Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଓଡ଼ିଶାରେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା

Sanchar Live by Sanchar Live
October 20, 2024
in ଓଡିଶା
0
୨୪ ଘଣ୍ଟାରେ ଓଡ଼ିଶାରେ ବର୍ଷା ସମ୍ଭାବନା
0
SHARES
21
VIEWS
FacebookTwitter

ସଂଚାର ବ୍ୟୁରୋ: କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ବଳ ଗୋଟାଉଛି ସମ୍ଭାବ୍ୟ ବାତ୍ୟା। ଆସନ୍ତା ୨୩ ତାରିଖରେ ଏହା ବାତ୍ୟାରେ ପରିଣତ ହେବ। ୨୪ ତାରିଖରେ ଏହା  ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ୨୪ ଓ ୨୫ ତାରିଖରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସମ୍ଭାବ୍ୟ ବାତ୍ୟା ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।  ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏହି ସୂଚନା ଦେଇଛନ୍ତି।

ଆଇଏମଡି ଡିଜି କହିଛନ୍ତି,  ଗତକାଲି କେନ୍ଦ୍ରୀୟ ଆଣ୍ଡାମାନ ସାଗର ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟଟି ଉତ୍ତର ଆଣ୍ଡାମାନ ସାଗର ନିକଟସ୍ଥ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀ ଭୂତ ରହିଛି। ଆସନ୍ତାକାଲି ଏହା ଲୁଘଚାପ କ୍ଷେତ୍ରରେ ପରିଣତ ହେବ। ଏହା ପଶ୍ଚିମ ଓ ଉତ୍ତର ପଶ୍ଚିମ ଦିଗରେ ଗତି କରି ୨୨ ତାରିଖରେ  ଅବପାତରେ ପରିଣତ ହେବ। ୨୩ ତାରିଖରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏହା ଘୂର୍ଣ୍ଣିବାତ୍ୟାରେ ପରିଣତ ହୋଇପାରେ।  ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ୨୪ତାରିଖ ସକାଳେ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ଛୁଇଁବ। ଉପକୂଳ ଛୁଇଁଲା ବେଳେ ସମୁଦ୍ରରେ ପବନର ବେଗ ୧୦୦ରୁ ୧୨୦ କିମି ରହିବ।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ଆସନ୍ତା ୨୩ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହୋଇଯିବ। କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ୨୪ ଓ ୨୫ ତାରିଖରେ ଓଡ଼ିଶାରେ ଅଧିକ ବର୍ଷା ହେବ। ବିଶେଷ କରି ଉପକୂଳବର୍ତ୍ତୀ ଓଡ଼ିଶାରେ ଅଧିକ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶା ଅପେକ୍ଷା ଉପକୂଳରେ ଓଡ଼ିଶାରେ ଅଧିକ ବର୍ଷା ହେବ।  କିଛି ସ୍ଥାନରେ ୨୦ରୁ ୩୦ ସେମି ପର୍ଯ୍ୟନ୍ତ ବର୍ଷା ହେବ। ଏପରିକି ଆଉ କିଛି ସ୍ଥାନରେ ୩୦ ସେମିରୁ ଅଧିକ ବର୍ଷା ହେବ ବୋଲି ଆଇଏମଡି ଡିଜି କହିଛନ୍ତି।

ସମ୍ଭାବ୍ୟ ବାତ୍ୟା ପ୍ରଭାବରେ ସମୁଦ୍ର ଅଶାନ୍ତ ରହିବ। ଏଥିପାଇଁ ମତ୍ସ୍ୟଜୀବୀଙ୍କୁ  ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି। ମତ୍ସ୍ୟଜୀବୀ ମାନେ ଆଣ୍ଡାମାନ ସାଗରରୁ ୨୧ ତାରିଖ ପର୍ଯ୍ୟନ୍ତ ଯିବାକୁ ବାରଣ କରାଯାଇଛି। ସେହିପରି ୨୩ ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ ବଙ୍ଗୋପସାଗରକୁ ଓ ୨୫ ତାରିଖ ପର୍ଯ୍ୟନ୍ତ ଉତ୍ତର ବଙ୍ଗୋପ  ସାଗରକୁ ଯିବାକୁ ମତ୍ସ୍ୟଜୀବୀଙ୍କୁ ବାରଣ ଯାଇଛି। ଯେଉଁ ମତ୍ସ୍ୟଜୀବୀ ମାନେ ସମୁଦ୍ରରେ ଅଛନ୍ତି ସେମାନେ ୨୧ ତାରିଖ ସୁଦ୍ଧା ଫେରି ଆସିବାକୁ  ଆଇଏମଡି ଡିଜି ପରାମର୍ଶ ଦେଇଛନ୍ତି।

ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ସମ୍ଭାବ୍ୟ ବାତ୍ୟାଟି କେଉଁଠି ସ୍ଥଳଭାଗ ଛୁଇଁବ ସ୍ପଷ୍ଟ ହେବ। ପ୍ରାଥମିକ ଆକଳନ ଅନୁସାରେ ଏହା ଓଡ଼ିଶା-ପଶ୍ଚିମବଙ୍ଗ ମୁହାଁ ହେବ ଜଣାପଡ଼ିଛି ବୋଲି ଆଇଏମଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ସୂଚନା ଦେଇଛନ୍ତି।

Tags: cycloneodisharain
ShareTweetShareSend
Sanchar Live

Sanchar Live

Next Post
ରାସନକାର୍ଡ ହିତାଧିକାରୀ ଇ କେୱାଇସି କରି ନାହାଁନ୍ତି କି? ଆଉ ରହିଲା ..

ରାସନକାର୍ଡ ହିତାଧିକାରୀ ଇ କେୱାଇସି କରି ନାହାଁନ୍ତି କି? ଆଉ ରହିଲା ..

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ
  • ଆଜି ଦଶମୀ ତିଥିରେ ଚକାବିଜେ କରିବେ ଶ୍ରୀଜୀଉ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.