Saturday, June 21, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ଆସନ୍ତା ୩ ଦିନ ଛେଚିବ  

Sanchar Live by Sanchar Live
August 24, 2024
in ଓଡିଶା
0
ଆସନ୍ତା ୩ ଦିନ ଛେଚିବ  
0
SHARES
18
VIEWS
FacebookTwitter

ସଂଚାର ବ୍ୟୁରୋ: ବାଂଲାଦେଶ ଉପରେ ରହିଥିବା ସକ୍ରିୟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଆରମ୍ଭ ହୋଇଛି ବର୍ଷା। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗର ସୂଚନା ଅନୁସାରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅତିପ୍ରବଳ ବର୍ଷା ହେବା ନେଇ ମୟୂରଭଞ୍ଜ, ଦେବଗଡ଼, ସମ୍ବଲପୁର ଓ କେନ୍ଦୁଝର ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି ।

ସେହିଭଳି ୧୩ଟି ଜିଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ସୂଚନା ଦେଇଛି ।ଉତ୍ତର ଓ ଆଭ୍ୟନ୍ତରୀଣ ଓଡ଼ିଶାର ସମସ୍ତ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ଜିଲ୍ଲାପାଳଙ୍କୁ ସତର୍କ ରହିବାକୁ ପରାମର୍ଶ ଦେଇଛନ୍ତି ଏସଆରସି।

 

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ଆମ ସରକାର ନାରୀଶକ୍ତିକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛି : ଧର୍ମେନ୍ଦ୍ର ପ୍ରଧାନ

ଆମ ସରକାର ନାରୀଶକ୍ତିକୁ ସର୍ବୋଚ୍ଚ ପ୍ରାଥମିକତା ଦେଇଆସିଛି : ଧର୍ମେନ୍ଦ୍ର ପ୍ରଧାନ

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ଆଜି ଏହି ରାଶିର ଲୋକେ ପରିବାର ସହିତ ଖୁସିର ସମୟ କାଟିବେ
  • ଅଧକପାଳିରୁ ରକ୍ଷା ପାଇବାକୁ ଚାହୁଁଛନ୍ତି କି ? ଏହି ସବୁ ଖାଦ୍ୟରୁ ନିଜକୁ ଦୂରେଇ ରଖନ୍ତୁ
  • ସ୍କ୍ରାପ୍ କଳାକୃତି ପ୍ରତିଯୋଗିତାରେ ବେଦାନ୍ତ ଲାଞ୍ଜିଗଡ଼ ଚାମ୍ପିଅନ୍ ବର୍ଜ୍ୟରୁ ସମ୍ପଦ ସୃଷ୍ଟି ଉପରେ ଗୁରୁତ୍ବ
  • ଭୁବନେଶ୍ୱର ବିମାନବନ୍ଦରରେ ପହଂଚିଲେ ପ୍ରଧାନମନ୍ତ୍ରୀ
  • ସୁରକ୍ଷା କର୍ମୀଙ୍କ ଗୁଳିରେ ୨ ମାଓବାଦୀ ନିପାତ

Recent Comments

No comments to show.

Archives

  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.