Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

± ୨ ପରୀକ୍ଷା ପାଇଁ କଡ଼ା ସୁରକ୍ଷାରେ ଭିତରେ ହବକୁ ଗଲା ପ୍ରଶ୍ନପତ୍ର

Sanchar Live by Sanchar Live
February 12, 2025
in ଓଡିଶା
0
± ୨ ପରୀକ୍ଷା ପାଇଁ କଡ଼ା ସୁରକ୍ଷାରେ ଭିତରେ ହବକୁ ଗଲା ପ୍ରଶ୍ନପତ୍ର
0
SHARES
9
VIEWS
FacebookTwitter

କଟକ : ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଆସନ୍ତା ୧୮ ତାରିଖ ଠାରୁ ମାର୍ଚ୍ଚ ୨୭ ତାରିଖ ପର୍ଯ୍ୟନ୍ତ +୨ ଥିଓରୀ ପରୀକ୍ଷା ଅନୁଷ୍ଠିତ ହେବ। ଏଥିପାଇଁ ଆଜିଠୁ ପରୀକ୍ଷା ହବକୁ ଗଲା +୨ ପରୀକ୍ଷା ପ୍ରଶ୍ନପତ୍ର । କଡ଼ାକଡ଼ି ସୁରକ୍ଷାରେ ଏହି ପ୍ରଶ୍ନପତ୍ରକୁ ହବକୁ ପଠାଯାଇଛି।

ସୂଚନା ଅନୁଯାୟୀ, ରାଜ୍ୟରେ ଥିବା ମୋଟ ୨୦୫ଟି ହବରେ ପ୍ରଶ୍ନପତ୍ର ରଖାଯିବ । ପରୀକ୍ଷା ଦିନ ହବ୍‌ରୁ ବିଭିନ୍ନ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ପଠାଯିବ। ଅନ୍ୟପକ୍ଷରେ ଚଳିତ ବର୍ଷ ପରିଷଦ କାର୍ଯ୍ୟାଳୟରେ ୫ ଶହ ଶିକ୍ଷାନୁଷ୍ଠାନର ସିଧା ପ୍ରସାରଣ ସିସିଟିଭି ମାଧ୍ୟମରେ ପରିଷଦ କାର୍ଯ୍ୟାଳୟରେ ଯାଞ୍ଚ କରାଯିବ । ଏଥିସହ ପ୍ରଶ୍ନପତ୍ର ଲିକ୍ ଉପରେ ମଧ୍ୟ କଡ଼ା ନଜର ରଖାଯାଇଛି । କପି ରୋକିବା ନେଇ ଗଠନ ହୋଇଛି ଜିଲ୍ଲାସ୍ତରୀୟ ସ୍କ୍ୱାଡ୍ । ବଡ଼ ଜିଲ୍ଲାରେ ୨ଟି ଓ ଛୋଟ ଜିଲ୍ଲାରେ ଗୋଟିଏ ରହିବେ ସ୍କ୍ୱାଡ୍ । ଅନ୍ୟପକ୍ଷରେ ପରୀକ୍ଷା ସରିବାର ୪୫ ଦିନ ମଧ୍ୟରେ ଫଳ ଘୋଷଣା କରାଯିବ ବୋଲି ପରିଷଦ ପକ୍ଷରୁ କୁହାଯାଇଛି ।

Tags: +2 exameducationodisha
ShareTweetShareSend
Sanchar Live

Sanchar Live

Next Post
ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

ବଢିଲା କନିଷ୍ଠ ଶିକ୍ଷକଙ୍କ ଦରମା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ
  • ଆଜି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଜନ୍ମଦିନ
  • ଚିକିତ୍ସା ପାଇଁ ମୁମ୍ବାଇ ଗଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ
  • ଆଜି ଓଡିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.