Tuesday, April 21, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

୨୪ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା

Sanchar Live by Sanchar Live
August 20, 2025
in ଓଡିଶା
0
ଆଜି ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା
0
SHARES
62
VIEWS
FacebookTwitter

ସଂଚାର ବ୍ୟୁରୋ: ଦୁର୍ବଳ ହେଉଛି ଅବପାତ । ଆଗାମୀ ୧୨ ଘଣ୍ଟାରେ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହେବ। କ୍ରମଶଃ ପଶ୍ଚିମ- ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଦକ୍ଷିଣ ଛତିଶଗଡ଼ ମୁହାଁ ହେବ। ଅବପାତ ପ୍ରଭାବରୁ ଆଭ୍ୟନ୍ତରୀଣ ଓଡ଼ିଶାରେ ଲାଗିରହିଛି ବର୍ଷା ।  ଆସନ୍ତା ୨୪ ତାରିଖ ଯାଏ ପ୍ରବଳ ବର୍ଷା ଆଶଙ୍କା ରହିଛି ।  ଆଜି ପ୍ରବଳ ବର୍ଷା ପାଇଁ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ପୁରୀ, କେନ୍ଦୁଝର ଓ ମୟୂରଭଞ୍ଜକୁ ୟେଲୋ ଆଲର୍ଟ ଜାରି ହୋଇଛି ।  ଆସନ୍ତା ୨୪ ତାରିଖ ଯାଏଁ ବିଭିନ୍ନ ଜିଲ୍ଲାକୁ ଝଡ଼ବର୍ଷା ନେଇ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଜ୍ଞାନ କେନ୍ଦ୍ର ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଭୂକମ୍ପ ଝଟକାରେ ଥରିଲା ହିମାଚଳ ପ୍ରଦେଶ ସହ ପାକିସ୍ତାନ ମାଟି

ଭୂକମ୍ପ ଝଟକାରେ ଥରିଲା ହିମାଚଳ ପ୍ରଦେଶ ସହ ପାକିସ୍ତାନ ମାଟି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଗର୍ଭବତୀ ଅଛନ୍ତି ମୋନାଲିସା, ଏବେ କଣ ହେବ ମାମଲା….
  • ପ୍ୟାଣ୍ଟ ଭିତରେ ବିଛୁଆତି ପୁରେଇବା ଘଟଣା : ପ୍ରଧାନଶିକ୍ଷକ ନିଲମ୍ବିତ
  • ଏଣିକି କେଦାରନାଥରେ ମୋବାଇଲ ମନା
  • ୧୦ଦିନିଆ ଦିଲ୍ଲୀ ରହଣି ପରେ ଓଡ଼ିଶା ଫେରିଲେ ନବୀନ
  • ମହାନଦୀ ଜଳ ବିବାଦ : ମେ’ ୨ ରେ ପରବର୍ତ୍ତୀ ଶୁଣାଣି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • April 2026
  • March 2026
  • February 2026
  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.