Friday, June 20, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ବିଦେଶ

୨୭ ନାଇଜେରିଆ ସୈନିକ ନିହତ

Sanchar Live by Sanchar Live
January 27, 2025
in ବିଦେଶ
0
୨୭ ନାଇଜେରିଆ ସୈନିକ ନିହତ
0
SHARES
2
VIEWS
FacebookTwitter

ନୂଆଦିଲ୍ଲୀ : ଉତ୍ତରପୂର୍ୱ ନାଇଜେରିଆରେ ଏକ ଜିହାଦୀ ଆତ୍ମଘାତୀ ଆକ୍ରମଣରେ ଅତି  ୨୭ ନାଇଜେରିଆ ସୈନିକ ନିହତ ହୋଇଛନ୍ତି ।  ଏହି ଆକ୍ରମଣରେ  ଅନେକ ସୈନ୍ୟ ଆହତ ମଧ୍ୟ ହୋଇଛନ୍ତି । ସୂଚନା ଅନୁସାରେ  ଗତ ସପ୍ତାହରେ  ବେର୍ନୋ ଏବଂ ୟୋବେ ରାଜ୍ୟ ମଧ୍ୟସ୍ଥ ଏକ ଅଞ୍ଚଳରେ  ଥିବା  ବୋକୋ ହରାମ ଓ ଇସ୍ଲାମିକ  ଷ୍ଟେଟ  ଆତଙ୍କବାଦୀଙ୍କ ଆଶ୍ରୟସ୍ଥଳୀ ଉପରେ ନାଇଜେରିଆ ସୈନ୍ୟମାନେ ଆକ୍ରମଣ କରିଥିଲେ । ଏହି ଆକ୍ରମଣରେ ୭୯ ଆତଙ୍କବାଦୀ ନିହତ ହୋଇଥିଲେ । ଏହି ଆକ୍ରମଣର ପ୍ରତଶୋଧ ନେବାକୁ ଆତଙ୍କବାଦୀମାନେ ଆକ୍ରମଣ କରିଥିବା କୁହାଯାଉଛି । କେତେକଙ୍କ ଅବସ୍ଥା ସଙ୍କଟାପନ୍ନ ଥିବାରୁ ଆହତଙ୍କ ସଂଖ୍ୟା ବଢ଼ିପାରେ ବୋଲି ଅଧିକାରୀ  କହିଛନ୍ତି  ।୨୦୧୬ରେ ବୋକୋ ହରାମଠାରୁ ବିଚ୍ଛିନ୍ନ ହୋଇ ଆଇଏସଡବ୍ଲ୍ୟୁଏପି ଉତ୍ତର-ପୂର୍ବାଞ୍ଚଳର ମୁଖ୍ୟ ଅପରାଧ ଗୋଷ୍ଠୀ ରେ ପରିଣତ ହୋଇଥିଲା ।

Tags: Naijeriasoilder
ShareTweetShareSend
Sanchar Live

Sanchar Live

Next Post
ଖୋଲିଲା ରାୟଗଡ଼ାର ଅଧିଷ୍ଠାତ୍ରୀଦେବୀ ମା’ ମଝିଘରିଆଣୀଙ୍କ ହୁଣ୍ଡି

ଖୋଲିଲା ରାୟଗଡ଼ାର ଅଧିଷ୍ଠାତ୍ରୀଦେବୀ ମା’ ମଝିଘରିଆଣୀଙ୍କ ହୁଣ୍ଡି

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ
  • ଏୟାର ଇଣ୍ଡିଆର ୮ଟି ଉଡ଼ାଣ ବାତିଲ
  • ତେଲ ପକାଇବାକୁ ଯାଉଛନ୍ତି କି? ଜାଣନ୍ତୁ ଆପଣଙ୍କ ସହରରେ କଣ ରହିଛି ଦାମ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.