Saturday, November 7, 2026
  • About
  • Advertise
  • Careers
  • Contact
sanchar.live
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ
  • Login
No Result
View All Result
sanchar.live
Home ଭାରତ

ସେନାର ଗୁଳିରେ ୨ ଆତଙ୍କବାଦୀ ନିପାତ, ଜଣେ ଯବାନ ଆହତ

Sanchar Live by Sanchar Live
May 22, 2025
in ଭାରତ
0
0
SHARES
13
VIEWS
Facebook
Twitter

ଜମ୍ମୁ କାଶ୍ମୀର ଅନ୍ତର୍ଗତ କିସ୍ତୱାରରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ହୋଇଛି । କିସ୍ତୱାରର ଚାଟରୁ ଅନ୍ତର୍ଗତ ସିଂହପୋରା ଅଞ୍ଚଳରେ ଏନକାଉଣ୍ଟରରେ ୨ ଜଣ ଆତଙ୍କବାଦୀ ନିପାତ ହୋଇଛନ୍ତି । ଏହା ସହିତ ଜଣେ ସୈନିକ ଆହତ ହୋଇଥିବା ଜଣାପଡ଼ିଛି ।

କିସ୍ତୱାର ଅଞ୍ଚଳରେ ୩ ରୁ ୪ ଜଣ ଆତଙ୍କବାଦୀ ଲୁଚି ରହିଥିବା ନେଇ ଗୁପ୍ତ ସୂଚନା ମିଳିଥିଲା । ଏହା ପରେ ସେନା ପକ୍ଷରୁ ତଲାସୀ ଅଭିଯାନ କରାଯାଇଛି । ଉଭୟ ପକ୍ଷ ମଧ୍ୟରୁ ବିପୁଳ ପରିମାଣରେ ଗୁଳି ଚାଳନା ହୋଇଥିଲା । ସେନାର ଗୁଳିରେ ୨ ଜଣ ଆତଙ୍କବାଦୀ ଟଳିଥିବା ସୂଚନା ମିଳିଛି । ଆହୁରି ଆତଙ୍କବାଦୀ ଲୁଚି ରହିଥିବା ନେଇ ସମ୍ପୃକ୍ତ ଅଞ୍ଚଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଛି ।

Related posts

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର

November 7, 2026
ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

ଦୁନିଆରେ ସବୁଠାରୁ ସୁନ୍ଦର ମହିଳାମାନେ କେଉଁ ଦେଶରେ ରୁହନ୍ତି? ଦେଖନ୍ତୁ ଲିଷ୍ଟ

November 7, 2026

ପୂର୍ବରୁ ମେ ୧୬ ତାରିଖରେ,  ଜମ୍ମୁ କାଶ୍ମୀରର କେଲାର, ଶୋପିଆନ ଏବଂ ତ୍ରାଲରେ ଦୁଇଟି ପୃଥକ ଅପରେସନଅପରେସନରେ ୬ ଜଣ ଆତଙ୍କବାଦୀ ନିହତ ହୋଇଥିଲେ । ଭାରତୀୟ ସେନା ଦ୍ୱାରା ଜମ୍ମୁ କାଶ୍ମୀର ପୋଲିସ ଏବଂ କେନ୍ଦ୍ରୀୟ ରିଜର୍ଭ ପୋଲିସ ଫୋର୍ସ (CRPF) ସହଯୋଗରେ ଏହି ଅପରେସନ କରାଯାଇଥିଲା।

Tags: encounterJammukashmir

POPULAR NEWS

  • ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    ଜଣା ପଡିଲା ସତ, ଜାଣନ୍ତୁ କେମିତି ତେଲ କଡେଇରେ ପଡିଲେ ହାଡୁ

    0 shares
    Share 0 Tweet 0
  • ଯଦି ଏବେ ଓଡ଼ିଶାରେ ଭୋଟ ହୁଏ, ଜିତିବ କିଏ ?

    0 shares
    Share 0 Tweet 0
  • ବେଙ୍ଗାଲୁରୁରେ ଓଡ଼ିଆ ଯୁବକଙ୍କୁ ନିର୍ମମ ହତ୍ୟା

    0 shares
    Share 0 Tweet 0
  • ଟୁଇନି ସିଟିରେ ପଲଙ୍କ ସେବାରେ ବାଂଲାଦେଶୀ ଯୁବତୀ

    0 shares
    Share 0 Tweet 0
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ

    0 shares
    Share 0 Tweet 0
sanchar.live

We bring you the best Premium WordPress Themes that perfect for news, magazine, personal blog, etc.

Follow us on social media:

Recent News

  • ମହିଳା ଶିଳ୍ପୋଦ୍ୟୋଗୀ ନିଜର ସମସ୍ତ ମହିଳା କର୍ମଚାରୀଙ୍କୁ ଦେଲେ ଆଇଫୋନ୍ ଉପହାର
  • ଭିଏଏମ୍ଏଲ୍ ନୂତନ ସିଲେଇ ତାଲିମ କେନ୍ଦ୍ର ଜରିଆରେ କଳାହାଣ୍ଡିରେ ମହିଳା ଜୀବିକା ଅଭିଯାନର ସମ୍ପ୍ରସାରଣ କରିଛି
  • ଦୀର୍ଘ ୪୫ ଦିନ ପରେ ଖୋଲିଲା କଳିଙ୍ଗା ଘାଟି

Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Newsletter

  • About
  • Advertise
  • Careers
  • Contact

© 2026 Sanchar - Technology Partner OneByte.

Welcome Back!

Login to your account below

Forgotten Password?

Retrieve your password

Please enter your username or email address to reset your password.

Log In
No Result
View All Result
  • Home
  • Epaper
  • ରାଜନୀତି
  • ଓଡିଶା
  • ଭାରତ
  • ବିଦେଶ
  • କ୍ରୀଡ଼ା
  • ମନୋରଞ୍ଜନ
  • ଜୀବନ ଶୈଳୀ

© 2026 Sanchar - Technology Partner OneByte.