିର୍ବାଚନ: ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୧୬ ନେତା

Sanchar Live by Sanchar Live
April 13, 2025
in ରାଜନୀତି
0
ବିଜେଡି ଜିଲ୍ଲା ସଭାପତି ନିର୍ବାଚନ: ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୧୬ ନେତା
0
SHARES
160
VIEWS
FacebookTwitter

ବିଜୁ ଜନତା ଦଳ (ବିଜେଡି)ର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ  ବିଜେଡି ଜିଲ୍ଲା ସଭାପତି ନିର୍ବାଚିତ ହୋଇଛନ୍ତି। ଏନେଇ ବିଜେଡିର ବିଧାୟକ ପ୍ରତାପ କେଶରୀ ଦେବ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବିଜେଡିର ସାଙ୍ଗଠନିକ ନିର୍ବାଚନ ପରିଚାଳନା କାର୍ଯ୍ୟକ୍ରମ ଚୂଡ଼ାନ୍ତ ହେବାକୁ ଯାଉଛି।

ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ ୧୬ ଜିଲ୍ଲାର ନାମାଙ୍କନ ଆସିଛି। ଏହି ସବୁ ଜିଲ୍ଲାରେ ବିଜେଡି ଜିଲ୍ଲା ସଭାପତି ପଦ ପାଇଁ ଜଣେ ଲେଖାଏଁ ନାମାଙ୍କନ ଭରିଥିବାରୁ, ୧୬ ଜଣ ନେତା ନିର୍ଦ୍ୱନ୍ଦ୍ୱରେ ବିଜେଡି ସଭାପତି ନିର୍ବାଚିତ ହେଇଛନ୍ତି।

-ପ୍ରତାପ ଦେବ, ବିଜେଡି ବିଧାୟକ

ପୁରୀ ଜିଲ୍ଲା ବିଜେଡି ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି ପୂର୍ବତନ ବିଧାୟକ ଉମାକାନ୍ତ ସାମନ୍ତରାୟ। ସୁନ୍ଦରଗଡ଼ ଜିଲ୍ଲା ପାଇଁ ନାମାଙ୍କନ ଭରିଛନ୍ତି ବିଧାୟକ ଯୋଗେଶ ସିଂ। ବରିଷ୍ଠ ବିଜେଡି ନେତା ମଙ୍ଗଳା କିଷାନଙ୍କ ଉପସ୍ଥିତିରେ ଯୋଗେଶ ଆଜି ଶଙ୍ଖ ଭବନରେ ନାମାଙ୍କନ କରିଛନ୍ତି। ସେପଟେ ଅନୁଗୁଳୁ ବିଜେଡି ଜିଲ୍ଲା ସଭାପତି ପାଇଁ ତାଳଚେର ବିଧାୟକ ବ୍ରଜ ପ୍ରଧାନ ନାମାଙ୍କନ ଭରିଛନ୍ତି। ଶଙ୍ଖ ଭବନରେ ପହଞ୍ଚି ବ୍ରଜ ପ୍ରଧାନ ନାମାଙ୍କନ କରିଛନ୍ତି। ଅନ୍ୟପଟେ ପୂର୍ବତନ ବିଜେଡି ବିଧାୟକ ମାନସ ମାଡକାମୀ ମାଲକାନଗିରି ଜିଲ୍ଲା ସଭାପତି ପଦ ପାଇଁ ନାମାଙ୍କନ ଭରିଛନ୍ତି।

Tags: bjdbjd dist presidentodishapolitics
ShareTweetShareSend
Sanchar Live

Sanchar Live

Next Post
ରାଜଧାନୀ ଦିଲ୍ଲୀରେ ଆଉ ଗଡ଼ିବନି ପୁରୁଣା ଗାଡ଼ି

ରାଜଧାନୀ ଦିଲ୍ଲୀରେ ଆଉ ଗଡ଼ିବନି ପୁରୁଣା ଗାଡ଼ି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଓଡ଼ିଶା ଶିଳ୍ପ ମାନଚିତ୍ରରେ ସ୍ଵତନ୍ତ୍ର ସ୍ଥାନ ପାଇବ ଗଞ୍ଜାମ; ୧୨ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ
  • ଉଠିବ ପାରଦ, କଲବଲ କରିବ ତାତି
  • ଦଳାଚକଟା ମାମଲାରେ RCB ବିରୋଧରେ FIR ରୁଜୁ
  • ବାରୁଦ ସିଜ୍ କଲା କଳାହାଣ୍ଡି ପୋଲିସ
  • ଶିକ୍ଷକଙ୍କ ବଦଳି ସୁପାରିସ୍ ପାଇଁ ଦିଆଯାଇଥିବା କ୍ଷମତା ପ୍ରତ୍ୟାହାର କରିବାକୁ ବିଧାୟକଙ୍କ ଦାବି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.