Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆୟୁଷ୍ମାନ ଭାରତ ଯୋଜନା ସହ ୧୦ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

Sanchar Live by Sanchar Live
March 21, 2025
in ଓଡିଶା
0
ଆୟୁଷ୍ମାନ ଭାରତ ଯୋଜନା ସହ ୧୦ଟି ପ୍ରସ୍ତାବକୁ କ୍ୟାବିନେଟ ମଞ୍ଜୁରୀ

Oplus_131072

0
SHARES
178
VIEWS
FacebookTwitter

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟ ୭ଟି ବିଭାଗର ୧୦ଟି ପ୍ରସ୍ତାବକୁ ମଞ୍ଜୁରୀ ଦେଇଛି। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଆଜି ଏନେଇ ଗୃହରେ ସୂଚନା ଦେଇଛନ୍ତି। ରାଜ୍ୟ ସରକାର ଆୟୁଷ୍ମାନ ଭାରତ ଯୋଜନାକୁ କ୍ୟାବିନେଟ୍‌ରେ ମଞ୍ଜୁରୀ ଦେଇଛନ୍ତି। ଏହା ଦ୍ବାରା ରାଜ୍ୟର ୩ କୋଟି ୪୬ ଲକ୍ଷ ଲୋକ ଉପକୃତ ହେବେ । ୭୦ ବର୍ଷ ବୟସରୁ ଅଧିକ ଲୋକଙ୍କ ଲାଗି ‘ଆୟୁଷ୍ମାନ ବାୟୋ ବନ୍ଧନ’କୁ ମଧ୍ୟ ମଞ୍ଜୁରୀ ମିଳିଛି ବୋଲି ଶ୍ରୀ ମାଝୀ କହିଛନ୍ତି ।

ଏଥିରେ ପରିବାର ପିଛା ୫ ଲକ୍ଷ ଟଙ୍କା ଏବଂ ମହିଳାଙ୍କୁ ଅତିରିକ୍ତ ୫ ଲକ୍ଷ ଟଙ୍କାର ମାଗଣା ଚିକିତ୍ସା ସୁବିଧା ମିଳିବ । ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ମିଳିତ ଭାବେ କାମ କରିବ । ଏହି ଯୋଜନା ଦ୍ବାରା ହିତାଧିକାରୀମାନେ କ୍ୟାସ୍‌ଲେସ୍‌ ସୁବିଧା ପାଇପାରିବେ । ଏହାସହ ସରକାର ରାଜ୍ୟ ସଡ଼କ ନୀତିକୁ କ୍ୟାବିନେଟରେ ଅନୁମୋଦନ ଦେଇଛନ୍ତି। ସେହିପରି ମୃତ ସରକାରୀ କର୍ମଚାରୀଙ୍କ ପରିବାରକୁ ଚାକିରି ନେଇ ନିୟମ ସଂଶୋଧିତ ହୋଇଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ କହିଛନ୍ତି ।

Tags: Cabinetmeetingodisha
ShareTweetShareSend
Sanchar Live

Sanchar Live

Next Post
ଝାରସୁଗୁଡ଼ା ର୍ନିବାଚନ ମାମଲା: ଟଙ୍କଧରଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

ଝାରସୁଗୁଡ଼ା ର୍ନିବାଚନ ମାମଲା: ଟଙ୍କଧରଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.