Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟ ଯୁକ୍ତ ୨ ପରୀକ୍ଷାରେ ଜାତୀୟ ଢାଞ୍ଚା

୧୦୦ ରୁ ୨୪ ନମ୍ବର ରଖିଲେ ପାସ୍

Sanchar Live by Sanchar Live
November 22, 2024
in ଓଡିଶା
0
ରାଜ୍ୟ ଯୁକ୍ତ ୨ ପରୀକ୍ଷାରେ ଜାତୀୟ ଢାଞ୍ଚା
0
SHARES
11
VIEWS
FacebookTwitter

ଭୁବନେଶ୍ୱର: ଚଳିତ ବର୍ଷ ଯୁକ୍ତ ୨ ପରୀକ୍ଷା ଖାତା ମୂଲ୍ୟାଙ୍କନରେ ପରିବର୍ତ୍ତନ କରାଯିବ । ଜାତୀୟ ଶିକ୍ଷା ପଦ୍ଧତି ଅନୁଯାୟୀ ଯୁକ୍ତ ଦୁଇ ପରୀକ୍ଷାର୍ଥୀ ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ଦେବେ । ଏ ନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା ।

ଶ୍ରୀଯୁକ୍ତ ପରିଡ଼ାଙ୍କ ସୂଚନା ଅନୁଯାୟୀ, ଚଳିତ ବର୍ଷ ଜାତୀୟ ଶିକ୍ଷା ପଦ୍ଧତି ଅନୁସାରେ ଯୁକ୍ତ୨ ପରୀକ୍ଷା ଅନୁଷ୍ଠିତ ହେବ । ପ୍ରଥମ ଥର ପାଇଁ ବୋର୍ଡ ପରୀକ୍ଷାରେ ଆସେସମେଣ୍ଟ ପରୀକ୍ଷା ହେବ । ୧୦୦ ମାର୍କରୁ ୮୦ ମାର୍କର ଥିଓରୀ ଓ ୨୦ ମାର୍କର ଆସେସମେଣ୍ଟ ପରୀକ୍ଷା ।  ୧୦୦ ନମ୍ବର ରୁ ୨୪ ନମ୍ବର ରଖିଲେ ଛାତ୍ରଛାତ୍ରୀ ଯୁକ୍ତ ଦୁଇ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ ।

ପିଲାଙ୍କୁ ବୋର୍ଡ ପରୀକ୍ଷା ଚାପ କମାଇବା ଓ ଭଲ ନମ୍ବର ସ୍କୋର୍ କରିବା ପାଇଁ ନ୍ୟାସନାଲ ଢାଞ୍ଚାରେ ପରୀକ୍ଷା କରିବାକୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ପୂର୍ବରୁ ମାର୍କିଂ ଢାଞ୍ଚା ପାଇଁ ଯୋଗ୍ୟ ହୋଇଥିଲେ ମଧ୍ୟ ପିଲାମାନେ ବୋର୍ଡରେ ଭଲ ନମ୍ବର ରଖି ପାରୁନଥିଲେ । ଏଣୁ ପିଲାଙ୍କ ସୁବିଧା ପାଇଁ ନୂଆ ଢାଞ୍ଚାରେ ଚଳିତ ଥର ମାର୍କ ଦିଆଯିବ ବୋଲି ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ।

Tags: +2educationodisha
ShareTweetShareSend
Sanchar Live

Sanchar Live

Next Post
ମାହାଙ୍ଗା ବିଧାୟକଙ୍କ ଚାପରେ ନଇଁଲେ ନିର୍ମାଣକାରୀ ସଂସ୍ଥା

ମାହାଙ୍ଗା ବିଧାୟକଙ୍କ ଚାପରେ ନଇଁଲେ ନିର୍ମାଣକାରୀ ସଂସ୍ଥା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.