Sunday, September 13, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଦୁଇଦିନ ଯାଏ ରାଜ୍ଯରେ ପ୍ରବଳ ବର୍ଷା ଜାରି ରହିବ

Sanchar Live by Sanchar Live
August 7, 2024
in ଓଡିଶା
0
ଦୁଇଦିନ ଯାଏ ରାଜ୍ଯରେ ପ୍ରବଳ ବର୍ଷା ଜାରି ରହିବ
0
SHARES
3
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ଯରେ ପ୍ରବଳ ବର୍ଷା । ଗାଙ୍ଗେୟ ପଶ୍ଚିମବଙ୍ଗ ଓ ଆଖପାଖରେ ଘୂର୍ଣ୍ଣିବଳୟ ଓ ସକ୍ରିୟ ମୌସୁମୀ ନିମ୍ନଚାପରେଖା ପାଇଁ ଓଡ଼ିଶାରେ ହେଉଛି ନିର୍ଧୁମ ବର୍ଷା । ଆସନ୍ତା ଦୁଇଦିନ ଯାଏ ଏଭଳି ବର୍ଷା ଜାରି ରହିବ ବୋଲି ସତର୍କତା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୯ଟି ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି ହୋଇଛି । କଟକ, ନୟାଗଡ, ଅନୁଗୁଳ, ବୈାଦ୍ଧ, ସୁନ୍ଦରଗଡ, ଝାରସୁଗୁଡା, କୋରାପୁଟ, ନବରଙ୍ଗପୁର ଓ ମାଲକାନଗିରି ଜିଲ୍ଲାକୁ ସତର୍କତା ଜାରି କରାଯାଇଛି । ଏହିସବୁ ଜିଲ୍ଲାରେ ୭୦ରୁ ୨୦୦ମିଲିମିଟର ଯାଏଁ ବର୍ଷା ସମ୍ଭାବନା ରହିଛି । ବର୍ଷା ପ୍ରଭାବରେ କମିବ ଦୃଶ୍ୟମାନ ଦୂରତା, ସୃଷ୍ଟି ହେବ ଟ୍ରାଫିକ ସମସ୍ୟା । ଭାଙ୍ଗିବ କଚ୍ଚା ଘର, ପ୍ରଭାବିତ ହେବ କଚ୍ଚା ରାସ୍ତା । ତଳିଆ ଅଞ୍ଚଳରେ ସୃଷ୍ଟି ହେବ ଜଳବନ୍ଦୀ ସ୍ଥିତି । ପାହାଡିଆ ଅଞ୍ଚଳରେ ଭୂସ୍ଖଳର ପରିସ୍ଥିତି ଉପୁଜିପାରେ । ସେହିଭଳି ପ୍ରବଳ ବର୍ଷା ପାଇଁ ୮ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବରଗଡ଼, ନବରଙ୍ଗପୁର, କୋରାପୁଟ, ମାଲକାନଗିରିରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୯ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏଭଳି ବର୍ଷା ଲାଗି ରହିବ । ସେପଟେ ଜୁନ ମାସରୁ ଏବେ ସୁଦ୍ଧା ରାଜ୍ୟରେ ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରେକର୍ଡ ହୋଇଛି।

 

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଆଜିଠୁ ତିନିଦିନିଆ ନିବେଶକ ସମ୍ମିଳନୀ କରିବେ ରାଜ୍ଯ ସରକାର

ଆଜିଠୁ ତିନିଦିନିଆ ନିବେଶକ ସମ୍ମିଳନୀ କରିବେ ରାଜ୍ଯ ସରକାର

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କାହିଁକି ଭାଇରାଲ ୮୦ ଦଶକର ଫଟୋ? ଆପଣ ଵି ଏମିତି କରନ୍ତୁ…
  • କେନାଲରେ ଭାସିଯାଇ ଭାଇ-ଭଉଣୀ ମୃତ
  • BRICS ସମ୍ମିଳନୀ ପାଇଁ ଦିଲ୍ଲୀରେ ପହଞ୍ଚିଲେ ସି ଜିନପିଙ୍ଗ
  • ଆଜିଠୁ ୪ ଦିନ ବ୍ୟାଙ୍କ ଛୁଟି
  • ଓଡ଼ିଆ ସାମ୍ବାଦିକତାରୁ କମୁଛି Gen-Z ଙ୍କ ଆଗ୍ରହ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • September 2026
  • August 2026
  • July 2026
  • June 2026
  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.