Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଓଡିଶା

ବାଇକକୁ ଧକ୍କା ଦେଲା ବୋଲେରୋ : ୨ ମୃତ

Sanchar Live by Sanchar Live
March 23, 2026
in ଓଡିଶା
0
0
SHARES
25
VIEWS
Facebook
Twitter

ବାଇକକୁ ଧକ୍କା ଦେଲା ବୋଲେରୋ । ଦୁଇ ବାଇକ ଆରୋହୀଙ୍କ ମୃତ୍ୟୁ । କେରାପୁଟ ଜିଲ୍ଲା ପାତ୍ରପୁଟ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ଉଭୟ ମୃତକ ଜୟପୁର ଅଞ୍ଚଳର । ମୃତଦେହକୁ ଜବତ କରି ତଦନ୍ତ କରୁଛି ପୋଲିସ ।

ସୂଚନାଯୋଗ୍ୟ, ରିବିବାର ବାଲେଶ୍ବର ଜିଲ୍ଲା ବସ୍ତା ଥାନା ଏନଏଚ-୬୦ ରାଜଘାଟ ନିକଟରେ ଦୁର୍ଘଟଣା ହୋଇଥିଲା । କଣ୍ଟେନରକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍ । ଦୁର୍ଘଟଣାରେ ୪ ଆହତ, ଜଣେ ଗୁରୁତର ହୋଇଥିଲେ। ଜଳେଶ୍ବରରୁ ବାଲେଶ୍ବର ଯାଉଥିବାବେଳେ ଦୁର୍ଘଟଣା ଘଟିଥିଲା । ନୁରାନି ନାମକ ଏକ ଘରୋଇ ବସ୍ ୨୫ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବାଲେଶ୍ବର ଅଭିମୁଖେ ଯାଉଥିବାବେଳେ ଭାରସାମ୍ୟ ହରାଇ ଏକ କଣ୍ଟେନରକୁ ଧକ୍କା ଦେଇଥିଲା । ଆହତ ଯାତ୍ରୀଙ୍କୁ ଉଦ୍ଧାର କରାଯାଇ ହସପିଟାଲରେ ଭର୍ତ୍ତି କରାଯାଇଥିଲା । ବସ୍ତା ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ କରୁଥିଲେ ।

Related posts

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ

November 7, 2026
ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି

November 7, 2026

ଏଥିସହ, ରାୟଗଡା ମୁନିଗୁଡା ଥାନା ଅନ୍ତର୍ଗତ କନକ ପରମେଶ୍ଵରୀ ମନ୍ଦିର ନିକଟରେ ମଧ୍ୟ ଦୁର୍ଘଟଣା ଘଟିଥିଲା । ଘର ଭିତରକୁ ପଶିଗଲା ଟ୍ୟାଙ୍କର। ଭାରସାମ୍ୟ ହରାଇ ରାସ୍ତାକଡ଼ ୩ ଘର ଉପରକୁ ମାଡ଼ିଗଲା ଆଲୁମିନିୟମ ବୋଝେଇ ଟ୍ୟାଙ୍କର। ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଲେ ପରିବାର ଲୋକ। ବିଶାଖାପାଟଣାରୁ ଝାରସୁଗୁଡ଼ା ଯାଉଥିବା ବେଳେ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ମୁନିଗୁଡା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Tags: accidentjaypurodisha

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ଦୀପାବଳି ଆପଣଙ୍କ ପାଇଁ କେମିତି? ଘରୁ ବାହାରିବା ପୂର୍ବରୁ ଦେଖନ୍ତୁ ରାଶିଫଳ
  • ଭୟାବହ ଅଗ୍ନିକାଣ୍ଡରେ ଜଳିଗଲା ଘର, ୪ ଜଣ ଜୀବନ୍ତ ଦଗ୍ଧ
  • ମୋଜା ପିନ୍ଧି ଶୋଉଥିଲେ ଜାଣନ୍ତୁ ଏହାର ଲାଭ ଏବଂ କ୍ଷତି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.