Monday, December 1, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଗଛରେ ବାଡେଇ ହେଲା ବାଇକ୍

Sanchar Live by Sanchar Live
May 4, 2025
in ଓଡିଶା
0
ଗଛରେ ବାଡେଇ ହେଲା ବାଇକ୍
0
SHARES
31
VIEWS
FacebookTwitter

ସଂଚାର ବ୍ୟୁରୋ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଚାଲିଗଲା ଦୁଇ ଜଣଙ୍କ ଜୀବନ । ଉଦଳା ଶରତ ଥାନା ଭଣ୍ଡାର ଛକ ନିକଟରେ ଘଟିଛି ମର୍ମନ୍ତୁଦ ଦୁର୍ଘଟଣା । ଗଛରେ ବାଡେଇ ହେଲା ବାଇକ୍ । ଘଟଣା ସ୍ଥଳରେ ହିଁ ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ୩ ଜଣ ଯୁବକ କଳମଗଡିଆ ଅଞ୍ଚଳକୁ ଆସୁଥିବା ବେଳେ ପ୍ରଧାନ ଦେହୁରୀ ସାହି ଛକ ନିକଟରେ ଭାରସାମ୍ୟ ହରାଇ ଏକ ଶାଳ ଗଛକୁ ବାଡେଇ ହୋଇଥିଲା ବାଇକ । ଯାହା ଫଳରେ ଘଟଣାସ୍ଥଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟଜଣେ ଗୁରୁତର ହୋଇଛନ୍ତି । ଗୁରୁତରଙ୍କୁ ସ୍ଥାନୀୟ ଲୋକେ ଚିକିତ୍ସା ନିମନ୍ତେ ଡାକ୍ତରଖାନା ପଠାଇ ଥିବା ବେଳେ ଅବସ୍ଥା ସଂକଟାପନ୍ନ ରହିଛି । ମୃତକ ଏବଂ ଗୁରୁତର କାହାରି ପରିଚୟ ମିଳିପାରିନାହିଁ । ଖବର ପାଇ ଶରତ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।.

Tags: accidentudala
ShareTweetShareSend
Sanchar Live

Sanchar Live

Next Post
ଓଡିଶା ପର୍ଯ୍ୟଟନ ବିକାଶ ପାଇଁ ବର୍ତ୍ତମାନ ସରକାରଙ୍କ ଉଦ୍ୟମକୁ ପ୍ରଂଶସା କଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଶେଖାୱାତ

ଓଡିଶା ପର୍ଯ୍ୟଟନ ବିକାଶ ପାଇଁ ବର୍ତ୍ତମାନ ସରକାରଙ୍କ ଉଦ୍ୟମକୁ ପ୍ରଂଶସା କଲେ କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଶ୍ରୀ ଶେଖାୱାତ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଅଜିତ ଦାଶ ହେଲେ ‘ସଂଚାର’ର ମୁଖ୍ୟ ସମ୍ପାଦକ
  • ଜାଣନ୍ତୁ କିପରି କଟିବ ଆପଣଙ୍କ ଦିନ
  • ବାସନ୍ଦ ନାଁରେ ଗାଁରୁ ଉଠୁନି ଶବ, ୨୦ ଘଣ୍ଟା ହେଲା…
  • ଦିଲ୍ଲୀରେ ମର୍ସିଡିସ-ବେଞ୍ଜ ଏସୟୁଭି ନେଲା ଜଣକ ଜୀବନ
  • ଦିଲ୍ଲୀ ମହାନଗର ନିଗମର ୧୨ଟି ୱାର୍ଡରେ ଉପନିର୍ବାଚନ

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.