Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ

Sanchar Live by Sanchar Live
January 31, 2025
in ଭାରତ
0
ସୁରକ୍ଷାକର୍ମୀଙ୍କ ଗୁଳିରେ ଟଳିଲେ ୨ ଆତଙ୍କବାଦୀ
0
SHARES
3
VIEWS
FacebookTwitter

ନୂଆଦିଲ୍ଲୀ : ଜମ୍ମୁ ପୁଞ୍ଚ ଅଞ୍ଚଳରେ ସୀମା ଡେଇଁ ଆତଙ୍କୀଙ୍କ ଅନୁପ୍ରବେଶ ଉଦ୍ୟମ ପଣ୍ଡ, ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଆତଙ୍କୀ ଟଳିଥିବା ସୂଚନା । ସମଗ୍ର ଅଞ୍ଚଳକୁ ଘେରାବନ୍ଦୀ କରି ରାତି ତମାମ ଚାଲିଛି ଜୋରଦାର ସର୍ଚ୍ଚ ଅପରେସନ । ଗୁରୁବାର ସନ୍ଧ୍ୟା ସମୟରୁ ପୁଞ୍ଚ ସ୍ଥିତ ଏଲଓସି ନିକଟରେ ଉତ୍ତେଜନା ଦେଖିବାକୁ ମିଳିଛି । କିଛି ଆତଙ୍କୀ ସୀମାଡେଇଁ ଭାରତକୁ ଅନୁପ୍ରବେଶ ପାଇଁ ଉଦ୍ୟମ କରୁଥିବା ବେଳେ ଏହା ସୁରକ୍ଷାକର୍ମୀଙ୍କ ଦୃ୍‌ଷ୍ଟିରେ ପଡ଼ଥିଲା । ଆତଙ୍କୀମାନେ ସୁରକ୍ଷାକର୍ମୀଙ୍କ ଉପରେ ପ୍ରଥମେ ଗୁଳି ଚାଳନା କରିଥିବା ବେଳେ ସେନାର ଯବାନ ମାନେ ପାଲଟା ଗୁଳି ଚାଳନା କରିଥିଲେ । ଯବାନଙ୍କ ଗୁଳିରେ ଦୁଇ ଜଣ ଆତଙ୍କୀ ପ୍ରାଣ ହରାଇଥିବା ବେଳେ ଆଉ କିଛି ସୀମାବର୍ତ୍ତୀ ଅଞ୍ଚଳରେ ଲୁଚିଥିବା ଆଶଙ୍କା କରାଯାଉଛି ।

Tags: jammu and kasmirterrorist
ShareTweetShareSend
Sanchar Live

Sanchar Live

Next Post
ବାରବାଟୀ ଷ୍ଟାଡିୟମର ପୁନରୁଦ୍ଧାର ଓ ସଂପ୍ରସାରଣ କରାଯିବ : ମୁଖ୍ୟମନ୍ତ୍ରୀ

ବାରବାଟୀ ଷ୍ଟାଡିୟମର ପୁନରୁଦ୍ଧାର ଓ ସଂପ୍ରସାରଣ କରାଯିବ : ମୁଖ୍ୟମନ୍ତ୍ରୀ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.