Thursday, June 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ବାତ୍ଯା ପାଇଁ ୩ ଦିନ ସ୍କୁଲ ଛୁଟି

Sanchar Live by Sanchar Live
October 21, 2024
in ଓଡିଶା
0
ବାତ୍ଯା ପାଇଁ ୩ ଦିନ ସ୍କୁଲ ଛୁଟି
0
SHARES
12
VIEWS
FacebookTwitter

ସଂଚାର ବ୍ୟୁରୋ: ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ୧୪ଟି ଜିଲ୍ଲାରେ ୩ ଦିନିଆ ସ୍କୁଲ ଛୁଟି ଘୋଷଣା କରିଛନ୍ତି । ଆସନ୍ତା ୨୩ରୁ ୨୫ ତାରିଖ ପର୍ଯ୍ୟନ୍ତ ସ୍କୁଲଗୁଡ଼ିକୁ ଛୁଟି ଘୋଷଣା କରାଯାଇଛି । ଗଞ୍ଜାମ, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳ, ଯାଜପୁର, ଅନୁଗୁଳ, ଖୋର୍ଦ୍ଧା, ନୟାଗଡ଼ ଓ କଟକ ଜିଲ୍ଲାର ସମସ୍ତ ସ୍କୁଲକୁ ଛୁଟି ଘୋଷଣା କରାଯାଇଛି ।

ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ଏହି ୧୪ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ସେହିପରି ଅଳ୍ପ କିଛି ସ୍ଥାନରେ ଅତି ଭୀଷଣ ବର୍ଷା ହୋଇପାରେ । ତେଣୁ ପ୍ରତିଷେଧକମୂଳକ ପଦକ୍ଷେପ ସ୍ୱରୂପ ସ୍କୁଲ ଗୁଡ଼ିକ ଛୁଟି ଘୋଷଣା କରିବା ସହ ଆବଶ୍ୟକ ପଦକ୍ଷେପ ନେବାକୁ ଏସଆରସି ସ୍କୁଲ ଓ ଗଣଶିକ୍ଷା ବିଭାଗକୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛନ୍ତି ।

Tags: cycloneodishaschool
ShareTweetShareSend
Sanchar Live

Sanchar Live

Next Post
ଜାଣନ୍ତୁ କେମିତି କଟିବ ଆଜି ?

ଜାଣନ୍ତୁ କେମିତି କଟିବ ଆଜି?

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ନିମନ୍ତେ ମନୋନୀତ ହୋଇଥିବା ଆସୋସିଏଟ୍ ପ୍ରଫେସରଙ୍କୁ ସମ୍ବର୍ଦ୍ଧିତ କଲେ ସୋଆ ପ୍ରତିଷ୍ଠାତା ସଭାପତି
  • ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
  • ଖେଳୁଥିବା ସମୟରେ ପୋଖରୀରେ ପଡି ଦୁଇ ଭଉଣୀଙ୍କ ମୃତ୍ୟୁ
  • ଘରେ ପଶି ମାରଣାସ୍ତ୍ର ଦେଖାଇ ମହିଳାଙ୍କୁ ଦୁଷ୍କର୍ମ
  • ସୁନା-ରୂପା କିଣିବା ପାଇଁ ଚାହୁଁଛନ୍ତି କି ? ଜାଣନ୍ତୁ ସହରରେ କଣ ରହିଛି ଦାମ..

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.