Monday, May 11, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଜୀବନ ଶୈଳୀ

ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?

Sanchar Live by Sanchar Live
November 22, 2024
in ଜୀବନ ଶୈଳୀ
0
ଜାଣନ୍ତୁ ଆଜି ଦିନଟି ଆପଣଙ୍କ ପାଇଁ କେମିତି?
0
SHARES
69
VIEWS
FacebookTwitter

ମେଷ : ଯେତେ ଭଲ କାମ କଲେ ମଧ୍ୟ ନିଜ ଲୋକଙ୍କ ଦ୍ୱାରା ସମାଲୋଚନାର ପାତ୍ର ହେବେ । ପାରିବାରିକ ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କୁ ସାହାଯ୍ୟ ମାଗିବାକୁ ପଡିବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତ ହେବେ । ବ୍ୟବସାୟ, ବାଣିଜ୍ୟ, ଆଲୋଚନା ଏବଂ ଆନୁଷ୍ଠାନିକ କାମରେ ସଫଳତା ହାସଲ କରିବେ ।

ବୃଷ : କର୍ମକ୍ଷେତ୍ରରେ ଭୁଲରେ ସ୍ଥଗିତ କାମ ପାଇଁ ଅନ୍ୟମାନଙ୍କ ନିକଟରେ ମୁଣ୍ଡ ନୁଆଁଇବାକୁ ପଡ଼ିପାରେ । ବ୍ୟବସାୟରେ କ୍ରମଶଃ ଉନ୍ନତି ପରିଲକ୍ଷିତ ହେବା ସହ ସ୍ବାସ୍ଥ୍ୟଗତ ସମସ୍ୟା ସମାଧାନ ହୋଇପାରେ । ମନ ଅସ୍ଥିର ରହିବା କାରଣରୁ କାମଗୁଡିକ ସମ୍ପୂର୍ଣ୍ଣ କରିବା କଷ୍ଟକର ହୋଇପଡ଼ିବ ।

ମିଥୁନ : ବନ୍ଧୁଙ୍କ ସାହାଯ୍ୟ ଲାଭ କରି ଆଶ୍ୱସ୍ତି ଅନୁଭବ କରିବେ । ଆତ୍ମୀୟଙ୍କ ମାଧ୍ୟମରେ ବାଣିଜ୍ୟ, ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ଅସୁବିଧା ଦୂର ହେବ । ଆବଶ୍ୟକତା ପୂରଣ ସକାଶେ ଜଣେ ବନ୍ଧୁଙ୍କଠାରୁ ଆଶାନୁଯାୟୀ ଅର୍ଥ ସାହାଯ୍ୟ ପାଇବେ । କର୍ମକ୍ଷେତ୍ରରେ ଦକ୍ଷତା ଓ ସମୟାନୁବର୍ତ୍ତିତା ସକାଶେ ଉପରିସ୍ଥଙ୍କ ଦ୍ୱାରା ପ୍ରଶଂସିତ ହେବେ ।

କର୍କଟ : ଆଜି ଆକସ୍ମିକ ଭାବରେ କୌଣସି ସମସ୍ୟା ଭିତରେ ଛନ୍ଦି ହୋଇଯିବାକୁ ପଡ଼ିପାରେ । ପୂର୍ବ କଳହକୁ କେନ୍ଦ୍ରକରି ନିକଟ ସମ୍ପର୍କୀୟମାନେ ପାଖ ମାଡ଼ିବେ ନାହିଁ । ଆବଶ୍ୟକତା ପୂରଣ ପାଇଁ ଆପଣ ଧାରକରଜ କରି କାମ ଚଳାଇ ନେବେ । ବ୍ୟବସାୟ, ଶିଳ୍ପ, ପରିବହନ ଓ ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳପ୍ରାପ୍ତି ହୋଇପାରେ ।

ସିଂହ : ପାରସ୍ପରିକ ବୁଝାମଣା ହେତୁ ପରିବାରରେ ସୁଖ ଶାନ୍ତି ରାଜୁତି କରିବ । ବ୍ୟବସାୟରେ ସଫଳତା ହାସଲ କରିବେ, କର୍ମକ୍ଷେତ୍ରରେ କୌଣସି ସୁଯୋଗ ହରାଇ ବ୍ୟଥିତ ହେବେ । ସ୍ତ୍ରୀଙ୍କ ସହ ମତପାର୍ଥକ୍ୟ ଦେଖାଦେବ । କଳା, ସାହିତ୍ୟ, ଗବେଷଣା ଓ ରଚନାମତ୍କ କାମରେ ପ୍ରଶଂସା ପାଇବେ ।

କନ୍ୟା : ଆଶା ଓ ନିରାଶାର ଦୋଛକିରେ ରହି ମତ ବଦଳାଇବାକୁ ବାଧ୍ୟ ହେବେ । ସଭାସମିତି କିମ୍ବା ଆଲୋଚନା ପରିସରରେ ସାହସିକତା ପ୍ରଦର୍ଶନ କରି ପ୍ରଶଂସିତ ହେବେ । କ୍ରୀଡ଼ା, ସାହିତ୍ୟ ଓ ସଙ୍ଗୀତାଦିରେ ସୁନାମ ଅର୍ଜନ କରିବେ । ଯାନବାହନରେ ଯିବା ସମୟରେ ସତର୍କତା ରକ୍ଷା ନ କଲେ ବହୁମୂଲ୍ୟ ଦେବାକୁ ପଡ଼ିପାରେ ।

ତୁଳା : ନିଜର ଲକ୍ଷ୍ୟ ହାସଲ ପରିପ୍ରେକ୍ଷୀରେ ମିଠା କଥା କହି ପରକୁ ଆପଣାର କରିପାରିବେ । କର୍ମକ୍ଷେତ୍ରରେ ଚାପଗ୍ରସ୍ତ କାରଣରୁ ବାକିଆ କାମ ପାଇଁ ଚିନ୍ତା ବଢିଯିବ । ଅଭାବ ଓ ଅସୁବିଧା ପ୍ରଭୃତିରେ ମନର ଆବେଗିକ କଥାକୁ ସହକର୍ମୀଟି ବୁଝିପାରିବ ନାହିଁ । ରୋଗ, ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ସାମୟିକ ବ୍ୟସ୍ତ ରହିପାରନ୍ତି ।

ବିଛା : ବନ୍ଧୁଙ୍କ କଥାରେ ପ୍ରଭାବିତ ହୋଇ କୌଣସି ଭୁଲ କାମ କରିପାରନ୍ତି । ପରିସ୍ଥିତିବଶତଃ କଠିନ ପରିଶ୍ରମ ହେତୁକ ଅବସାଦ ଦେଖାଦେବ । ବ୍ୟବସାୟିକ ସ୍ଥିତି ଭଲ ରହିବ । ବନ୍ଧୁଙ୍କ ଦ୍ୱାରା ପ୍ରଭାବିତ ହୋଇ ସତ୍‌ସଙ୍ଗ ଓ ଧର୍ମଚର୍ଚ୍ଚା ଦିଗକୁ ମନ ବଳାଇବେ । ପ୍ରତ୍ୟେକ ସମସ୍ୟା ସମାଧାନରେ ରାସ୍ତା ଖୋଜି ବାହାର କରିବାରେ ସମର୍ଥ ହୋଇପାରନ୍ତି ।

ଧନୁ : ଯେତେ ଉପାୟ ଅବଲମ୍ବନ କଲେ ମଧ୍ୟ ସୁବିଧାରେ କାମ ହାସଲ କଷ୍ଟକର ହୋଇପଡ଼ିବ । କିନ୍ତୁ ନିଜର ପାଖ ପଡ଼ୋଶୀ ସହାନୁଭୂତି ପ୍ରଦର୍ଶନ ସହ ଆଜିର ଯାତ୍ରା ଓ ଭ୍ରମଣ ପ୍ରୀତିପ୍ରଦ ରହିବ । ଆଜି ସହକର୍ମୀଙ୍କ ଆଭ୍ୟନ୍ତରୀଣ ବ୍ୟାପାରରେ ମୁଣ୍ଡ ପୂରାନ୍ତୁ ନାହିଁ । ଅବଶ୍ୟ ନିଜ ପରିବାରରେ ବୁଝାମଣା ଠିକ୍‌ ରହିବ ।

ମକର : ପରିସ୍ଥିତିକୁ ଦେଖିଚାହିଁ କାମ ନ କଲେ ଜଟିଳ ପରିସ୍ଥିତି ଉପୁଜିପାରେ । ଔଷଧ ସେବନରେ ଅବହେଳା ହେତୁ ପୁରାତନ ରୋଗର ପୀଡ଼ା ବୃଦ୍ଧି ପାଇପାରେ । ପାଖପଡ଼ୋଶୀ ଏବଂ ସହକର୍ମୀଙ୍କ ସହାନୁଭୂତି ଯୋଗୁ କାମଗୁଡ଼ିକ ସମ୍ପନ୍ନ କରିବାରେ ବିଶେଷ ଅସୁବିଧା ହେବ ନାହିଁ । ସନ୍ଦେହ ଓ ଭୁଲ ବୁଝାମଣା କାରଣରୁ ପାରିବାରିକ ଜୀବନରେ ଅନାଦର ପାଇପାରନ୍ତି ।

କୁମ୍ଭ : ପୂର୍ବ ରାଗ ଶୁଝାଇବାକୁ ନିଜ ଲୋକ ପାଖମାଡ଼ିବ ନାହିଁ । ପାରିବାରିକ ସମସ୍ୟା ହେତୁ ମନୋବଳ ହ୍ରାସ ପାଇପାରେ । କର୍ମକ୍ଷେତ୍ରରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡ଼ିବେ । ପଡ଼ୋଶୀଙ୍କ ସହାୟତାରେ ପାଇବାକୁ ଥିବା ବକେୟା ଅର୍ଥ ଆଦାୟ କରିପାରନ୍ତି ।

ମୀନ : ଆଜି ଅଟକି ରହିଥିବା କାର୍ଯ୍ୟ ଆରମ୍ଭ ପାଇଁ ସ୍ଥିର କରିବେ । ଅପ୍ରୀତିକର ପରିସ୍ଥିତିଜନିତ ଘଟଣାର ଦିଗ ବଦଳି ଯାଇପାରେ । ବନ୍ଧୁମାନେ ଠିକ୍‌ ଖବର ନ ଦେବାରୁ ସମସ୍ୟା ସୃଷ୍ଟି ହୋଇପାରେ । ଶିଳ୍ପ, ବ୍ୟବସାୟ, ପରିବହନ କ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢ଼ିପାରେ ।

Tags: horoscoperashifala
ShareTweetShareSend
Sanchar Live

Sanchar Live

Next Post
ଟ୍ରକ୍ ଧକ୍କାରେ ୪ ଜଣଙ୍କର ମୃତ୍ୟୁ

ଟ୍ରକ୍ ଧକ୍କାରେ ୪ ଜଣଙ୍କର ମୃତ୍ୟୁ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଓଡଗାଁରେ ହିଂସା, ଯୁବକଙ୍କୁ ମାରିଦେଲେ
  • ଖାଇକୁ ଖସିଲା କାର : ୬ ମୃତ, ୪ ଆହତ
  • ରତ୍ନ ଅଳଙ୍କାରର ଗଣତି ମଣତି : ବନ୍ଦ ରହିବ ଭିତର କାଠ ଦର୍ଶନ
  • ହିମନ୍ତ ବିଶ୍ବଶର୍ମା ପୁଣି ହେବେ ଆସାମର ମୁଖ୍ୟମନ୍ତ୍ରୀ, କାଲି ନେବେ ଶପଥ
  • ଆଜି ପଞ୍ଜାବ ଓ ଦିଲ୍ଲୀ ମୁକାବିଲା

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • May 2026
  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.