Sunday, June 22, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଭୁବନେଶ୍ବରରେ ଦୁର୍ଘଟଣା, ୩ ମୃତ

Sanchar Live by Sanchar Live
February 11, 2025
in ଓଡିଶା
0
ଭୁବନେଶ୍ବରରେ ଦୁର୍ଘଟଣା, ୩ ମୃତ
0
SHARES
7
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜଧାନୀ ଭୁବନେଶ୍ଵରରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ବଡଗଡ଼ ଥାନା ସାଇ ମନ୍ଦିର ନିକଟରେ ବାଇକକୁ ପିଟିଲା ଦ୍ରୁତଗତିରେ ଯାଉଥିବା କାର । ଦୁର୍ଘଟଣାରେ ଗୁରୁତରଙ୍କୁ ହସ୍ପିଟାଲକୁ ନେବା ବାଟରେ ୩ ଜଣ ବାଇକ ଆରୋହୀଙ୍କ ମୃତ୍ୟୁ ହୋଇଛି । ୩ ବାଇକ ଚାଳକଙ୍କ ମୃତ୍ୟୁ ନେଇ ସୂଚନା ଦେଲେ ବଡଗଡ଼ ଥାନାଅଧିକାରୀ ତୃପ୍ତି ନାୟକ । ରାତି ପ୍ରାୟ ୨ଟା ବେଳେ ରଙ୍ଗ ରୁଟରେ ଆସୁଥିବା ବାଇକକୁ ଧକ୍କା ଦେଇଥିଲା ଟାଟା ହ୍ୟାରିଅର କାର । କାରଟି ଜଗତସିଂହପୁରରୁ ପୁରୀ ଅଭିମୁଖେ ଯାଉଥିଲା । ଦୁର୍ଘଟଣା ଘଟାଇଥିବା କାର ସହ ଡ୍ରାଇଭର ଅଟକ ରଖି ସିସିଟିଭି ଯାଞ୍ଚ ସହ ପୁରା ଘଟଣାର ତଦନ୍ତ କରୁଛି ବଡଗଡ଼ ଥାନା ପୋଲିସ ।

Tags: accidentbhubaneswar
ShareTweetShareSend
Sanchar Live

Sanchar Live

Next Post
ବ୍ୟାରିକେଡ୍ ଭାଙ୍ଗି ଘରେ ପଶିଗଲା ଗାଡ଼ି

ବ୍ୟାରିକେଡ୍ ଭାଙ୍ଗି ଘରେ ପଶିଗଲା ଗାଡ଼ି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଇରାନ୍ ଉପରେ ଆମେରିକାର ହମଲା
  • ଆଜି ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା କରିବେ ମୁଖ୍ୟମନ୍ତ୍ରୀ
  • ଆଜି ଦ୍ବାଦଶୀ ତିଥିରେ ଶ୍ରୀଜିଉମାନଙ୍କ ଅନୁଷ୍ଠିତ ହେବ ରାଜପ୍ରସାଦ ବିଜେ ନୀତି
  • ବଢୁଛି ସୁବର୍ଣ୍ଣରେଖା ବନ୍ୟା ବିପନ୍ନଙ୍କ ଦୁର୍ଦ୍ଦଶା
  • ଆଜି ଏହିସବୁ ରାଶିର ଲୋକଙ୍କୁ କର୍ମକ୍ଷେତ୍ରରେ ମିଳିବ ଖୁସି ଖବର

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.