Saturday, July 19, 2025
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
SUBSCRIBE
Epaper
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
No Result
View All Result
sanchar.live
SUBSCRIBE
No Result
View All Result
  • ePaper
  • ଓଡିଶା
  • ଭାରତ
  • ବିଦେଶ
  • ଜୀବନ ଶୈଳୀ
  • ରାଜନୀତି
  • ମନୋରଞ୍ଜନ
  • କ୍ରୀଡ଼ା
  • ଅପରାଧ
Home ଓଡିଶା

ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା

Sanchar Live by Sanchar Live
July 4, 2025
in ଓଡିଶା
0
ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା
0
SHARES
76
VIEWS
FacebookTwitter

ସଂଚାର ବ୍ୟୁରୋ: ରାଜ୍ୟରେ ଆହୁରି ୩ ଦିନ ପ୍ରବଳ ବର୍ଷା । ୭ ତାରିଖ ଯାଏଁ ଲାଗି ରହିବ ବର୍ଷା । ଉତ୍ତର ଓଡ଼ିଶା ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ତିନି ଦିନ ଯାଏ ବର୍ଷା ସମ୍ଭାବନା ରହିଛି । ଭୁବନେଶ୍ବର ସମେତ ବିଭିନ୍ନ ସ୍ଥାନରେ ସକାଳୁ ଝିପି ଝିପି ବର୍ଷା ଲାଗି ରହିଛି । ଆଗାମୀ ୨୪ ଘଣ୍ଟାରେ ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ୪ ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡ଼ା, ସମ୍ବଲପୁର ଓ ବରଗଡ଼କୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲାମାନଙ୍କରେ ବିଜୁଳି, ଘଡ଼ଘଡ଼ି ବର୍ଷା ସହ ଘଣ୍ଟା ପ୍ରତି ୩୦ରୁ ୪୦ କିମି ବେଗରେ ପବନ ବହିପାରେ ।

ପ୍ରବଳ ବର୍ଷା ନେଇ ୧୧ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ପ୍ରବଳରୁ ଅତିପ୍ରବଳ ବର୍ଷା ପାଇଁ ସୁନ୍ଦରଗଡ଼ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ୭ ତାରିଖ ପରଠାରୁ ରାଜ୍ୟରେ କମିବ ବର୍ଷାର ପ୍ରଭାବ । ଗୋଟିଏ ପରେ ଗୋଟିଏ ଘୂର୍ଣ୍ଣିବଳୟ ବର୍ଷା ଜାରି ରହିଥିବା ବେଳେ ଆହୁରି ୨ଟି ଘୂର୍ଣ୍ଣିବଳୟ ଆଗକୁ ରହିଛି । ଜୁନ୍ ୨୬ରୁ ଜୁଲାଇ ୨ ତାରିଖ ଭିତରେ ରାଜ୍ୟରେ ଯେତିକି ବର୍ଷା ହେବା କଥା ଅଧିକ ଅଜାଡ଼ିଛି ।

Tags: odisharainweather report
ShareTweetShareSend
Sanchar Live

Sanchar Live

Next Post
ସ୍ବାମୀ ରଖୁଥିଲେ ଝିଆରୀ ସହ ସମ୍ପର୍କ, ସୁପାରୀ କିଲର ଲଗାଇ ଗୁଳି କରିଦେଲା…

ସ୍ବାମୀ ରଖୁଥିଲେ ଝିଆରୀ ସହ ସମ୍ପର୍କ, ସୁପାରୀ କିଲର ଲଗାଇ ଗୁଳି କରିଦେଲା...

Leave a Reply Cancel reply

Your email address will not be published. Required fields are marked *

I agree to the Terms & Conditions and Privacy Policy.

Recent Posts

  • ପୁଣି ଭିଜିବ ଓଡିଶା। ଆସୁଛି ବଡ଼ ବର୍ଷା
  • ନୋଟିସ ଜାରି କଲା AIIMS; ହସ୍ପିଟାଲ ପରିସରରେ ନାରାବାଜି କରିବାକୁ ମନା
  • ଅନୁଗୁଳରେ ଯୁବତୀଙ୍କୁ ଅସଦାଚରଣ ଓ ଧମକ ଅଭିଯୋଗରେ ଯୁବନେତା ଗିରଫ
  • ଆକ୍ରମଣର ପ୍ରତିଶୋଧ ନେବେ କି ଖାମେନି ?
  • ବଙ୍ଗୋପସାଗରରେ ଦାନା ବାନ୍ଧୁଛି ପୁଣି ଏକ ଲଘୁଚାପ

Recent Comments

No comments to show.

Archives

  • July 2025
  • June 2025
  • May 2025
  • April 2025
  • March 2025
  • February 2025
  • January 2025
  • December 2024
  • November 2024
  • October 2024
  • September 2024
  • August 2024

Categories

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି

Browse by Category

  • Uncategorized
  • ଅପରାଧ
  • ଓଡିଶା
  • କ୍ରୀଡ଼ା
  • ଜୀବନ ଶୈଳୀ
  • ବିଦେଶ
  • ଭାରତ
  • ମନୋରଞ୍ଜନ
  • ରାଜନୀତି
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page

© 2024 Sanchar News

No Result
View All Result
  • About us
  • Contact us
  • Home
  • Home 2
  • Home 3
  • Home 4
  • Home 5
  • Home 6
  • Sample Page
SUBSCRIBE

© 2024 Sanchar News

This website uses cookies. By continuing to use this website you are giving consent to cookies being used. Visit our Privacy and Cookie Policy.