Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ରାଜନୀତି

ଆଉ ଦୁଇ କଂଗ୍ରେସ ବିଧାୟକ ନିଲମ୍ବିତ

Sanchar Live by Sanchar Live
March 26, 2025
in ରାଜନୀତି
0
କଂଗ୍ରେସର ୧୨ ବିଧାୟକ ବିଧାନସଭାରୁ ନିଲମ୍ବିତ
0
SHARES
11
VIEWS
FacebookTwitter

ଭୁବନେଶ୍ୱର : ଆଉ ଦୁଇ କଂଗ୍ରେସ ବିଧାୟକ ନିଲମ୍ବିତ । ତାରାପ୍ରସାଦ ବାହିନୀପତି ଓ ରମେଶ ଜେନାଙ୍କୁ ନିଲମ୍ବନ କଲେ ବାଚସ୍ପତି । ବାଚସ୍ପତିଙ୍କ ତାଗିଦ୍ ସତ୍ତ୍ବେ ଉଭୟ ବିଧାୟକ ଗୃହରେ ଘଣ୍ଟ ପିଟିଥିଲେ । ବିଶୃଙ୍ଖଳିତ ଆଚରଣ ପାଇଁ ଉଭୟ ବିଧାୟକଙ୍କୁ ଗୃହରୁ ୭ ଦିନ ପାଇଁ ସସ୍‌ପେଣ୍ଡ କରାଯାଇଛି । ଗତକାଲି ୧୨ କଂଗ୍ରେସ ବିଧାୟକଙ୍କୁ ସସପେଣ୍ଡ କରାଯାଇଥିଲା । ବାକି ଦୁଇ ବିଧାୟକଙ୍କୁ ଆଜି ନିଲମ୍ବନ କଲେ ବାଚସ୍ପତି । ବର୍ତ୍ତମାନ ସୁଦ୍ଧା କଂଗ୍ରେସର ସମସ୍ତ ୧୪ ବିଧାୟକ ସସ୍‌ପେଣ୍ଡ ହୋଇଛନ୍ତି ।

ସୂଚନା ଅନୁସାରେ ଗତକାଲି ଗୃହ ଭିତରେ ବାରମ୍ବାର ବିଶୃଙ୍ଖଳିତ ଆଚରଣ କରିବା ପରେ କଂଗ୍ରେସର ୧୨ ବିଧାୟକ ରାମଚନ୍ଦ୍ର କାଡାମ, ସିଏସ ରାଜନ ଏକ୍କା, ଦାଶରଥୀ ଗମାଙ୍ଗ,ଅଶୋକ ଦାସ, ସତ୍ୟଜିତ ଗମାଙ୍ଗ, ସାଗର ଦାସ,ପ୍ରଫୁଲ୍ଲ ପ୍ରଧାନ, ମଙ୍ଗୁ ଖିଲ, ପବିତ୍ର ସାଉନ୍ତା ,କାଡ୍ରାକା ଆପାଲାସ୍ବାମୀ, ସୋଫିଆ ଫିର୍ଦ୍ଦୋସ ଓ ନୀଳମାଧବ ହିକ୍କକାଙ୍କୁ ନିଲମ୍ବିତ କରିଥିଲେ ବାଚସ୍ପତି ।

 

Tags: congresspoliticssuspend
ShareTweetShareSend
Sanchar Live

Sanchar Live

Next Post
ନବୀନ ସରକାରରେ ଚାଷୀ ଆତ୍ମହତ୍ୟା ହୋଇନି, ବିଧାନସଭାରେ ଉତ୍ତର ରଖିଲେ ରାଜ୍ୟ ସରକାର

ନବୀନ ସରକାରରେ ଚାଷୀ ଆତ୍ମହତ୍ୟା ହୋଇନି, ବିଧାନସଭାରେ ଉତ୍ତର ରଖିଲେ ରାଜ୍ୟ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ବିହାର ନିର୍ବାଚନ ପୂର୍ବରୁ ନୀତିଶଙ୍କ ବଡ଼ ଘୋଷଣା, ବଢ଼ିଲା ଏମାନଙ୍କ ଭତ୍ତା
  • ଶ୍ରୀମନ୍ଦିର ଭିତରେ ଫଟୋ ନେବାବେଳେ ଧରାପଡ଼ିଲେ ଅଣଓଡ଼ିଆ ଭକ୍ତ
  • ପ୍ରେମିକ ସହ ମିଶି ସ୍ବାମୀଙ୍କୁ ମାରିଦେଲା ସ୍ତ୍ରୀ
  • ଔଷଧ କିଣି ଘରକୁ ଫେରିବାବେଳେ ଭାସିଗଲେ ଯୁବକ
  • ଆଜି ବି ବିପଦ ସଂଙ୍କେତ ଉପରେ ପ୍ରବାହିତ ହେଉଛି ସୁବର୍ଣ୍ଣରେଖା

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.