Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ

Sanchar Live by Sanchar Live
May 21, 2025
in ଓଡିଶା
0
ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ
0
SHARES
4
VIEWS
FacebookTwitter

ସଂଚାର ବ୍ୟୁରୋ: : ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଅପରାହ୍ନ ୪ଟା ରେ ପ୍ରକାଶ ପାଇବ ରେଜଲଟ ।  ଏକସଙ୍ଗେ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ ।  ଏଥି ସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି  । ଭୁବନେଶ୍ବର ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଡିଜି ଲକର ସହ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ ।

ପରୀକ୍ଷାର୍ଥୀମାନେ ସେମାନଙ୍କର ରେଜଲ୍ଟ www.chseodisha.nic.in ଏବଂ http://orissaresults.nic.in ଓ୍ୱେବସାଇଟରେ ଘୋଷଣାର ଏକ ଘଣ୍ଟା ପରେ ଜାଣିପାରିବେ ।  ଏହା ସହ ପରୀକ୍ଷା ଫଳ ଘୋଷଣାର ଏକଘଣ୍ଟା ପରେ SAMS e-spaceରୁ ଅଧ୍ୟକ୍ଷ ଅଧ୍ୟକ୍ଷା ମାନେ ସେମାନଙ୍କ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଟାବୁଲେସନ ରେଜିଷ୍ଟର ପାଇପାରିବେ । ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୭ ଯାଏ ହୋଇଥିଲା । ଚଳିତ ବର୍ଷ ୧୨ ଶହ ୭୬ ସେଣ୍ଟରରେ ପରୀକ୍ଷା ଦେଇଥିଲେ ୩ ଲକ୍ଷ ୯୩ ହଜାର ୬୧୮ ଛାତ୍ରଛାତ୍ରୀ ।

Tags: +2odisharesult
ShareTweetShareSend
Sanchar Live

Sanchar Live

Next Post
ଆଜିଠାରୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା

ଆଜିଠାରୁ ଆରମ୍ଭ ହେବ ଭିତର ଚନ୍ଦନ ଯାତ୍ରା

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.