Month: September 2024

ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ସଂଚାର ବ୍ୟୁରୋ: ଗଣେଶ ପୂଜାରେ ଭିଜିବ ଉପକୂଳ ଓଡ଼ିଶା । ପଶ୍ଚିମ କେନ୍ଦ୍ରୀୟ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ଉତ୍ତର ଓ ଉତ୍ତର-ପଶ୍ଚିମ ...

Read more

ଟିକେଟ ବଣ୍ଟାକୁ ନେଇ ହରିୟାଣା ବିଜେପିରେ ବିଦ୍ରୋହ

ସଂଚାର ବ୍ୟୁରୋ: ଦିନକୁ ଦିନ ଜଟିଳ ସ୍ଥିତିକୁ ଯାଉଛି ହରିୟାଣା ବିଜେପି । ଟିକେଟ ବଣ୍ଟନକୁ ନେଇ ଦଳରେ ବିଦ୍ରୋହ ସୃଷ୍ଟି ହୋଇଥିବା ବେଳେ ଅନେକ ନେତା, ...

Read more

ପୁରୀ ସମୁଦ୍ର କୂଳରେ ଅଜଣା କଣ୍ଟେନର

ସଂଚାର ବ୍ୟୁରୋ: ଗତକାଲି ପୁରୀ ସମୁଦ୍ରରେ ଭାସୁଥିବା ଅଜଣା କଣ୍ଟେନରଟି କୂଳରେ ଲାଗିଛି । ସମୁଦ୍ରର ଉଚ୍ଚ ଲହଡି ମାଡ଼ରେ କଣ୍ଟେନରଟି କୂଳକୁ ଚାଲି ଆଓିଛି  ।ଗତକାଲି ...

Read more

୨ ଦିନିଆ ସମ୍ବଲପୁର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ

ସଂଚାର ବ୍ୟୁରୋ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆସନ୍ତା ୮ତାରିଖରେ ଦୁଇଦିନିଆ ସମ୍ବଲପୁର ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି । ପଶ୍ଚିମଓଡ଼ିଶାର ଗଣପର୍ବ ନୂଆଖାଇ ଅବସରରେ ମୁଖ୍ୟମନ୍ତ୍ରୀ ...

Read more

ଭିଜିଲାନ୍ସ ଜାଲରେ ଜେଲ୍ ସୁପରିଣ୍ଟେଣ୍ଡେଣ୍ଟ

ସଂଚାର ବ୍ୟୁରୋ:  ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କେନ୍ଦୁଝର ଜିଲ୍ଲା ମୁଖ୍ୟ କାରାଗାରର ସୁପରିଣ୍ଟେଣ୍ଡେଣ୍ଟ ସତ୍ୟପ୍ରକାଶ ସ୍ୱାଇଁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ । କେନ୍ଦୁଝର ସରକାରୀ ...

Read more

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କଲେ ୨ ଓଡ଼ିଆ ଶିକ୍ଷକ

ସଂଚାର ବ୍ୟୁରୋ: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କଠାରୁ ଜାତୀୟ ଶିକ୍ଷକ ପୁରସ୍କାର ଗ୍ରହଣ କରିଛନ୍ତି ଓଡ଼ିଶାର ଦୁଇ ଶିକ୍ଷକ । ନୂଆଦିଲ୍ଲୀସ୍ଥିତ ବିଜ୍ଞାନ ଭବନଠାରେ ଏହି ପୁରସ୍କାର ଗ୍ରହଣ ...

Read more

ସିଙ୍ଗାପୁରରେ ବିଜନେସ୍ ଲିଡର୍ସ ସମ୍ମିଳନୀକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

ସଂଚାର ବ୍ୟୁରୋ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସିଙ୍ଗାପୁରରେ ଚାଲିଥିବା ବିଜନେସ୍ ଲିଡର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, "ଆମେ ଭାରତରେ ...

Read more
Page 50 of 61 1 49 50 51 61