Month: January 2025

ମଣିପୁରରେ ବିଜେପି ସରକାରକୁ ବଡ଼ ଝଟକା, ସମର୍ଥନ ପ୍ରତ୍ୟାହାର କରିଛି ନୀତିଶ କୁମାରଙ୍କ ଜେଡିୟୁ

ନୂଆଦିଲ୍ଲୀ: ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କ ନେତୃତ୍ୱାଧୀନ ଜନତା ଦଳ (ୟୁନାଇଟେଡ୍) ମଣିପୁର ସରକାରଙ୍କୁ ସମର୍ଥନ ପ୍ରତ୍ୟାହାର କରିଛି। ମଣିପୁରରେ ମୁଖ୍ୟମନ୍ତ୍ରୀ ଏନ ବୀରେନ ସିଂହଙ୍କ ନେତୃତ୍ୱରେ ...

Read more

ନିଆଁ ଭୟରେ ଡେଇଁ ପଡ଼ିଲେ, ଗୁଜବ ପାଇଁ ଚାଲିଗଲା ୮ ଜୀବନ

ସଂଚାର ବ୍ୟୁରୋ: ମହାରାଷ୍ଟ୍ରରେ ବଡ଼ ଧରଣର ଅଘଟଣ । ମହାରାଷ୍ଟ୍ରର ଜଲଗାଓଁର ପରାଣ୍ଡା ରେଳ ଷ୍ଟେସନରେ ବଡ଼ ଧରଣର ମର୍ମନ୍ତୁଦ ଦୁର୍ଘଟଣା । ଟ୍ରେନ ମାଡ଼ିଯାଇ ୮ଜଣ ...

Read more

ଗ୍ରାମାଞ୍ଚଳର ବିକାଶ ପାଇଁ ବିକଶିତ ଗାଁ ବିକଶିତ ଓଡ଼ିଶା ଯୋଜନା, ବାଜିଲା ରାଜ୍ୟ କ୍ୟାବିନେଟର ମୋହର

ସଂଚାର ବ୍ୟୁରୋ: ଗ୍ରାମାଞ୍ଚଳର ତ୍ୱରିତ ବିକାଶ ପାଇଁ ନୂଆ ଯୋଜନା ବିକଶିତ ଗାଁ ବିକଶିତ ଓଡ଼ିଶା ଆରମ୍ଭ କରିଛନ୍ତି ସରକାର। ଏହି ଯୋଜନାକୁ ଆଜି ରାଜ୍ୟ କ୍ୟାବିନେଟ ...

Read more

‘ଘୁମୁରା’ ଉତ୍ସବରେ କଳାହାଣ୍ଡିର ଯୁବ ପ୍ରତିଭାଙ୍କୁ ସମ୍ବର୍ଦ୍ଧିତ କଲା ବେଦାନ୍ତ

ବେଦାନ୍ତ ଆଲୁମିନିୟମର ଭାରତର ଅଗ୍ରଣୀ ସ୍ମେଲଟର ଗ୍ରେଡ୍ଆଲୁମିନା ଉତ୍ପାଦନକାରୀ ତଥା ବେଦାନ୍ତ ଆଲୁମିନିୟମର ସହାୟକ ସଂସ୍ଥା ବେଦା ନ୍ତଲିମିଟେଡ ପକ୍ଷରୁ କଳାହାଣ୍ଡି ଜିଲ୍ଲାର ୯ଜଣ ଯୁବକଙ୍କୁ ଶିକ୍ଷା ...

Read more

ସରିଲା ରାଜ୍ୟ କ୍ୟାବିନେଟ୍ ବୈଠକ, ୧୦ ପ୍ରସ୍ତାବକୁ ଅନୁମୋଦନ

ସଂଚାର ବ୍ୟୁରୋ: ୧୦ଟି ପ୍ରସ୍ତାବକୁ ମୋହର ମାରିଛି ରାଜ୍ୟ କ୍ୟାବିନେଟ ବୈଠକ। ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ଉପରେ ରାଜ୍ୟ କ୍ୟାବିନେଟ ମୋହର ମାରିଛି ...

Read more

ବେଦାନ୍ତ ଆଲୁମିନିୟମ ପକ୍ଷରୁ ଓଡ଼ିଶା ରଜାମଖାନି କୋଇଲାଖଣିରେ ଅତ୍ୟାଧୁନିକ କାର୍ଯ୍ୟକ୍ଷମ

ଭୁବନେଶ୍ବର: ଭାରତର ସର୍ବବୃହତ ଆଲୁମିନିୟମ ଉତ୍ପାଦନକାରୀ ବେଦାନ୍ତ ଆଲୁମିନିୟମ ଓଡ଼ିଶାର ଜାମଖାନି କୋଇଲାଖଣିରେ ଏକ ଅତ୍ୟାଧୁନିକ କାର୍ଯ୍ୟକ୍ଷମ ଡାସବୋର୍ଡର ଶୁଭାରମ୍ଭ କରିଛି । ଏହି ଅତ୍ୟାଧୁନି କଡିଜିଟାଲ ...

Read more

ଚଳିତ ମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର : ଚଳିତ ମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ...

Read more

ଆସନ୍ତା ୨୮ ଏବଂ ୨୯ରେ ଦୁଇ ଦିନ ଧରି ଚାଲିବ  ଉତ୍କର୍ଷ ଓଡିଶା ସମ୍ମିଳନୀ

ଭୁବନେଶ୍ୱର : ଆସନ୍ତା ୨୮ ଏବଂ ୨୯ରେ ଦୁଇ ଦିନ ଧରି ଚାଲିବ  ଉତ୍କର୍ଷ ଓଡିଶା ସମ୍ମିଳନୀ    ା  ୨୮ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ ...

Read more

ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କଲେ ରାଜ୍ୟ ସରକାର

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବଡ଼ ଘୋଷଣା । ଏସଓଜି ଯବାନଙ୍କ ସ୍ବତନ୍ତ୍ର ଭତ୍ତା ବୃଦ୍ଧି କରିଛନ୍ତି ରାଜ୍ୟ ସରକାର । ବିଭିନ୍ନ ଅପରେସନରେ ଯାଉଥିବା ...

Read more
Page 19 of 57 1 18 19 20 57