Thursday, January 15, 2026
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଭାରତ

ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୩ ଗିରଫ

Sanchar Live by Sanchar Live
October 12, 2025
in ଭାରତ
0
ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୩ ଗିରଫ
0
SHARES
25
VIEWS
FacebookTwitter

ସଂଚାର ବ୍ୟୁରୋ: ପଶ୍ଚିମବଙ୍ଗରେ ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ଘଟଣାରେ ୩ ଗିରଫ। ୩ ଜଣଙ୍କୁ ଗିରଫ କଲା ଦୁର୍ଗାପୁର ପୋଲିସ । ଅନ୍ୟ ୨ ଜଣଙ୍କୁ ଖୋଜୁଛି ପୋଲିସ । ପୁରୁଷବନ୍ଧୁଙ୍କ ସହ ୩ ଜଣଙ୍କୁ ଗିରଫ କରିଥିବା ସୂଚନା । ଦୁର୍ଗାପୁରରେ ବାଲେଶ୍ବର ପ୍ରଶାସନର ସ୍ବତନ୍ତ୍ର ଟିମ୍ । ପୀଡ଼ିତା ଓ ପରିବାରକୁ ଭେଟିଛନ୍ତି ୪ ଜଣିଆ ଟିମ । ୧୬୪ ଅନୁଯାୟୀ ପୀଡ଼ିତାଙ୍କ ବାୟନ ରେକର୍ଡ କରାଯାଇଛି । ଟିମରେ ଜିଲ୍ଲା ସମାଜ ମଙ୍ଗଳ ଅଧିକାରୀ ଓ ଡିଏସପିଙ୍କ ସମେତ ଅନ୍ୟ ମାନେ ଅଛନ୍ତି । ଫୋରେନସିକ୍ ଟିମ୍ ପ୍ରମାଣ ସଂଗ୍ରହ କରୁଛି ଏବଂ ନିକଟସ୍ଥ ଅଞ୍ଚଳର CCTV ଫୁଟେଜ୍ ଯାଞ୍ଚ କରାଯାଉଛି ।

ସେପଟେ ପୀଡ଼ିତାଙ୍କ ସ୍ବାସ୍ଥ୍ୟବସ୍ଥା ସ୍ଥିର ରହିଛି । ତାଙ୍କୁ ଦୁର୍ଗାପୁରରେ ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ସେ ଆଇସିୟୁରେ ଚିକିତ୍ସିତ ହେଉଛନ୍ତି । ଏହି ଘଟଣାରେ IQ ସିଟି ମେଡିକାଲ କଲେଜକୁ ରିପୋର୍ଟ ତଲବ କରିଛି ପଶ୍ଚିମବଙ୍ଗର ସ୍ବାସ୍ଥ୍ୟ ବିଭାଗ । ଅଭିଯୁକ୍ତଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ପାଇଁ ମମତାଙ୍କ ନିକଟରେ ଦାବି କରିଛନ୍ତି ମୁଖ୍ୟନ୍ତ୍ରୀ ମୋହନ ମାଝୀ । କଠୋର ଦଣ୍ଡ ଦେବା ପାଇଁ ଦାବି କରିଛନ୍ତି । ଏପଟେ ପୀଡ଼ିତାଙ୍କ ବାପାଙ୍କ ସହ ଫୋନରେ କଥା ହୋଇଛନ୍ତି ମୁଖ୍ୟମନ୍ତ୍ରୀ । ସମବେଦନା ଜଣାଇବା ସହ ସବୁ ସହାୟତା ପ୍ରଦାନ ପାଇଁ ପ୍ରତିଶ୍ରୁତି ଦେଇଛନ୍ତି ।

ପୁରୁଷ ବନ୍ଧୁଙ୍କ ଉପରେ ସନ୍ଦେହ କରିଛନ୍ତି ପୀଡ଼ିତାଙ୍କ ବାପା। ଝିଅକୁ ଛଳନା କରି ବାହାରକୁ ଆଣିଥିବା ଏବଂ ଅପରାଧୀମାନଙ୍କ ସହ ସମ୍ଭାବ୍ୟ ଷଡ଼ଯନ୍ତ୍ର କରିଥିବା ଅଭିଯୋଗ କରିଛନ୍ତି । ମାଆ ଅଭିଯୋଗ କରିଛନ୍ତି ଝିଅକୁ ଦୁଷ୍କର୍ମ ପରେ ଧମକ ଦିଆଯାଇଥିଲା । ଗତ ଶୁକ୍ରବାର ରତିରେ ଗଣଦୁଷ୍କର୍ମର ଶିକାର ହୋଇଥିଲେ ଛାତ୍ରୀ । ରାତି ପ୍ରାୟ ସାଢ଼େ ୮ଟା ବେଳେ ହଷ୍ଟେଲ ଗେଟ୍ ନିକଟରୁ କିଛି ଲୋକ ତାଙ୍କୁ ଏକ ଜଙ୍ଗଲିଆ ଅଞ୍ଚଳକୁ ଉଠାଇ ନେଇ ଗଣଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। ଗଣଦୁଷ୍କର୍ମ କରିବା ସହ ତାଙ୍କ ଠାରୁ ମୋବାଇଲ ଓ ୫ ହଜାର ଟଙ୍କା ମଧ୍ୟ ଛଡ଼ାଇ ନେଇଥିବା ପୀଡ଼ିତା ଛାତ୍ରୀଙ୍କ ବାପା ଅଭିଯୋଗ କରିଛନ୍ତି । ଛାତ୍ରୀ ଜଣଙ୍କ ତାଙ୍କର ଜଣେ ପୁରୁଷ ବନ୍ଧୁଙ୍କ ସହ ବାହାରକୁ ବାହାରକୁ ଆସିଥିଲେ। ପୁରୁଷ ବନ୍ଧୁ ତାଙ୍କୁ ବାହାନା କରି ଏକ ଖାଲି ସ୍ଥାନକୁ ନେବା ପରେ ସେଠାରୁ ଖସି ପଳାଇଥିଲେ । ଛାତ୍ରଛାତ୍ରୀମାନେ କଲେଜ ବାହାରେ ବିକ୍ଷୋଭ ପ୍ରଦର୍ଶନ କରି କ୍ୟାମ୍ପସରେ ସୁରକ୍ଷା ବୃଦ୍ଧି କରିବା ସହ ଶୀଘ୍ର ନ୍ୟାୟ ଦାବି କରିଛନ୍ତି।

Tags: crimewest bengal
ShareTweetShareSend
Sanchar Live

Sanchar Live

Next Post
କାବୁଲ ଆକ୍ରମଣର ବଦଲା ନେଲା ଅଫଗାନିସ୍ତାନ

କାବୁଲ ଆକ୍ରମଣର ବଦଲା ନେଲା ଅଫଗାନିସ୍ତାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଲିଙ୍ଗରାଜ ମହାପ୍ରଭୁଙ୍କ ନୀତିକାନ୍ତିରେ ପୁଣି ବିଭ୍ରାଟ
  • ଡ୍ରାଇଭିଂ ଲାଇସେନ୍ସ ନିୟମରେ ହେବ ବଡ଼ ପରିବର୍ତ୍ତନ
  • ଭଦ୍ରକ ଜିଲ୍ଲା ଧୂଷୁରୀ ଥାନା ଅଞ୍ଚଳରେ ଲଜ୍ଜା
  • ମକର ସଂକ୍ରାନ୍ତିରେ ଅଘଟଣ : ଶ୍ରୀମନ୍ଦିରରେ ପଡିଲା ରକ୍ତ ଛିଟା
  • ଆଜି ମକର ସଂକ୍ରାନ୍ତି

Recent Comments

  1. Swaraj kumar Parhi on ପରଲୋକରେ ସିଦ୍ଧାନ୍ତ ମହାପାତ୍ରଙ୍କ ମାଆ, ଶୋକପ୍ରକାଶ କଲେ କେନ୍ଦ୍ରମନ୍ତ୍ରୀ ଏବଂ ମୁଖ୍ୟମନ୍ତ୍ରୀ
  2. Kanhucharanpatra on କୁକୁଡ଼ା ଚାଷ ଉପରେ କଟକଣା ଜାରି କଲା ପୁରୀ ପ୍ରଶାସନ

Archives

  • January 2026
  • December 2025
  • November 2025
  • October 2025
  • September 2025
  • August 2025
  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.