Wednesday, March 4, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ୪ ଦିନ କାଳବୈଶାଖୀ ସୂଚନା ; ୧୮ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Sanchar Live by Sanchar Live
March 22, 2025
in ଓଡିଶା
0
ରାଜ୍ୟରେ ବଦଳିଲା ପାଗ, ତାତିରୁ ମିଳିଲା ଆଶ୍ବସ୍ତି
0
SHARES
49
VIEWS
FacebookTwitter

ତାତିରୁ ମିଳିବ ସାମାନ୍ୟ ଆଶ୍ବସ୍ତି, ଆଜିଠୁ ୪ଦିନ ଯାଏଁ ରାଜ୍ୟର କେତେକ ସ୍ଥାନରେ କାଳବୈଶାଖୀର ପ୍ରଭାବ ଅନୁଭୂତ ହେବ । ବର୍ଷା, ପବନ ସାଙ୍ଗକୁ କୁଆପଥର ମାଡ଼ ହେବ । ୧୨ ଜିଲ୍ଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲା ଗୁଡ଼ିକ ହେଉଛି କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ଜଗତସିଂହପୁର, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଯାଜପୁର, କଟକ, ଢେଙ୍କାନାଳ, ଅନୁଗୁଳ ଓ ଦେବଗଡ଼ । ସେହିପରି ୧୮ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।  ଏସବୁ ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ଓ କାଁଭାଁ ସ୍ଥାନରେ କୁଆ ପଥର ବର୍ଷା ସମ୍ଭାବନା ରହିଛି ।

ସେହିପରି ୨୩ ତାରିଖରେ ୧୫ ଜିଲ୍ଲାକୁ ଏବଂ ୨୪ ତାରିଖରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । କାଳବୈଶାଖୀ ବର୍ଷା ପ୍ରଭାବରେ ୩ ଦିନ ମଧ୍ୟରେ ୩ରୁ ୫ ଡିଗ୍ରୀ ତାପମାତ୍ରା ହ୍ରାସ ପାଇବ । ମାର୍ଚ୍ଚ ୨୫ରୁ ଧୀରେ ଧୀରେ ତାପମାତ୍ରା ବୃଦ୍ଧି ପାଇବ ବୋଲି କହିଛି ପାଣିପାଗ ବିଭାଗ । ଓଡ଼ିଶା ବାୟୁମଣ୍ଡଳ ଉପରି ଭାଗରେ ଲଘୁଚାପ ପ୍ରଭାବ ରହିଛି । ଏହାସହ ଉତ୍ତର ପଶ୍ଚିମ ଭାରତରେ ଏକ ଟ୍ରପଲାଇନ୍ ରହିଛି । ଏହାର ପ୍ରଭାବରେ ରାଜ୍ୟରେ କାଳବୈଶାଖୀ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର ।

Tags: odishaweather
ShareTweetShareSend
Sanchar Live

Sanchar Live

Next Post
ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବନ୍ଦ ହେଲା ୮୦% ଜାହାଜ ଚଳାଚଳ: ଆକାଶଛୁଆଁ ହୋଇପାରେ ପେଟ୍ରୋଲ ଓ ଡିଜେଲ ଦର
  • ଆଜି ଆକାଶରେ ଦେଖାଯିବ ନାଲି ରଙ୍ଗର ଜହ୍ନ
  • ନଜର ପକାନ୍ତୁ ଆଜିର ରାଶିଫଳ ଉପରେ
  • ରାତି ଅଧରେ ୟୁଟ୍ୟୁବରଙ୍କୁ ହତ୍ୟା
  • କିଏ ଯିବ ସେମିଫାଇନାଲ ?ଆଜି ଭାରତ-ୱେଷ୍ଟଇଣ୍ଡିଜ୍ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.